-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||     

HOME   ଜିଲ୍ଲା

ପ୍ରଖ୍ୟାତ ଗାୟିକା ଲତା ମଙ୍ଗେସକର ଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ

07-Feb-2022



ଶ୍ରୀଜଗନ୍ନାଥ ସଂସ୍କୃତି ପରିଷଦ ପକ୍ଷରୁ ପ୍ରଖ୍ୟାତ ଗାୟିକା ଲତା ମଙ୍ଗେସକର ଙ୍କ ବିୟୋଗରେ  ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇ ସଭାପତି ଶ୍ରୀ ପ୍ରଭାତ କୁମାର ନନ୍ଦ ଙ୍କ ଅଧ୍ୟକ୍ଷତା ରେ ଶ୍ରୀମତି ସଞ୍ଚିତା ମହାନ୍ତି ଙ୍କ ଉପସ୍ଥିତି ରେ ୧୮୪ କଥାମୃତ ଓ ଭଜନ ପରିବେଷଣ କାର୍ଯ୍ୟକ୍ରମ ଗୁଗୁଲ ମୀଟ ରେ ଅନୁଷ୍ଠିତ ହୋଇଯାଇଛି, ଶ୍ରୀମତି ମହାନ୍ତି ବାବାଙ୍କୁ କାର୍ଯ୍ୟକ୍ରମ କୁ ସ୍ଵାଗତ କରିଥିଲେ,ବାବା ସତ୍ୟାନନ୍ଦଜୀ ଦାସ ମହାରାଜ  ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦ୍ଵାଦଶ ଯାତ୍ରା ବିଷୟ ରେ ପ୍ରାଞ୍ଜଳ ଭାବରେ ପ୍ରକାଶ କରିଥିଲେ, ସମସ୍ତଙ୍କୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଭକ୍ତି ଓ ଶ୍ରଦ୍ଧା ସହକାରେ ପୂଜା କରିବା ନିମନ୍ତେ ପରାମର୍ଶ ଦେଇଥିଲେ, ଆଜିର କାର୍ଯ୍ୟକ୍ରମ ରେ ପ୍ରଥମେ ମଧୁସ୍ମିତା ଦାସ, ଭାରତୀ ଭୂଷଣ ପଟ୍ଟନାୟକ, ଅଜୟ ଦାସ, ବାଳକୃଷ୍ଣ ପଣ୍ଡା ପ୍ରମୁଖ ଭଜନ ପରିବେଷଣ କରିଥିଲେ, ଯାତ୍ରା ପ୍ରିୟ ଶ୍ରୀଜଗନ୍ନାଥଙ୍କ ବିଷୟରେ ବାବା ବହୁ ରୋଚକ ପୂର୍ଣ୍ଣ ତଥ୍ୟ କହିଥିଲେ, ସମ୍ପାଦକ ନାରାୟଣ ମହାପାତ୍ର, ଯୁଗ୍ମ ସମ୍ପାଦକ ଅଜୟ ହରିଚନ୍ଦନ କୋଷାଧ୍ୟକ୍ଷ ଅଖିଳ କୁମାର

ସାହୁ,ଉପଦେଷ୍ଟା ରବିନାରାୟଣ ମିଶ୍ର, ବାବାଜୀ ବିଶ୍ଵାଳ, ମୃତ୍ୟୁଞ୍ଜୟ ପଣ୍ଡା, ସୁରେଶ ମିଶ୍ର, ବିଜୟ ଲକ୍ଷ୍ମୀ ପଟ୍ଟନାୟକ, ସରୋଜିନୀ ପରମ ଗୁରୁ ତ୍ରିଲୋଚନ ନାୟକ ବଂଶୀଧର ନାୟକ, ଶ୍ରୀନିବାସ ରାଓ, ଲଲିତ ମୋହନ ପଣ୍ଡା,ଉଷା ମିଶ୍ର, ତନୁଜା ରଥ, ସୁମିତା ତ୍ରିପାଠୀ, ମଞ୍ଜୁଶ୍ରୀ ମହାନ୍ତି, ଓ ପରିଷଦର  ବହୁ ସଦସ୍ୟ ଓ ସଦସ୍ୟା ମାନେ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026
  ଜିଲ୍ଲା  
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   07-Oct-2026
  ଜିଲ୍ଲା  
ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   07-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   07-Oct-2026
  ଜିଲ୍ଲା  
ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା   07-Oct-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   07-Oct-2026
  ଜିଲ୍ଲା  
ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   07-Oct-2026
  ଜିଲ୍ଲା  
ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   07-Oct-2026

You Might Also Like