-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||     

HOME   ଜିଲ୍ଲା

ମାଓବାଦୀଙ୍କ ଲ୍ୟାଣ୍ଡ ମାଇନ ବିସ୍ଫୋରଣରେ ସହୀଦ ହୋଇଥିବା ସାମ୍ବାଦିକ ରୋହିତ ବିଶ୍ବାଳଙ୍କ ଶ୍ରଦ୍ଧାଞ୍ଜଳି ସଭା ଓ ସାମ୍ବାଦିକଙ୍କ ବିଭିନ୍ନ ଦାବୀ ନେଇ ସାମ୍ବାଦିକ ସମ୍ମିଳନୀ

07-Feb-2022



କଳାହାଣ୍ଡି,ନର୍ଲା (ସଞ୍ଜିବ ଦାସ) କଳାହାଣ୍ଡି ଜିଲ୍ଲା ଉପାନ୍ତ ଅଞ୍ଚଳର ମଦନପୁର ରାମପୁର ଥାନା ଅନ୍ତର୍ଗତ ମୋହନଗିରି ଧରିତ୍ରୀ ଖବରକାଗଜର ସାମ୍ବାଦିକ ରୋହିତ ବିଶ୍ବାଳ ମାଓବାଦୀଙ୍କ ଦ୍ବାରା ଖଞ୍ଜା ଯାଇଥିବା ଲ୍ୟାଣ୍ଡ ମାଇନ ବିସ୍ଫୋରଣ ରେ ନିହତ ହେବା ଘଟଣା ଓଡିଶା ସାମ୍ବାଦିଙ୍କ ମହଲରେ ଗଭୀର ଆଲୋଡନ ସୃଷ୍ଟି କରିଛି। ଖବର ସଂଗ୍ରହ ଉଦ୍ଦେଶ୍ୟରେ ଯାଇ ନିଜେ ଖବର ହୋଇଯିବା ଘଟଣା ବର୍ତ୍ତମାନ ବିଭିନ୍ନ ମହଲରେ ଚାଂଚଲ୍ୟ ଖେଳାଇଦେଇଛି। ଏନେଇ ଆଜି ଓଡିଶା ସାମ୍ବାଦିକ ସଂଘ(ଓଜେୟୁ) କଳାହାଣ୍ଡି ଜିଲ୍ଲା ଶାଖା ପକ୍ଷରୁ ଏକ ଶ୍ରଦ୍ଧାଞ୍ଜଳି ସଭା ଓ ରୋହିତଙ୍କ ପରିବାରର ଉତ୍ତୋରତର ଉନ୍ନତି ତଥା କାର୍ଯ୍ୟରତ ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା କୁ ନେଇ ଏକ ସାମ୍ବାଦିକ ସମ୍ମିଳନୀ ର ଆୟୋଜନ କରାଯାଇଥିଲା।

ସଂଘର ସଭାପତି ନିରୋଜ କୁମାର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମ ରେ ଓଡିଶା ସାମ୍ବାଦିକ ସଙ୍ଘ(ଓଜେୟୁ)ର ରାଜ୍ୟ ସଭାପତି ଶଶୀଭୂଷଣ ପ୍ରହରାଜଙ୍କ ଉପସ୍ଥିତି ରେ ବରିଷ୍ଠ ସାମ୍ବାଦିକ ଉମାଶାଙ୍କର କର ଓ ସ୍ୱାଧୀନ ପାତ୍ର ମଞ୍ଚାସିନ ରହି ସହୀଦ ସାମ୍ବାଦିକଙ୍କ ପ୍ରତିକୃତିରେ ମାଲ୍ୟାର୍ପଣ, ଧୂପଦୀପ ଦେଇ ଆତ୍ମାର ସଦଗତି କାମନା କରି  ଦୁଇ ମିନିଟ ନିରବ ପ୍ରାର୍ଥନା କରିଥିଲେ। ଏହାପରେ ରୋହିତଙ୍କ ସ୍ମୃତି ଚାରଣ କରିବା ସହିତ ସାମ୍ବାଦିକ ମାନେ କିଭଳି ପ୍ରତିକୂଳ ପରିସ୍ଥିତି ରେ କାର୍ଯ୍ୟକାରୀ ବିଭିନ୍ନ ସମସ୍ୟା ର ସମ୍ମୁଖୀନ ହେଉଛନ୍ତି ସେସମ୍ପର୍କରେ ଆଲୋକପାତ କାରାଯାଇଥିଲା। ଏହାପରେ ଓଜେୟୁ ସଂଘର ରାଜ୍ୟ ସଭାପତି ଶଶୀଭୂଷଣ ପ୍ରହରାଜ ସାମ୍ବାଦିକ ସମ୍ମିଳନୀରେ ସ୍ବର୍ଗତ ରୋହିତ ବିଶ୍ବାଳଙ୍କ ପାରିବାର ବର୍ଗଙ୍କ ସ୍ୱାର୍ଥରେ ଓ ଓଡ଼ିଶାର ବିଭିନ୍ନ ଛପା, ବୈଦ୍ୟୁତିକ ତଥା ସାମାଜିକ ଗଣମାଧ୍ୟମରେ କାର୍ଯ୍ୟରତ ଥିବା ସାମ୍ବାଦିକଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଏକ ୬ ଦଫା ବିଶିଷ୍ଟ ଦାବୀ ପତ୍ର ଉପସ୍ଥାପନା କରିଥିଲେ।

ସ୍ବର୍ଗତ ସାମ୍ବାଦିକ ରୋହିତ ବିଶ୍ବାଳଙ୍କୁ ସହିଦର ମାନ୍ୟତା ଦେବା, ତାଙ୍କ ପରିବାରର ଜଣେ ସଦସ୍ୟଙ୍କୁ ସରକାରୀ ଚାକିରୀ ରେ ନିଯୁକ୍ତି ଦେବା ସହିତ ଦୁଇ ଛୁଆଙ୍କ ପାଠ ପଢ଼ା ଦାଇତ୍ୱ ସରକାର ବହନ କରିବା ଅନ୍ୟଥା ତାଙ୍କ ସ୍ତ୍ରୀଙ୍କୁ ଆଜୀବନ ସ୍ୱତନ୍ତ୍ର ଭତ୍ତା ପ୍ରଦାନ କରାଯିବା, ଘଟଣାରେ ଆସୁଥିବା ଗଞ୍ଜେଇ ମାଫିଆ ଓ ଠିକାରଦାରଙ୍କୁ ତଦନ୍ତ ପରିଷର ଭୃକ୍ତ କରିବା,ସାମ୍ବାଦିକଙ୍କ ପରିବାରକୁ ଅନ୍ୟୁନ ୫୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯିବା ନେଇ ଦାବୀ କରିଥିବା ବେଳେ ଓଡ଼ିଶାର କାର୍ଯ୍ୟରତ ସାମ୍ବାଦିକ ସମୂହ ପାଇଁ ପ୍ରଚଳିତ ଗୋପବନ୍ଧୁ ସ୍ବାସ୍ଥ୍ୟ ବିମାରାଶିକୁ ୧୦ ଲକ୍ଷକୁ ବୃଦ୍ଧି କରିବା ସହିତ ମୃତକ ପରିବାରକୁ ୪ ଲକ୍ଷ ଟଙ୍କାରୁ ବୃଦ୍ଧିକରି ୧୫ ଲକ୍ଷ ଟଙ୍କା ପ୍ରଦାନ କରିବା,ସାମ୍ବାଦିକଙ୍କ ପାଇଁ ସ୍ୱତନ୍ତ୍ର ସୁରକ୍ଷା ଆଇନ ପ୍ରଣୟନ କରିବା,ସମ୍ବେଦନଶୀଳ ଘଟଣା ଅନୁସନ୍ଧାନ ସମୟରେ ସାମ୍ବାଦିକମାନଙ୍କ କାର୍ଯ୍ୟବଳୀ ନେଇ ଆଦର୍ଶ ମାର୍ଗ ଦର୍ଶିକା କାର୍ଯ୍ୟବଳୀ(ଏସ ଓ ପି) ପ୍ରଣୟନ କରି ପ୍ରଶିକ୍ଷଣ ପ୍ରଦାନ କରିବା ଭଳି ଅନେକ ଦାବୀ ଉପସ୍ଥାପନା କରାଯାଇଥିଲା। ଏହି ସବୁ ଦାବୀ ପତ୍ରଗୁଡିକୁ ଆସନ୍ତା କାଲି ଜିଲ୍ଲାର ଜିଲ୍ଲାପାଳ ଓ ଏସପିଙ୍କ ଜରିୟାରେ ମୁଖ୍ୟମନ୍ତ୍ରୀ ଓ ମାନ୍ୟବର ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବା ପାଇଁ ଓଜେୟୁ କଳାହାଣ୍ଡି ଶାଖା ପକ୍ଷରୁ ସ୍ଥିରୀକୃତ ହୋଇଛି। ଅନ୍ୟମାନଙ୍କ ମଧ୍ୟରେ ସଂଘର ସାଧାରଣ ସମ୍ପାଦକ ଲକ୍ଷ୍ମଣ ସ୍ବାଇଁ, କୋଷାଧ୍ୟକ୍ଷ ଅଭିରାମ ପ୍ରସାଦ ପଟ୍ଟନାୟକ, ନରେନ୍ଦ୍ର ଦାସ, ସଞ୍ଜୟ ବେହେରା, ଡୋଳାମଣି ସାହୁ,ଶରତ ଚନ୍ଦ୍ର ସାହୁ ଓ ଯୁବ ସାମ୍ବାଦିକ ଯଶୋବନ୍ତ ଧଙ୍ଗଡା ମାଝୀ, ରଜତ ପଟ୍ଟନାୟକ, ମଧୁସୂଦନ ମହାପାତ୍ର ପ୍ରମୁଖ ଉପସ୍ଥିତ ରହି ସହୀଦ ସାମ୍ବାଦିକଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ସହ ସାମ୍ବାଦିକ ସମ୍ମିଳନୀ ରେ ଅଂଶଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026
  ଜିଲ୍ଲା  
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   07-Oct-2026
  ଜିଲ୍ଲା  
ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   07-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   07-Oct-2026
  ଜିଲ୍ଲା  
ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା   07-Oct-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   07-Oct-2026
  ଜିଲ୍ଲା  
ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   07-Oct-2026
  ଜିଲ୍ଲା  
ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   07-Oct-2026

You Might Also Like