-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||     

HOME   ଜିଲ୍ଲା

ସମିତିସଭ୍ୟା ପ୍ରାର୍ଥୀନୀ ଙ୍କ ସ୍ବାମୀଙ୍କୁ ଅପହରଣ,ଥାନାରେ ମାମଲା

08-Feb-2022



ବିନିକା(ହିମାଂଶୁ ଶେଖର ପୁଟେଲ): ଛୁରୀ ଓ ବନ୍ଧୁକ ଦେଖାଇ ତୁମେ ନିର୍ବାଚନ ରୁ ଓହରିଯାଅ ନହେଲେ ତୁମକୁ ଜୀବନରେ ମାରି ଦେବି ବୋଲି ଧମକ ଚମକ ଦେବା ସହ ମୋ ଆଖି ସାମନାରେ ମୋ ସ୍ବାମୀ ରାଜେଶ ଦେହେରୀ ଙ୍କୁ ଗାଡ଼ିରେ ବସାଇ କୁଆଡେ ନେଇ ଯାଇଛନ୍ତି ବୋଲି ସମିତିସଭ୍ୟା ପ୍ରାର୍ଥୀନୀ ମିନା ଦେହେରୀ ବିନିକା ଥାନାରେ ଅଭିଯୋଗ କରିଛନ୍ତି ।ଥାନାରେ ଦିଆଯାଇଥିବା ଲିଖିତ ଅଭିଯୋଗ ଅନୁସାରେ ବିନିକା ବ୍ଳକ ଅନ୍ତର୍ଗତ ମହାଦେବପାଲି ପଞ୍ଚାୟତ ସଂସାମୁରା ଗ୍ରାମର ମିନା ଦେହେରୀ ସମିତିସଭ୍ୟା ପ୍ରାର୍ଥୀନୀ ଭାବେ ନିର୍ବାଚନ ଲଡୁଛନ୍ତି ।ଗତକାଲି ଏହି ପଞ୍ଚାୟତ ଅଧିନସ୍ଥ ସକମା ଗ୍ରାମରେ ନିର୍ବାଚନ ପ୍ରଚାର କରୁଥିବା ବେଳେ ମଧ୍ୟାହ୍ନ ପ୍ରାୟ ୧୨ ଘଣ୍ଟା ସମୟରେ ଗ୍ରାମର ମନ୍ଦିର ସମ୍ଭୂଖରେ ସୁରେଶ ପୁଜାହାରୀ ଓ ୮ ରୁ ୧୦ଜଣ ବ୍ୟକ୍ତି ଏକ ଗାଡ଼ିରେ ଆସି ମୋ ସ୍ବାମୀଙ୍କୁ ଛୁରୀ ଓ ବନ୍ଧୁକ ଦେଖାଇ ଆକ୍ରମଣ କରି ତୁରନ୍ତ ନିର୍ବାଚନରୁ ଓହରିଯାଅ ନହେଲେ ଜୀବନରେ ମାରି ଦେବୁ

ବୋଲି ଧମକ ଚମକ ଦେଇଥିଲେ । ତାଙ୍କ ସହିତ ଆସିଥିବା କେତେକ ଦୁର୍ବୃତ୍ତ ମୋ ନିର୍ବାଚନୀ ପୋଷ୍ଟର ଚିରି ଦେବା ସହ ଘୋଡ଼ାଧାର ଗ୍ରାମର ପୁରୁନ୍ଦର ଷାଣ୍ଡ ମୁଁ ପିନ୍ଧିଥିବା ବସ୍ତ୍ର କୁ ଟଣା ଓଟରା କରିଥିଲା ଯାହାକି ମୁଁ କଳେବଳେ କୌଶଳେ ନିଜକୁ ରକ୍ଷା କରିବାରେ ସମର୍ଥ ହୋଇଥିଲି । ଏହି ସମୟରେ ଉଭୟ ସୁରେଶ ପୂଜାହାରୀ ଓ ପୁରୁନ୍ଦର ସାଣ୍ଡ ଅଶ୍ଲିଲ ଭାଷାରେ ଗାଲି ଦେଇ ମୋ ସ୍ୱାମୀକୁ ଗାଡ଼ିରେ ବସାଇ କୁଆଡେ ନେଇ ଯାଇଛନ୍ତି ବୋଲି ସେ ଥାନାରେ ଅଭିଯୋଗ କରିଛନ୍ତି ।ଯଦି କୌଣସି ଅଘଟଣ ଘଟେ ତେବେ ଉଭୟ ବ୍ୟକ୍ତି ସମ୍ପୂର୍ଣ୍ଣ ଭାବେ ଦାୟୀ  ରହିବେ ବୋଲି କହିଛନ୍ତି ।ତେଣୁ ନିର୍ବାଚନ ପ୍ରଚାର ବେଳେ  ପୋଲିସ ସୁରକ୍ଷା ଦେବାକୁ ଅନୁରୋଧ କରି ଉକ୍ତ ଘଟଣା ଉପରେ ତଦନ୍ତ କରି ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସମିତିସଭ୍ୟା ପ୍ରାର୍ଥୀନୀ ମିନା ପ୍ରାର୍ଥନା କରିଛନ୍ତି । ଏହି ଘଟଣା ନେଇ ବିନିକା ଥାନାରେ ଏକ ମାମଲା ରୁଜୁ ହୋଇଛି ।ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିବା ଥାନା ଅଧିକାରୀ ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   07-Oct-2026
  ଜିଲ୍ଲା  
ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   07-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   07-Oct-2026
  ଜିଲ୍ଲା  
ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା   07-Oct-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   07-Oct-2026
  ଜିଲ୍ଲା  
ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   07-Oct-2026
  ଜିଲ୍ଲା  
ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   07-Oct-2026
  ଜିଲ୍ଲା  
_ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   07-Oct-2026

You Might Also Like