-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||     

HOME   ଜିଲ୍ଲା

ମୌଳିକ ସୁବିଧାରୁବଞ୍ଚିତ ସାଲମାଟିକ୍ରା ପଡ଼ାବାସୀଙ୍କ ଭୋଟ ବର୍ଜନ ପାଇଁ ବିଡ଼ିଓଙ୍କୁ ଦାବିପତ୍ର

08-Feb-2022



ବିନିକା(ହିମାଂଶୁ ଶେଖର ପୁଟେଳ) ବିନିକା ବ୍ଲକ ସିନ୍ଦୁରପୁର ପଞ୍ଚାୟତ ଅନ୍ତର୍ଗତ ସାଲମାଟିକ୍ରା ସମଲେଇ ପଡାବାସୀ ସମସ୍ତ ସରକାରୀ ମୌଳିକ ସୁବିଧାରୁ ବଞ୍ଚିତ ଥିବାରୁ ଆଗାମୀ ପଞ୍ଚାୟତ ନିର୍ବାଚନରେ ଭୋଟ ବର୍ଜନ କରିବା ପାଇଁ ପଡାବାସୀ ସ୍ଥାନୀୟ ବିଡ଼ିଓ ବ୍ୟାସଦେବ ବେହେରାଙ୍କ ଠାରେ ଅଭିଯୋଗ କରିଛନ୍ତି | ଏହି ପଡାରେ ୫ଟି ପରିବାରର ୨୫ ଜଣ ଭୋଟର  ରହିଛନ୍ତି | ସେମାନେ ଝାଟିମାଟି ଘରେ ବାସ କରୁଥିବା ବେଳେ ହାତୀ ଉପଦ୍ରବ ସମୟରେ ସେମାନେ ପ୍ରାଣ ଭୟରେ ନିକଟସ୍ଥ ଆଶ୍ରମ ଛାତ ଉପରେ ପିଲା ଛୁଆ ଧରି ଆଶ୍ରୟ ନେଉଛନ୍ତି | ସେମାନେ ସରକାରଙ୍କ ପ୍ରଧାନମନ୍ତ୍ରୀ ଆବାସ ଯୋଜନା,କାଳିଆ ଯୋଜନା, ସୌଭାଗ୍ୟ ଯୋଜନା,ପାଣି ସମସ୍ୟା,ରାସ୍ତା ଅବସ୍ଥା ଏଭଲି ଅନେକ ସମସ୍ୟା ପଡ଼ାବାସି ପାଇବାରୁ ବଞ୍ଚିତ ରହିଛନ୍ତି |ପ୍ରତିବର୍ଷ ନିର୍ବାଚନ ସମୟରେ ପ୍ରାଥୀ/ପ୍ରାଥୀନି ମାନେ ଆସି ବିଭିନ୍ନ ପ୍ରକାର ମିଛ ପ୍ରତିଶୃତି ଦେଇ ଭୋଟ ହାସଲ କରି ନିଅନ୍ତି | ହେଲେ ନିର୍ବାଚନ ସରିଗଲେ ସେମାନଙ୍କର ଆଉ ଦେଖାମିଲିନଥାଏ | ବାରମ୍ବାର ବ୍ଲକ ପ୍ରଶାସନ ଠାରେ ଅଭିଯୋଗ କରି ଆସୁଥିଲେ ମଧ୍ୟ କିଛି ସୁଫଳ ମିଳୁନଥିବା ପଡାବାସି କହିଛନ୍ତି । ଏଥିଯୋଗୁଁ ସେମାନେ ବାଧ୍ୟହୋଇ ଭୋଟ ବର୍ଜନ ନିଷ୍ପତି ନେଇଥିବା ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   07-Oct-2026
  ଜିଲ୍ଲା  
ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା   07-Oct-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   07-Oct-2026
  ଜିଲ୍ଲା  
ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   07-Oct-2026
  ଜିଲ୍ଲା  
ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   07-Oct-2026
  ଜିଲ୍ଲା  
_ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   07-Oct-2026
  ଜିଲ୍ଲା  
କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   07-Oct-2026
  ଜିଲ୍ଲା  
ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   07-Oct-2026
  ଜିଲ୍ଲା  
ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   07-Oct-2026

You Might Also Like