-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||     

HOME   ଜିଲ୍ଲା

ସମ୍ବେଦନଶୀଳ ବୁଥ ବୁଲିବା ସହ ଷ୍ଟ୍ରଙ୍ଗରୁମ ଦେଖିଲେ ଓ ୫-ଟି ସ୍କୁଲର କାର୍ଯ୍ୟର ତଦାରଖ କଲେ ବରଗଡ ଜିଲ୍ଲାପାଳ ମନୀଷା ବାନାର୍ଜୀ

09-Feb-2022



ପଦ୍ମପୁର:-ବରଗଡ ଜିଲ୍ଲାପାଳ ମନୀଷା ବାନାର୍ଜୀ ପାଇକମାଳ ବ୍ଲକ ର ବିଭିନ୍ନ ସମ୍ବେଦନଶୀଳ ବୁଥ ବୁଲି ଦେଖିବା ସହ ଷ୍ଟ୍ରଙ୍ଗରୁମ ଦେଖିଲେ । ଜିଲ୍ଲାପାଳ ପ୍ରଥମେ ଜଗନ୍ନାଥ ହାଇସ୍କୁଲ ଲଖମରା ଠାରୁ ପ୍ରଥମେ ତଦାରଖ ଆରମ୍ଭ କରି , ବାଦିକଟା, ଟେମରୀ ଆଦି ପଞ୍ଚାୟତ ର ବିଭିନ୍ନ ସମ୍ବେଦନଶୀଳ ବୁଥ ବୁଲି ଦେଖିବା ସହ ୫ଟି ଅଧିନରେ ବିଦ୍ୟାଳୟ ଗୁଡିକରରେ ଚାଲୁଥିବା  କାର୍ଯ୍ୟର ଅଗ୍ରଗତି ର ସମିକ୍ଷା କରଥିଲେ । ତାପରେ ଫେଜରପୁର ସ୍ଥିତ ଓଡିଶା ଆର୍ଦଶ ବିଦ୍ୟାଳୟ ରେ ଛାତ୍ର ଛାତ୍ରୀଙ୍କ  ସହ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀଙ୍କ ପାଠ ପଢା ବିଷୟରେ ପଚାରି ବୁଝିଥିଲେ । ବିଦ୍ୟାଳୟ ରେ ଚାଲୁଥିବା ୫-ଟି କାର୍ଯ୍ୟର ଅଗ୍ରଗତି ର ସମିକ୍ଷା କରଥିଲେ । ଅପରାହ୍ନରେ ପାଇକମାଲ ତ୍ରୀସ୍ତରିୟ ପଞ୍ଚାୟତ ନିର୍ବାଚନ ପାଇଁ ପୂର୍ତ୍ତ ବିଭାଗ ଡାକବଙ୍ଗଳା ଠାରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା । ଜିଲ୍ଲାପାଳଙ୍କ ସହିତ ପାଇକମାଲ ବ୍ଳକ ବି.ଡି.ଓ ଉପାଞ୍ଜଳୀ ମାଝି ଓ ନିର୍ବାଚନ ପାଇଁ ନିୟୋଜିତ କର୍ମଚାରୀମାନେ  ଉପସ୍ଥିତ ଥିଲେ । ଏହା ପରେ ପାଇଲମାଲ ଷ୍ଟ୍ରଙ୍ଗରୁମ ବୁଲି ଦେଖିବା ବେଳେ ଭୋଟବାକ୍ସ ମରାମତି କାମରେ ନିୟୋଜିତ ୨ଜଣ ଶ୍ରମିକଙ୍କ ସହ ଏକ ଶିଶୁ କାମ କରୁଥିବା ଦେଖି ବିରକ୍ତି ହେବା

ସହ କାମ କରୁଥିବା ଶ୍ରମିକ କୁ ନିଜ ପୁଅ ଶିଶୁକୁ ବିଦ୍ୟାଳୟକୁ ପାଠ  ପଠାଇବାକୁ କହିଥିଲେ । ଶିଶୁର ବାପା ବିଦ୍ୟାଳୟ ବନ୍ଦ ଅଛି ବୋଲି କହିବା ସହ ମୋ ପାଖରେ  ଆସି ସମୟ ବିତାଉଛି ବୋଲି କହିଥିଲା ।ଜିଲ୍ଲାପାଳ ଶିଶୁ କିପରି କାମ ନକରେ ସେଥି ପ୍ରତି ଧ୍ୟନ ଦେବାକୁ ବ୍ଲକ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହା ପରେ  ଜିଲ୍ଲାପାଳ , ଝାରବନ୍ଧ, କେରେମେଲାବାହଲ ଆଦି ପଞ୍ଚାୟତର ସମ୍ବେଦନଶୀଳ ବୁଥ ବୁଲି ଦେଖିବା ସହ   ଉକ୍ତ ପଞ୍ଚାୟତ ମାନଙ୍କରେ ୫-ଟି ଅଧିନର ବିଦ୍ୟାଳୟ ଗୁଡିକରରେ ଚାଲୁଥିବା  କାର୍ଯ୍ୟର ଅଗ୍ରଗତି ର ସମୀକ୍ଷା କରଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   07-Oct-2026
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026
  ଜିଲ୍ଲା  
ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   06-Oct-2026
  ଜିଲ୍ଲା  
୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   06-Oct-2026

You Might Also Like