-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||     

HOME   ଜିଲ୍ଲା

ନାଗରିକ ବିକାଶ ସଂଗଠନ ପକ୍ଷରୁ ଏକ ଦାବିପତ୍ର ପ୍ରଦାନ

09-Feb-2022



କଳାହାଣ୍ଡି,ଜୁନାଗଡ଼(ତ୍ରିନାଥ ବେଶ୍ରା )
କଳାହାଣ୍ଡି ଜିଲ୍ଲା ଜୁନାଗଡ ବ୍ଲକ ରାଜପୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ କାର୍ଳୀ(କନକପୁର), ଚାରଭାଟି, ରାଜପୂର, କାର୍ଲି  ଏବଂ ଝାରବନ୍ଧ ଗ୍ରାମକୁ ଯାଇ ଓଡ଼ିଶା ଶ୍ରମ ଜିବୀ ମଞ୍ଚ ,ଓଡ଼ିଶା ଏବଂ ମହିଳା ଶ୍ରମ ଜୀବି ମଞ୍ଚ ,ଓଡ଼ିଶା ଆନୁକୂଲ୍ୟରେ କାର୍ଯ୍ୟ କରୁଥିବା ଜିଲ୍ଳା ସ୍ତରୀୟ ସଂଗଠନ ନାଗରିକ ବିକାଶ ସଂଗଠନ, କଳାହାଣ୍ଡି  ଜୁନାଗଡ ବ୍ଲକ ସଂଯୋଜକ ମଧୁସୂଦନ ନାୟକ ଓ ତାଙ୍କ ସହ ଯୋଗୀ ଜନସାଥି, ତୁଳସୀ ନାଏକ,ମନୋଜ ନାଏକ, ଟଙ୍କେଶ୍ୱର୍ କୁମାର ,ସୁଦର୍ଶନ ନାଏକ, ଉମେଶ ଚନ୍ଦ୍ର ବାଗ ଙ୍କ ମିଳିତ ଉଦ୍ୟମ ରେ ଗ୍ରାମ କୁ ଗ୍ରାମ ଯାଇ ନିର୍ବାଚନ ସଚେତନ ଅଭିଯାନ ର ବାର୍ତ୍ତା   ଏବଂ ଘୋଷଣା ପତ୍ର ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀ ଶ୍ରୀମତୀ ସଂଗୀତା ଖର୍ସେଲ,ସରପଞ୍ଚ ପ୍ରାର୍ଥୀ ଗଜିନ୍ଦ୍ର ମାଝୀ, ଏବଂ ଲକ୍ଷ୍ମୀକାନ୍ତ ନାଏକ ଙ୍କୁ ପ୍ରଦାନ କରା ଯାଇଥିଲା l ଖୋଲାମଞ୍ଚ ମାଧ୍ୟମରେ ପ୍ରାର୍ଥୀ ମାନେ ନିଜର ମତ ପ୍ରକାଶ କରିଥଲେ । ଆମେ ଜିତିଲେ ନିଜର ପଞ୍ଚାୟତ କୁ ଆଦର୍ଶ ପଞ୍ଚାୟତ,ମଦ ମୁକ୍ତ ପଞ୍ଚାୟତଓ ସ୍କୁଲ ରେ ଖେଲ ପଡିଆ ତଥା ଅନେକ ପ୍ରକାରର ଉନ୍ନତି ମୂଳକ କାର୍ଯ୍ୟ କରିବୁ ବୋଲି ପ୍ରତିଶ୍ରତି ଦେଉଛନ୍ତି  l


News Comment




Photo in News

Advertisment
Lastest News
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026
  ଜିଲ୍ଲା  
ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   06-Oct-2026
  ଜିଲ୍ଲା  
୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   06-Oct-2026
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026

You Might Also Like