-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||     

HOME   ଜିଲ୍ଲା

ଆଗଲପୁର ଉଭୟ ପ୍ରାର୍ଥୀଙ୍କ ପାଇଁ ନରସିଂହଙ୍କ ପ୍ରଚାର ଜନହିତକର ପ୍ରକଳ୍ପ କଂଗ୍ରେସ ଅମଳ ରେ ହିଁ ହୋଇଛି - ନରସିଂହ

09-Feb-2022



ବଲାଙ୍ଗିର,(ପ୍ରେରଣା ଖବର)- ଦେଶରେ ଗରିବଙ୍କ ପାଇଁ ହୋଇଥିବା ସମସ୍ତ ଜନହିତକର ଯୋଜନା କେବଳ କଂଗ୍ରେସ ନିଜ ନିଜ ଅମଳରେ ଆଣିଛି । ଗ୍ରାମାଞ୍ଚଳ ଶ୍ରମିକ ଙ୍କ ପାଇଁ ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ହେଉ କି କୃଷକଙ୍କ ପାଇଁ ବିଭିନ୍ନ ଜଳସେଚନ ଯୋଜନା, ଗ୍ରାମାଞ୍ଚଳବାସୀଙ୍କ ସ୍ୱାସ୍ଥ୍ୟ ଶିକ୍ଷା ସମେତ କୃଷକଙ୍କ ପାଇଁ କୃଷି ଋଣ ଛାଡ୍  କଂଗ୍ରେସ ଅମଳରେ ହିଁ ହୋଇଛି । ଏପରିକି ଗ୍ରାମାଞ୍ଚଳକୁ ମଜବୁତ କରି ଗଢି ତୋଳିବା ପାଇଁ ପଞ୍ଚାୟତିରାଜ ବ୍ୟବସ୍ଥାର ପ୍ରାରମ୍ଭ ମଧ୍ୟ କଂଗ୍ରେସ ଅମଳରେ ହୋଇଛି । ଅନ୍ୟ ଦଳମାନେ ନିର୍ବାଚନ ଜିତିବା ପରେ ଏହି ବ୍ୟବସ୍ଥାର ମୂଳ ଲକ୍ଷ୍ୟ ଭୁଲି କେବଳ ଜନ ସ୍ୱାର୍ଥ ପାଇଁ କାମ କରୁଛନ୍ତି । ତେଣୁ ଏଥର ଜିଲ୍ଲା ପରିଷଦ ନିର୍ବାଚନରେ କଂଗ୍ରେସ ଦଳକୁ ହିଁ ଭୋଟ ଦିଅନ୍ତୁ ବୋଲି ଆଜି ଆଗଲପୁର ଜୋନ ୨ ପ୍ରାର୍ଥୀ ଧନଞ୍ଜୟ ପଟେଲ ଓ ଜୋନ ୧ ପ୍ରାର୍ଥୀ ଗଣେଶ ସାହୁଙ୍କ ପାଇଁ ନିର୍ବାଚନ ପ୍ରଚାର ବେଳେ କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ ଜିଲ୍ଲା ପରିଷଦର କ୍ଷମତା ଅନେକ । କିନ୍ତୁ ବିଗତ ଦିନରେ ଜିଲ୍ଲା ପରିଷଦ ପାଇଁ ବିଭିନ୍ନ ଦଳର ସଭ୍ୟମାନେ ଲୋକ ଙ୍କ ଭୋଟ ଦିନରେ ଜିଲ୍ଲା ପରିଷଦ ପାଇଁ ବିଭିନ୍ନ ଦଳର ସଭ୍ୟମାନେ ଲୋକଙ୍କ ଭୋଟ ନେଇ କିଛି କାମ କରି ନାହାନ୍ତି । ଲୋକଙ୍କ ପାଇଁ କାମ କରିବା ତ ଦୂର ର କଥା ଯିଏ ଭୋଟ ନେଇ ଗାଁକୁ ଆଡ ଆଖିରେ ମଧ୍ୟ ଦେଖୁନାହିଁ ସେଇଭଳି ପ୍ରାର୍ଥୀଙ୍କୁ କଦାପି ଲୋକେ ଭୋଟ ଦିଅନ୍ତୁ ନାହିଁ । ଏଥର ଆପଣମାନେ କଂଗ୍ରେସ ର ହାତ ଚିହ୍ନରେ ଭୋଟ ଦିଅନ୍ତୁ । ଦେଖିବେ ଏ ଅଞ୍ଚଳ ର ବିକାଶ ନିଶ୍ଚୟ ହେବ । ଅଞ୍ଚଳରେ ଥିବା କୃଷ, ଶ୍ରମିକ, ଛାତ୍ର, ଯୁବକଙ୍କ ସମସ୍ୟାମାନଙ୍କର ସମାଧାନ ପାଇଁ ବାଟ ଫିଟିବ । ଆଜିର ଏହି କାର୍ଯ୍ୟକ୍ରମରେ ବିଧାୟକ ଶ୍ରୀ ମିଶ୍ରଙ୍କ ସହିତ ବ୍ଲକ ଉପାଧ୍ୟକ୍ଷ ମନ ମୋହନ ପଟେଲ, କଂଗ୍ରେସ ନେତା ବିଶ୍ୱଜିତ ସିଂହଦେଓ, ସାଧୁ ମେହେର, ସୁଧୁରି ପଟେଲ ପ୍ରମୁଖ ଉପସ୍ଥିତ ଥିଲେ ।
 


News Comment




Photo in News

Advertisment
Lastest News
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026
  ଜିଲ୍ଲା  
ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   06-Oct-2026
  ଜିଲ୍ଲା  
୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   06-Oct-2026
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026

You Might Also Like