-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||     

HOME   ଜିଲ୍ଲା

*ଲତାମଙ୍ଗେସକର ଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ସୁବର୍ଣ୍ଣପୁର ସହରବାସୀ

09-Feb-2022



ସୁବର୍ଣ୍ଣପୁର:  ଭାରତରତ୍ନ ଲତା ମଙ୍ଗେସକରଙ୍କୁ ଆଜି ସୁବର୍ଣ୍ଣପୁରବାସୀ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଛନ୍ତି।ସହରର ବିଜୁ ପଟ୍ଟନାୟକ ଛକରେ ସଂସ୍କାର ଭାରତୀ ଉତ୍କଳ ପଶ୍ଚିମ ପ୍ରାନ୍ତରୁ ଏହି ଶ୍ରଦ୍ଧାଞ୍ଜଳି ସଭାର ଆୟୋଜନ କରାଯାଇଥିଲା।ଶ୍ରଦ୍ଧାଞ୍ଜଳି ସଭାରେ ପଦ୍ମଶ୍ରୀ ଚତୁର୍ଭୁଜ ମେହେର ମାର୍ଗଦର୍ଶକ ଭାବେ ଯୋଗଦେଇ ଭାରତ ରତ୍ନ ଲତାଜୀଙ୍କ ସ୍ମୃତି ଚାରଣ କରିବା ସହିତ ଭାବପୂର୍ଣ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଥିଲେ।ସେହିପରି ଏହି ସଭାରେ ସହରର ମହାନଦୀ ସାହିତ୍ୟ ସଂସଦ ,ସ୍ୱଚ୍ଛ ଭାରତ, ନାଟ୍ୟଚକ୍ର ,ପୈଂରୀ ,ଭୀମଭୋଇ କଳା ପରିଷଦ ଆଦିର କାର୍ଯ୍ୟକାର୍ତ୍ତାଙ୍କ ସମେତ ସହରର ବହୁ ବିଶିଷ୍ଠ ବୁଦ୍ଧିଜୀବୀ

,ସମାଜସେବୀ ,ଆଇନଜୀବୀ ,ସାମ୍ବାଦିକ ,କଳାକାର ଯୋଗ ଦେଇ ଲତାଜୀଙ୍କୁ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଛନ୍ତି ।କଳା ଓ ସାହିତ୍ୟ କ୍ଷେତ୍ରରେ କାର୍ଯ୍ୟରତ ଏହି ସଂଗଠନ ପକ୍ଷରୁ ପ୍ରଶାସନର ଅନୁମତି କ୍ରମେ ଲତାଜୀଙ୍କ ଉଦ୍ଦେଶ୍ୟରେ ଏକ ସ୍ୱର ସନ୍ଧ୍ୟା ଖୁବ ଶୀଘ୍ର ଆୟୋଜନ କରାଯିବ ବୋଲି ବରିଷ୍ଠ କାର୍ଯ୍ୟକର୍ତା ନାଟ୍ୟଶ୍ରୀ ଗଦାଧର ବାରିକ ସୂଚନା ଦେଇଛନ୍ତି । ସେହିପରି ସୁବର୍ଣ୍ଣପୁର ର ଆଉ ଏକ କଳାକାର,ତବଲା ବାଦ୍ୟକାର ତଥା ଲୋକଙ୍କୁ ଘରେ ଘରେ ଚିକିତ୍ସା ସେବା ପହଞ୍ଚାଇଥିବା ଲୋକଙ୍କ ପ୍ରିୟ ମେଡିକାଲ କମ୍ପାଉଣ୍ଡର ସ୍ବର୍ଗୀୟ ଶ୍ରୀ ରବୀନ୍ଦ୍ର ବେହେରା ଙ୍କ ସ୍ମୃତି ଉଦ୍ଦେଶ୍ୟ ରେ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026
  ଜିଲ୍ଲା  
ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   06-Oct-2026
  ଜିଲ୍ଲା  
୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   06-Oct-2026
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026

You Might Also Like