-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||     

HOME   ଜିଲ୍ଲା

ବୌଦ୍ଧ : ବାଲ୍ୟବିବାହ ବନ୍ଦ କଲା ପ୍ରଶାସନ

09-Feb-2022



 ବୌଦ୍ଧ(ପ୍ରେରଣା ଖବର) ,, ଆଜି ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ର କୁମାରୀ ଗ୍ରାମରେ ଆୟୋଜିତ ହେବାକୁଥିବା ( ଆସନ୍ତା ୧୧/୦୨/୨୨ରେ ) ବାଲ୍ୟ ବିବାହ ବନ୍ଦ କରିବାକୁ ଯାଇଥିଲେ ହରଭଙ୍ଗା ବ୍ଲକ ସମ୍ମନ୍ବିତ ଶିଶୁ ବିକାଶ ଅଧିକାରୀଣୀ ତଥା ବାଲ୍ୟ ବିବାହ ନିଷେଧ ଅଧିକାରିଣୀ, ନିରୁପମା ପାଣି, ପରିଦର୍ଶିକା ଦୀପ୍ତି ପାତ୍ର, ସଂଯୋଜିକା ଚାଇଲଡଲାଇନ, ବବିନା ନାଏକ, ହରଭଙ୍ଗା ପୋଲିସ ଅଧିକାରୀ ଏବଂ ଚାଇଲଡଲାଇନ ସଦସ୍ୟ ମାନେ ଖବର ପାଇ ଯାଇ ବୁଝା ସୁଝା କରିଥିଲେ l ବାଲ୍ୟ ବିବାହ ର ପରିଣାମ ଗୁଡିକୁ ମଧ୍ୟ ବୁଝାଇଥିଲେ l ଏହା ପରେ ପିତାମାତା ରାଜି ହୋଇଥିଲେ l ଝିଅ ଟିକୁ ୧୮ ବର୍ଷ ନ ହେବା ପର୍ଯ୍ୟନ୍ତ ବିବାହ ଦେବେନି ବୋଲି ଏକ ଲିଖିତ ଆକାରରେ ଦେଇଥିଲେ l ପରେ ଶିଶୁ ମଙ୍ଗଳ ସମିତିରେ ଝିଅ କୁ ହାଜର କରାଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026
  ଜିଲ୍ଲା  
ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   06-Oct-2026
  ଜିଲ୍ଲା  
୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   06-Oct-2026
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026

You Might Also Like