-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||     

HOME   ଜିଲ୍ଲା

ସୁଜିତ ସତପଥିଙ୍କ ଆଲୋଚନା ପୁସ୍ତକ “କବି ସଂଜୟ କୁମାର ମିଶ୍ରଙ୍କ କବିତା : ଦୀପ୍ତି ଓ ଦିଗନ୍ତ” ଉନ୍ମୋଚିତ ସମସାମୟିକ ସମୟର ଚିତ୍ର ବହନ କରେ ସଂଜୟଙ୍କ କବିତା

09-Feb-2022



ବଲାଙ୍ଗିର, (ପ୍ରେରଣା ଖବର) ସ୍ଥାନୀୟ ବୀଣାପାଣି ପ୍ରକାଶନ କାର୍ଯ୍ୟାଳୟରେ କବି ସଂଦୀପ କୁମାର କୁଅଁରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏକ ଭବ୍ୟ ସମାରୋହରେ ସୁଜିତ କୁମାର ସତପଥିଙ୍କ ଦ୍ୱାରା ଲିଖିତ ଆଲୋଚନା ପୁସ୍ତକ “କବି ସଂଜୟ କୁମାର ମିଶ୍ରଙ୍କ କବିତା: ଦୀପ୍ତି ଓ ଦିଗନ୍ତ” ଉନ୍ମୋଚିତ ହୋଇଯାଇଛି । କବିତାର ଧାର ସର୍ବଦା ପ୍ରବାହିତ । କେବେ ଅନ୍ତସଲୀଳା ଫଲଗୁ ତ କେବେ ପୁଣି ଉଚ୍ଛ୍ୱାସ ଭରା ବେଗବତୀ ନଦୀ । କବିତା ଭିତରେ ମାନବୀୟ ସମ୍ବେଦନଶୀଳତା ସବୁ କାଳରେ ପାଠକୀୟ ଚେତନାକୁ ଆଲୋକିତ କରେ । କବି ସଂଜୟଙ୍କ କବିତାର ସାମଗ୍ରିକ ଦିଗକୁ ନେଇ ସୁଜିତ ସତପଥିଙ୍କ ଆଲୋଚନା ପୁସ୍ତକ ଆଜିର ସମୟର ଆବଶ୍ୟକତା । ତେଣୁ ଏହି ପରି ଆଲୋଚନା ଆମ ଅଂଚଳର ସାରସ୍ୱତ ପରଂପରାକୁ ପୁଷ୍କଳ କରିବ ବୋଲି ଆଲୋଚକମାନେ ମତ ଦେଇଛନ୍ତି । କବି ସୁଜିତଙ୍କ ଦ୍ୱାରା ଲିଖିତ ଏହି ପୁସ୍ତକରେ ପଦ୍ମଶ୍ରୀ ଡ. ଶ୍ରୀନିବାସ ଉଦ୍‌ଗାତାଙ୍କ ଅକଳିତ ଆକଳନ ଏବଂ ପ୍ରଫେସର ଡ. ଆଦିକନ୍ଦ ସାହୁଙ୍କ ଆପଣାକୁ ଯିଏ ବ୍ୟକ୍ତ କରେ ସେ ହିଁ ସୁଲେଖକ ନାମକ ଦୁଇଟି ଆଲୋଚନା ମଧ୍ୟ ପ୍ରକାଶିତ ହୋଇଛି ।  କାର୍ଯ୍ୟକ୍ରମରେ ଅଧ୍ୟାପକ କୌତୁକ ପନ୍ଦର, କବି ଜ୍ୟୋତି ରଂଜନ ମିଶ୍ର, ଡ. ଜଗନ୍ନାଥ ସାହୁ,  ଗଣେଷ ବାରିକ, ରତ୍ନମୟ ତ୍ରିପାଠି, ମଧୁସୁଦନ ନେଗୀ, ଅନନ୍ତ ବିଶ୍ୱାଲ, ମୃଗେଶ ବୈଷ୍ଣବ ପାଣିଗ୍ରାହୀ, ଅରୁଣ ଖୁଆସ, ଶିକ୍ଷକ ରଂଜିତ ମିଶ୍ର ପ୍ରମୁଖ ଯୋଗଦେଇ ବର୍ତ୍ତମାନ ସମୟର କବି ଲେଖକଙ୍କ କୃତି ଉପରେ ଆଲୋଚନା ଏ ସମୟର ଏକାନ୍ତ ଆବଶ୍ୟକତା  ବୋଲି କହିବା ସହ କବି ସଂଜୟଙ୍କ କବିତା ଆଞ୍ଚଳିକ ଭାବ ଓ ଚିତ୍ରର ସମାହାର ବୋଲି କହିଥିଲେ । ପ୍ରକାଶକ ଅଜିତ କୁମାର ମହାନ୍ତି ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026
  ଜିଲ୍ଲା  
ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   06-Oct-2026
  ଜିଲ୍ଲା  
୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   06-Oct-2026
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026

You Might Also Like