-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ମାରୱାଡି ଯୁବାମଞ୍ଚର କାର୍ଯ୍ଯକର୍ତ୍ତା ଚୟନ,   ସଭାପତି ହେଲେ ସାୟର ଜୈନ

10-Feb-2022



ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ମାରୱାଡି ଯୁବାମଞ୍ଚର ନୁତନ ସଭାପତି ଭାବେ ସାୟର ଜୈନ ସର୍ବସମ୍ମତି କ୍ରମେ ନିର୍ବାଚିତ ହୋଇଛନ୍ତି। ସିନ୍ଧେକେଲା ଅଗ୍ରବାଲ ଜୈନ ତେରାପଂଥ ଭବନ ଠାରେ ସଭାପତି ବଣ୍ଟି ଜୈନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ନୁତନ କର୍ମକର୍ତ୍ତା ଚୟନ ହୋଇଥିଲା। ଏଥିରେ ସଭାପତି ଭାବେ ସାୟର ଜୈନ ସଭାପତି , ସମ୍ପାଦକ ଧିରଜ ଜୈନ, କୋଷାଧ୍ୟକ୍ଷ ଶୁଭମ ଜୈନ, ଉପସଭାପତି ସିତେଶ

ଜୈନ, ସହସମ୍ପାଦକ କିଶୋର ଜୈନ, ରାଷ୍ଟ୍ରୀୟ ସଦସ୍ଯ ଭାବେ ସନ୍ତୋଷ ଜୈନ, ସଞ୍ଜୀବ ଜୈନ, ମନୋଜ ଜୈନ ମନୋନୀତ ହୋଇଥିଲେ। ଅନ୍ୟମାନଙ୍କ ମଧ୍ଯରେ ମଞ୍ଚର କୋଷାଧ୍ୟକ୍ଷ ବୁଳୁ ଜୈନ, ପୂର୍ବତନ ସଭାପତି ମାମରାଜ ଜୈନ, ସୁଦର୍ଶନ ଜୈନ, ଅନିଲ ଜୈନ ପ୍ରମୁଖ ଙ୍କ ସହ ସମସ୍ତ କାର୍ଯ୍ଯକର୍ତ୍ତା ନିର୍ବାଚନୀ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   06-Oct-2026
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026

You Might Also Like