-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||     

HOME   ଜିଲ୍ଲା

ସରକାର ଙ୍କ କୁମ୍ଭକର୍ଣ୍ଣ ନିଦ୍ରା ଭାଙ୍ଗିବ କେବେ:- ଗୌତିଆ କୁମାର ସାହୁ

10-Feb-2022



ପଦ୍ମପୁର:-ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ର ଲୋକେ ନାହିଁ ନଥିବା ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି ।ଏହାକୁ ନେଇ ପଦ୍ମପୁର ଓକିଲ ସଂଘ ର ସଭାପତି ଶ୍ରୀମାନ ଗୌତିଆ କୁମାର ସାହୁ ଙ୍କ ସଭାପତିତ୍ବରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇ ଓକିଲ ସଂଘ ପକ୍ଷରୁ ତାଲାବନ୍ଦ ନିଷ୍ପତ୍ତି ନିଆଯାଇଥିଲା  ଯାହାକି ପଦ୍ମପୁର ଉପଖଣ୍ଡ ଏକ ବଡ଼ ଉପଖଣ୍ଡ ହେବା ସତ୍ତ୍ୱେ ବିଭିନ୍ନ ସରକାରୀ କାର୍ଯ୍ୟାଳୟ ରେ ପଦ-ପଦବୀ ଖାଲି ପଡ଼ିଛି । ପଦ୍ମପୁର ଉପଜିଲ୍ଲାପାଳଙ୍କ କୋର୍ଟରେ ଗତ ଦଶନ୍ଧି ଧରି କୈାଣସି କୋର୍ଟ କାର୍ଯ୍ୟ ହେଉନଥିବା ଫଳରେ କେସ ଗୁଡିକ ଫାଇଲ ଭିତରେ ବନ୍ଧା ହୋଇ ରହିଯାଇଛି ଯଦ୍ୱାରା ସାଧାରଣ ଜନତା ନାହିଁ ନଥିବାର ସମ୍ମୁଖିନ ସହ ବ୍ୟାପକ ଭାବେ ହଇରାଣ ହରକତ ହେବା ସଙ୍ଗେ ସଙ୍ଗେ ଖର୍ଚ୍ଚାନ୍ତ ରେ ଜର୍ଜରିତ । ପଦ୍ମପୁର ତହସିଲ କୋର୍ଟ ରେ ଅତିରିକ୍ତ ତହସିଲଦାର ସରିତା ଗୁପ୍ତା ଙ୍କ ମନମୁଖିରାଜ ସାମ୍ରାଜ୍ୟ ସହ ମନମୁଖି କାର୍ଯ୍ୟକଳାପ ସମେତ ଖାସକରି ଓକିଲ ତଥା ଜନସାଧାରଣ ଙ୍କ ପ୍ରତି ଦୁର୍ବ୍ୟବହାର କୁ ନେଇ ଓକିଲ ସଂଘ ର ସଦସ୍ୟ ମାନେ କ୍ଷୋଭ ପ୍ରକାଶ କରିଥିଲେ । ଆହୁରି ମଧ୍ୟ ସବରେଜିଷ୍ଟ୍ରର କାର୍ଯ୍ୟାଳୟ ରେ ଠନଠନ ଗୋପାଲ(ବ୍ୟାପକ ମାତ୍ର ଲାଞ୍ଚ) କାରବାର ହେଉଥିବା ସହ ମୁଖ୍ୟତଃ କିରାଣୀ ମାନଙ୍କ କାର୍ଯ୍ୟକଳାପ କୁ ନେଇ ସଦସ୍ୟ ମାନେ ବ୍ୟାପକ ଅସନ୍ତୋଷ ପ୍ରକାଶ ତଥା ତିବ୍ର ନିନ୍ଦା କରିଥିଲେ ।ଏ ଭଳି ଦୁର୍ନୀତିଗ୍ରସ୍ତ କର୍ମଚାରୀମାନଙ୍କ ବିରୁଦ୍ଧରେ ତଦନ୍ତ କରି ଯଥାଶୀଘ୍ର ବିହିତ ପଦକ୍ଷେପ ପାଇଁ ଓକିଲ ସଂଘ ର ସଦସ୍ୟ ମାନେ ଉପରିସ୍ଥ ଅଧିକାରୀଙ୍କୁ ବାରମ୍ବାର ଜଣାଇବା ପରେ ମଧ୍ୟ କୈାଣସି ପ୍ରକାରର ସୁଧାର ନ ହେବାରୁ ଓକିଲ ସଂଘ ସଂପୃକ୍ତ କାର୍ଯ୍ୟାଳୟ ଗୁଡିକରେ ତାଲା ପକାଇବାକୁ ବାଧ୍ୟ ହୋଇଛି ।ଆଜକୁ ଦିର୍ଘ ୧୪ ଦିନ ଧରି ତାଲାବନ୍ଦ ଆନ୍ଦୋଳନ ଚାଲିଥିଲେ ମଧ୍ୟ ସରକାର ଙ୍କ କୁମ୍ଭକର୍ଣ୍ଣ ନିଦ ଏ ଯାଏଁ ଭାଙ୍ଗି ନାହିଁ।ଏ ସମ୍ପର୍କରେ ସର୍ବସାଧାରଣ ରେ ଉପସ୍ଥାପନା କରିବା ପାଇଁ ଏକ ପ୍ରେସମିଟ ମାଧ୍ୟମରେ ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ପଦ୍ମପର ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ କୁ ତାଲାବନ୍ଦ କରିଦେବା ଫଳରେ ତା ୩୧.୦୧.୨୦୨୨ରିଖ ଦିନ ବରଗଡ଼ ଏ.ଡି.ଏମ ପଦ୍ମପର ଓକିଲ ସଂଘ ସହ ଆଲୋଚନା କରି ଉପଜିଲ୍ଲାପାଳ କାର୍ଯ୍ୟାଳୟ ଦେଖା ଦେଉଥିବା ସମସ୍ୟା କୁ ହୃଦୟଙ୍ଗମ କରି ଦୃଢ଼ ପ୍ରତିଶ୍ରୁତି ଦେବାପରେ ଉପଜିଲ୍ଲାପାଳ କାର୍ଯ୍ୟାଳୟ ରୁ ତାଲା ଖୋଲାଯାଇଥିଲା ହେଲେ ଅନ୍ୟ ଦୁଇଟି କାର୍ଯ୍ୟାଳୟ ର ସମସ୍ୟା ସମାଧାନ ହୋଇପାରିନି । ବରଗଡ ଜିଲ୍ଲାପାଳ ଯେତେଦିନ ଯାଏଁ ନିଜେ ଆସି ସମସ୍ୟାର ସମାଧାନ ଦିଗରେ ପ୍ରୟାସ ନ କରିବେ ସେତେଦିନ ପର୍ଯ୍ୟନ୍ତ ରେଜିଷ୍ଟ୍ରର କାର୍ଯ୍ୟାଳୟ ଏବଂ ତହସିଲ କାର୍ଯ୍ୟାଳୟ ରେ ତାଲା ଝୁଲୁଥିବ ବୋଲି ପଦ୍ମପର ଓକିଲ ସଂଘ ର ସଭାପତି ଶ୍ରୀମାନ ଗୌତିଆ କୁମାର ସାହୁ ଏବଂ ସଂପାଦକ ଚିନ୍ମୟ କୁମାର ପଣ୍ଡା ପ୍ରେସ ବିବୃତି ରେ ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026

You Might Also Like