-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||     

HOME   ଜିଲ୍ଲା

ଧର୍ମସାଳା ଠାରେ ବିଜେଡିର କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ

10-Feb-2022



ଉଲୁଣ୍ଡା (ଗୌରଚନ୍ଦ୍ର ପରିଛା) ଉଲୁଣ୍ଡା ବ୍ଲକ ଧର୍ମସାଳା ଠାରେ ବିଜେଡିର କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଏହି ଅବଶରରେ ବିଭିନ୍ନ ଦଳରୁ ୫୦ ଜଣ ସଦସ୍ୟ ବିଜେଡିରେ ସାମିଲ ହୋଇଛନ୍ତି । ଯୁବ ନେତା କୃତିବାସ ମିଶ୍ରଙ୍କ ନେତୃତ୍ୱ ଏବଂ ଜିଲ୍ଲା ବିଜୁ ଯୁବ ଛାତ୍ର ଜନତା ଦଲର ଉପସଭାପତି ଅମିୟ ରଞ୍ଜନ ଦାସଙ୍କ ତତ୍ୱାବଧାନରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ମୁଖ୍ୟ ଅତିଥି ଭାବରେ ଯୋଗଦେଇ  ସମସ୍ତ କର୍ମୀ ଏକତ୍ରିତ ହୋଇ ଦଳକୁ ସୁଦୃଢ କରିବା ପାଇଁ ଆହ୍ୱାନ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଝସକେତନ ବଘାର, ସୋମନାଥ ପାଣିଗ୍ରାହୀ, ବିହାରୀଲାଲ ମିଶ୍ର, ରଞ୍ଜିତା ଭୋଇ ପ୍ରମୁଖ ମଂଚାସୀନ ହୋଇଥିଲେ । ଆୟୋଜିତ ମିଶ୍ରଣ ପର୍ବରେ ବରିଷ୍ଠ କଂଗ୍ରେସ ନେତା ଗୋବିନ୍ଦ ମିଶ୍ର, ନରସିଂହ ଦାସ, ଶଙ୍କର ମହାପାତ୍ର, ସନ୍ତୋଷ ମେଣ୍ଡିଲୀ, ପୁର୍ବତନ ସରପଂଚ କବିତା ଜଗଦଲା, ବରିଷ୍ଠ ବିଜେପି ନେତା ରବି ସେଠୀଙ୍କ ସମେତ ୫୦ ଜଣ ସଦସ୍ୟ ବିଜେଡିରେ ସାମିଲ ହୋଇଥିଲେ । ସମସ୍ତ ସଦସ୍ୟଙ୍କୁ ପରିବହନ ମନ୍ତ୍ରୀ  ଦଲୀୟ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରି ସ୍ୱାଗତ କରିଥିଲେ । ବହୁ ଦଲୀୟ କର୍ମୀ ଯୋଗଦେଇଥିଲେ । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026

You Might Also Like