-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||     

HOME   ଜିଲ୍ଲା

ପୌର ନିର୍ବାଚନ ପାଇଁ ସର୍ବ ଦଳୀୟ ବୈଠକ

10-Feb-2022



ଭୁବନେଶ୍ୱର(ପ୍ରେରଣା ଖବର ବ୍ୟୁରୋ) : ପଞ୍ଚାୟତ ନିର୍ବାଚନ ପାଇଁ ଦଳୀୟ ନେତା ତଥା କର୍ମୀ ମାନେ ସିଧା ସଳଖ ପ୍ରଚାର ମଇଦାନ କୁ ଓହ୍ଲାଇ ନିର୍ବାଚନ ପ୍ରଚାର ରେ ଲାଗି ପଡିଲେଣି । ପଞ୍ଚାୟତ ନିର୍ବାଚନ ପରେ ପରେ ପୌର ନିର୍ବାଚନ ଅଛି । ଏଣୁ ସବୁ ଦଳ ପୌର ନିର୍ବାଚନ ପାଇଁ ମଧ୍ୟ ସଜବାଜ ହେଲେଣି । 
   ଆଜି ରାଜ୍ୟ ନିର୍ବାଚନ ଆୟୋଗ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଆଗାମୀ ପୌର ନିର୍ବାଚନ ପାଇଁ ଆୟୋଜିତ ସର୍ବଦଳୀୟ ବୈଠକ ଶେଷ ହୋଇଛି । ରାଜ୍ୟ ର ତିନି ପ୍ରମୁଖ ଦଳ , ବିଜେପି, ବିଜେଡ଼ି, କଂଗ୍ରେସ ତଥା ଅନ୍ୟାନ୍ୟ ଦଳର ପ୍ରତିନିଧି ମାନେ ଏହି ବୈଠକରେ ଯୋଗ ଦେଇଥିଲେ । ଏହି ବୈଠକ ରେ ପୌର ନିର୍ବାଚନ ପ୍ରସ୍ତୁତି ସହ ଭୋଟର ତାଲିକା ସଂଶୋଧନ ନେଇ ଆଲୋଚନା ହୋଇଥିଲା । ତିନି ପ୍ରମୁଖ ଦଳର ପ୍ରତିନିଧି ମାନଙ୍କ ମଧ୍ୟରେ ବିଜେଡି ପକ୍ଷରୁ ଦଳର ମୁଖପାତ୍ର ସୁଲତା ଦେଓ,ବିଜେପି ପକ୍ଷରୁ ମିଡ଼ିଆ ସଂଯୋଜକ ଦିଲୀପ ମଲ୍ଲିକ ଏବଂ କଂଗ୍ରେସ ଦଳରୁ ଶିବାନନ୍ଦ ରାୟ ଯୋଗ ଦେଇଥିଲେ ।ବୈଠକ ପରେ ନିର୍ବାଚନ କମିଶନ ଆଦିତ୍ୟ ପ୍ରସାଦ ପାଢ଼ୀ ଭୋଟର ତାଲିକା ସଂଶୋଧନ,ପୌର ନିର୍ବାଚନ ପ୍ରସ୍ତୁତି ତଥା ରାଜନୈତିକ ଦଳ ମାନଙ୍କୁ ଅଧ୍ୟକ୍ଷ ଏବଂ ମେୟର ସିଧା ସଳଖ ଭାବେ ନିର୍ବାଚନ ହେବ ବୋଲି କହିଥିଲେ । ପୌର ନିର୍ବାଚନ ରେ କର୍ପୋରେଟର ଏବଂ କାଉନସିଲର ମାନଙ୍କ ଭୋଟ ଇଭିଏମ୍ ମେସିନ ରେ ହେବ । ପ୍ରତି ବୁଥ କୁ ଦୁଇ ଗୋଟି ଇଭିଏମ ମେସିନ ଯୋଗାଇଦେବା ସହ ନିର୍ବାଚନ ଖର୍ଚ୍ଚ ପୂର୍ବ ନିର୍ଦ୍ଧାରିତ ପ୍ରସ୍ତାବ ଅନୁଯାୟୀ ହେବ ବୋଲି କହିଥିଲେ । ପ୍ରାର୍ଥୀ ମାନେ ଶପଥ ପାଠ ନ ଦେଲେ ପ୍ରାର୍ଥୀପତ୍ର ନାକଚ ହେବ । ଏହି ସର୍ବଦଳୀୟ ବୈଠକରେ ବିଜେପି ପକ୍ଷରୁ ତିନି ଗୋଟି ଦାବି ଉପସ୍ଥାପନ ହୋଇଛି । ପ୍ରଥମେ ଭୋଟର ତାଲିକା ତ୍ରୁଟି ନେଇ ଆପତ୍ତି ଅଭିଯୋଗ ର ସମୟ ସୀମା ୬ ଦିନ ଥିବା ବେଳେ ୧୦ ଦିନକୁ ବୃଦ୍ଧି କରାଯିବା,ଦ୍ଵିତୀୟ ଦାବି ହେଉଛି କରାଯାଇଥିବା ଆପତ୍ତି ଅଭିଯୋଗ ର ଶୁଣାଣି ଏକ ଦିନ ପରିବର୍ତ୍ତେ ତିନି ଦିନ ହେବା,ତୃତୀୟ ଦାବି,ଦଳୀୟ ନେତା ଓ ପ୍ରାର୍ଥୀ ମାନଙ୍କ ମଧ୍ୟରେ ଦ୍ୱନ୍ଦ ନ କରିବାକୁ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେବାକୁ ଦାବି କରିଛନ୍ତି । କଂଗ୍ରେସ ପକ୍ଷରୁ ମଧ୍ୟ ଦାବି ଉପସ୍ଥାପନ କରାଯାଇଥିଲା । ନିକଟରେ ପଞ୍ଚାୟତ ନିର୍ବାଚନ ଥିବାରୁ ସର୍ବଦଳୀୟ ବୈଠକ କୁ ଘୁଞ୍ଚାଇବା ସହ ଭୋଟର ତାଲିକା ସଂଶୋଧନ ପଞ୍ଚାୟତ ନିର୍ବାଚନ ପରେ କରିବାକୁ କଂଗ୍ରେସ ପକ୍ଷରୁ ଦାବି ଉପସ୍ଥାପନ ହୋଇଛି । ବିଜେଡି ଦଳ ନିର୍ବାଚନ ଆୟୋଗ ଙ୍କ ସମସ୍ତ ସର୍ତ୍ତ କୁ ମାନି ନେଇଥିବା ବେଳେ,ପୌର ନିର୍ବାଚନ ଖରା ଦିନରେ ହେଉଥିବାରୁ କୋଭିଡ ନିୟମ ପାଳନ ସହ ପାନୀୟ ଜଳ ବ୍ୟବସ୍ଥା କରିବାକୁ ଶାସକ ବିଜେଡି ଦଳ ପକ୍ଷରୁ ଅନୁରୋଧ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026

You Might Also Like