-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||     

HOME   ଜିଲ୍ଲା

ବାଇକ ଚୋର ଗ୍ୟାଙ୍ଗ ଧରିବାରେ ସୁବର୍ଣ୍ଣପୁର ପୋଲିସ କୁ ମିଳିଛି ସଫଳତା

10-Feb-2022



ସୁବର୍ଣ୍ଣପୁର// ସୁବର୍ଣ୍ଣପୁର ଜିଲ୍ଲା ପୋଲିସ ପାଇଁ ଦୀର୍ଘ ବର୍ଷ ରୁ ବାଇକ ଚୋରୀ ଘଟଣା ମୁଣ୍ଡବ୍ୟଥାର କାରଣ ହୋଇଛି  । ପ୍ରତିଦିନ ବିଭିନ୍ନ ବ୍ୟାଙ୍କ,  ବାହାଘର, ସାପ୍ତାହିକ ବଜାର, ସହର ତଥା ଜ଼ିଲ୍ଲା ର ବିଭିନ୍ନ ଜାଗାରୁ ବାଇକ ଚୋରୀ ଘଟଣା ହେଉଥିବା ବେଳେ ପୋଲିସକୁ ବି ବାଇକ ଉଦ୍ଧାର ଓ ଚୋର ଧରିବାରେଆଜି ଏକ ବଡ଼ ସଫଳତା ମିଳିଛି l ଜିଲ୍ଲାର ତରଭା ପୋଲିସ ପୁଣି 12 ଗୋଟି ଚୋରୀ ବାଇକ ଉଦ୍ଧାର କରିଥିବା ବେଳେ ଚୋରୀରେ ସଂପୃକ୍ତ ଚାରି ଜଣଙ୍କୁ ଗିରଫ କରିବାରେ ସଫଳତା ପାଇଛି  ।ଜିଲ୍ଲାର କମସରା ସଦାନନ୍ଦ ରଣା ଓ ଅନିଲ ବିଭାରଙ୍କ ସହିତ ବଲାଂଗିର ଜିଲ୍ଲାର ନିଳକଣ୍ଠ ନନ୍ଦ ଓ ଅଜୟ କୁଶଲ ମିଶି ଜିଲ୍ଲାର ବିଭିନ୍ନ ଯାଗାରୁ ବାଇକ ଚୋରୀ କରି ରାଜ୍ୟର ବିଭିନ୍ନ ଯାଗାରେ ବିକ୍ରୀ କରୁଥିଲେ l ଦଳଗତ ଭାବେ ଦିନ ଦ୍ବୀପ୍ରହରେ ବାଇକ ଚୋରୀ କରି ନେଇ ଯାଉଥିଲେ  ।ଏମାନେ ଖାଲି ହାତରେ ବାଇକର ତାଲାଭାଂଗି ପାରିବାର କ୍ଷମତା ଓ ନୁଆଁ କୌଶଳ ରଖିଛନ୍ତି  ।ତେବେ ନିମିଷକ ଭିତରେ ବାଇକ ଚୋରି କରି ନେଉଥିବା ପୋଲିସ ତଦନ୍ତରୁ ଜାଣି ପୋଲିସ ଆଜି ଆଶ୍ଚର୍ଯ୍ୟ ହୋଇଛି l ଅଭିଯୁକ୍ତମାନଙ୍କୁ ଗିରଫ କରି ଆଜି କୋର୍ଟ ଚାଲାଣ କରାଯିବ ବୋଲି ଜିଲ୍ଲା ଆରକ୍ଷୀ ଅଧିକ୍ଷକ କହିଛନ୍ତି  ।ବାଇକ ଚୋରୀ ଦଳରେ ଆଉ କିଏ ସାମିଲ ଅଛନ୍ତି ଓ ଚୋରି ଯାଇଥିବା ଅନ୍ୟ ବାଇକ ଗୁଡିକ କେଉଁଠି ବିକ୍ରୀ କରିଛନ୍ତି ସେ ସଂପର୍କରେ ପୋଲିସ ର ଅଧିକ ତଦନ୍ତ ଚାଲିଥିବା  ବିଷୟ ଆଜି ଏକ ପ୍ରେସ କନଫରେନ୍ସ ରେ ସୁବର୍ଣ୍ଣପୁର ଏସ -ପି କହିଛନ୍ତି  । ଏବଂ କୌଣସି ବି ବାଇକ ଚୋର କିମ୍ବା ସନ୍ଧିଗ୍ଧ ବ୍ୟକ୍ତି ସହର ରେ ନଜର କୁ ଆସିଲେ ତୁରନ୍ତ ପୋଲିସ କୁ ସୂଚନା ଦେବାକୁ ଓ ଏ ଦିଗରେ ପୂର୍ଣ୍ଣ ସହଯୋଗ କରିବାକୁ ମିଡ଼ିଆ ମାଧ୍ୟମରେ ଏସ ପି ଜନସାଧାରଣ ଙ୍କୁ ନିବେଦନ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026

You Might Also Like