-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||     

HOME   ଜିଲ୍ଲା

ବାଇକ୍ ରାଲି ପରେ ବଟ ସେନାର ଉନ୍ମୁକ୍ତ କାଣ୍ଡ, କାଠ ଫାଳିଆ ଲୁହା ରଡ଼ ରେ କଲେ ଆକ୍ରମଣ

11-Feb-2022



ଢେଙ୍କାନାଳ / ନିର୍ବାଚନ ପାଖେଇ ଆସୁଥିବା ବେଳେ ବଢ଼ି ଚାଲିଛି ପ୍ରଚାର ଉଷ୍ମତା । ଅନେକ ସ୍ଥାନରେ ଦେଖାଦେଇଛି ନିର୍ବାଚନି ହିଂସା। ସେହିପରି ଏକ ଅଭାବନୀୟ ଘଟଣା ଘଟିଛି ଢ଼େଙ୍କାନାଳ ଜିଲ୍ଲା ନିହଲପ୍ରସାଦ ଥାନା ଅନ୍ତର୍ଗତ ଵେଗା ଗ୍ରାମ ରେ। ପୋଷ୍ଟର ଚିରାକୁ ନେଇ ହୋଇଛି ଗଣ୍ଡଗୋଳ। ବୁଧବାର ଦିନ ଜଣେ  ସରପଂଚ ପ୍ରାର୍ଥୀ ନିର୍ବାଚନ ଆଚରଣବିଧି ତଥା କୋରନା କଟକଣା କୁ ଫୁ କରି ଖୋଲାଖୋଲି  ଵଟସେନା ନାମରେ କରିଥିଲେ ବାଇକ୍ ରାଲି। ନା ଥିଲା ମୂହଁ ରେ ମାକ୍ସ ନା ଥିଲା ସାମାଜିକ ଦୂରତା। ସବୁ ନିୟମକାନୁନ କୁ ଦଳିଚକଟି ରାଲିରେ ମଦ ମାଂସ ରେ  ଭାସିଥିଲେ ସମର୍ଥକ। ସେତିକି ରେ ସରିନଥିଲା ବଟ ସେନା ର କାମ lରାତି ୧୧ଟା ବେଳେ ଅତ୍ୟଧିକ ମଦ୍ୟପାନ କରି ଅନ୍ୟ ପ୍ରାର୍ଥୀଙ୍କ ପୋଷ୍ଟର ଚିରିବା ସହ ସାହି ଭିତରେ ପଶି ଅଭଦ୍ର ଭାଷା ରେ ଗାଳିଗୁଲଜ କରିବାକୁ ପଛାଇ ନଥିଲେ l ଯାହାକୁ ଦେଖି ବିରୋଧ କରିଥିଲେ କିଛି ସ୍ଥାନୀୟ ଯୁବକ। ଏଥିରେ ଉତ୍କ୍ଷିପ୍ତ ହୋଇ ବଟ ସେନା ଯୁବକ ମାନେ ଲୁହା ରଡ଼ ଓ କାଠ ଫାଳିଆରେ ଆକ୍ରମଣ କରିଥିଲେ। ଖବର ପାଇ ଘଟଣାସ୍ଥଳରେ ନିହଲପ୍ରସାଦ ପୋଲିସ ପହଞ୍ଚି ଆହତମାନଙ୍କୁ ଡାକ୍ତରଖାନା ପଠାଇ ଥିଲେ। ଉକ୍ତ ଘଟଣାରେ ଥାନାରେ ଉଭୟଙ୍କ ପକ୍ଷରୁ ମାମଲା ରୁଜୁ କରାଯାଇଛି ଯାହାର ତଦନ୍ତ ଚାଲିଥିବା ଥାନା ଅଧିକାରୀ କହିଛନ୍ତି। ଏଠାରେ ପ୍ରଶ୍ନ ଉଠେ ଏ ଵଟସେନା କିଏ ଓ କିଏ କରୁଛି ଏପରି ଉତ୍ପାତ ? କାହା ଵଳରେ ବଳିୟାନ ଏମାନେ ? ଯଦି ସରପଞ୍ଚ ନହେଉଣୁ ଏତେ ତାହେଲେ ସରପଞ୍ଚ ହେଲେ କେତେ, ଏବେଏମିତି ତମାମ ପ୍ରଶ୍ନ   ବେଗା ପଞ୍ଚାୟତ ବାସୀଙ୍କ ମନରେ ଉଙ୍କି ମାରୁଥିବା ବେଳେ  ଘଟଣାକୁ ନେଇ ଉକ୍ତ ପଞ୍ଚାୟତରେ ଲାଗି ରହିଛି ତିକ୍ତତା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026

You Might Also Like