-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||     

HOME   ଜିଲ୍ଲା

୪ ଦଫା ଦାବି ନେଇ ଆର୍ଥିକ ସଂସ୍ଥାମାନଙ୍କ ଦ୍ବାରା କ୍ଷତିଗ୍ରସ୍ତଙ୍କ ମିଳିତ ମଞ୍ଚ ଦ୍ୱାରା ତହସିଲଦାରଙ୍କୁ ଦାବିପତ୍ର

11-Feb-2022



କଣ୍ଟାବାଞ୍ଜି(ଆନନ୍ଦ ମୋଟେ):  ଆଜି  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଉଦ୍ଦେଶ୍ୟରେ ଓଡ଼ିଶା କ୍ଷତିଗ୍ରସ୍ତ ସମସ୍ତ ଜମାକାରୀଙ୍କୁ ତହସିଲ ଜରିଆରେ ଚିହ୍ନଟ ଓ ତୁରନ୍ତ ଟଙ୍କା ଫେରସ୍ତ ଦାବି ନେଇ ଆର୍ଥିକ ସଂସ୍ଥାମାନଙ୍କ ଦ୍ଵାରା କ୍ଷତିଗ୍ରସ୍ତଙ୍କ ମିଳିତ ମଞ୍ଚ ଦ୍ୱାରା ତହସିଲଦାରଙ୍କୁ ଏକ ଦାବିପତ୍ର ଦିଆଯାଇଛି। ଓଡ଼ିଶାରେ ବିଭିନ୍ନ ସ୍କିମ୍ ଲୋଭରେ ଜମା ସଂଗ୍ରହ କରିଥିବା କମ୍ପାନୀ , ସମବାୟ , ସ୍ଵୟଂ ସହାୟକ ସମବାୟ , ମଲ୍ଟିଷ୍ଟେଟ ସମବାୟ ଓ ମାଇକ୍ରୋ ଫାଇନାକୁ ସରକାରୀ ପୃଷ୍ଠ ପୋଷକତାରେ ସେମାନେ ଲକ୍ଷ ଲକ୍ଷ ଜମାରୀଙ୍କ ଠାରୁ ଜମାଟଙ୍କା ନେଇ ପଳାୟଣ ଘଟଣା ଲୋକଲୋଚନକୁ ଆସିବା ପରେ ରାଜ୍ୟ ସରକାର କମ୍ପାନୀ ସମବାୟ ମଲ୍ଲିଷ୍ଟେଟ୍ ସମ୍ପ୍ରଦାୟ ଓ କେତେକ ମାଇକ୍ରୋଫାଇନାନ୍ସ  କାର୍ଯ୍ୟାଳୟ ସିଲ୍ କଲେ ଓ ଜମାକାରୀଙ୍କ ଟଙ୍କା ଦେଣନେଣ ତଥ୍ୟ ସମ୍ବଳିତ କମ୍ପ୍ୟୁଟର ହାର୍ଡଡିକ୍ସ ନେଇ ପୋଲିସ୍ ପ୍ରମାଣ ନଷ୍ଟ କଲେ । ଜମାକାରୀ ମାନେ ଆନ୍ଦୋଳନ କରିବାରୁ ସରକାର ବିଭିନ୍ନ ସମୟରେ ବିଭିନ୍ନ ଘୋଷଣା କଲେ ଯେ କାଇମବ୍ରାଞ୍ଚ ତଦନ୍ତ , ବିଚାର ବିଭାଗୀୟ ତଦନ୍ତ କମିଶନ ନିଯୁକ୍ତି , ଜମାକାରୀଙ୍କୁ ଜମାଟଙ୍କା ଫେରସ୍ତ ପ୍ରତିଶ୍ରୁତି , କର୍ପସ ପାଣ୍ଠି ଗଠନ ଇତ୍ୟାଦି କରିଥିଲେ ହେଁ ସରକାର ନିଜ ପ୍ରତିଶ୍ରୁତି ପାଳନ କରିନାହାନ୍ତି ।   କମିଶନଙ୍କ ଦ୍ୱାରା ସୁପାରିଶ ହୋଇଥିବା ଜମାକାରୀଙ୍କୁ କର୍ପସ ଫଣ୍ଡରୁ ତୁରନ୍ତ ଟଙ୍କା ଫେରସ୍ତ,  ଓଡ଼ିଶାର ସମସ୍ତ କ୍ଷତିଗ୍ରସ୍ତ ଜମାକାରୀଙ୍କୁ ତହସିଲ ଜରିଆରେ ଯୁଦ୍ଧକାଳୀନ ଭିତିରେ ଚିହ୍ନଟ,  ସାହାରା ଭଳି ଯେଉଁ ଅସାଧୁ ସଂସ୍ଥାମାନେ ଜମାରାଶି ନେଇ ପରିପକ୍ଵତା ପରେ ବି ଟଙ୍କା ନ ଫେରାଇ ନୂଆ ସ୍କିମରେ ଜମାରାଶି କାଗଜ ଧରାଇଛନ୍ତି  ସେହି ଜମା ସଂଗ୍ରହ ବନ୍ଦ ରଖୀ ଆଗାମୀ ୧୫ ଦିନ ମଧ୍ୟରେ ପ୍ରତ୍ୟେକଙ୍କ ପରିପକ୍ୱ ରାଶି ଉପରେ ସୁଧ ସହ ଫେରସ୍ତ , ନ ଫେରାଇଲେ ସମ୍ପୃକ୍ତ  ଅସାଧୁ ସାହାରା ସଂସ୍ଥା ମାଲିକଙ୍କ ବିରୁଦ୍ଧରେ ମକଦ୍ଦମା ପଞ୍ଜିକରଣ କରି ଉଚ୍ଚସ୍ତରୀୟରୀୟ ତଦନ୍ତ ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା , ଓଡ଼ିଶାରେ ଜମାକାରୀଙ୍କୁ ଠକି ଥିବା ପ୍ରତ୍ୟେକ ଅସାଧୁ କମ୍ପାନୀର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଜବତ କରି ସେହି ସମ୍ପତ୍ତିର ଖୋଲା ନିଲାମ କରି ଜମାକାରୀ ଙ୍କୁ ଫେରସ୍ତ  , କେଉଁ କେଉଁ ସଂସ୍ଥା ର କେତେ ସମ୍ପତ୍ତି ନିଲାମ କରାଯାଇଛି ତାହାର ବିବରଣୀ ପ୍ରକାଶ କରାଯାଉ ବୋଲି ଦାବି କରାଯାଇଛି ।   ଏହି ସମସ୍ତ ଦାବି ପୂରଣ ସହ ନହେଲେ ଅନିର୍ଦ୍ଧିଷ୍ଟ କାମ ପାଇ କୃଷକ ଆନ୍ଦୋଳନ ଶୈଳୀରେ ଜମାକାରୀ , ଗଣସତ୍ୟାଗ୍ରହ ଚାଲୁ କରିବ ବୋଲି ଦାବି ପତ୍ର ଉଲ୍ଲେଖ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026

You Might Also Like