-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||     

HOME   ଜିଲ୍ଲା

ଚିଟଫଣ୍ଡ ଜମାକାରୀ ଉଚିତ ଜବାବ ଦେବେ !

11-Feb-2022



ବରଗଡ:- ଆର୍ଥିକ ସଂସ୍ଥା ମାନଙ୍କ ଦ୍ଵାରା କ୍ଷତିଗ୍ରସ୍ତ ମିଳିତ ମଞ୍ଚ ଆହ୍ବାନ କ୍ରମେ ବରଗଡ଼ ଜିଲ୍ଲାର ସମସ୍ତ ତହସିଲ ତଥା ଓଡ଼ିଶାର ୩୧୭ ଟି ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଜମାକାରୀ ମାନେ ଡିଜିଟାଲ ଆନ୍ଦୋଳନ କରିଥିଲେ । ସେହି ଆନ୍ଦୋଳନରେ ସାଇ ପ୍ରକାଶ, ସାଇ ପ୍ରସାଦ,ସିସୋର,ରୋଜ୍ ଭେଲି,ପି ଏ ସି ଏଲ୍,ପି ଆଇ ସିଲ୍, ଏଟି ଗ୍ରୁପ୍,ଏସ୍ କେ ଇଣ୍ଡିଆ, କଲିକତା ବଜାର, ଲୋ କିଟ୍ ଭାରତୀ, ସମୃଦ୍ଧି ଜୀବନ,ଏସ୍ ଟି ଏମ ଜି,ସାହାରା ଏବଂ ଜିଲ୍ଲାର ବିଭିନ୍ନ କମ୍ପାନୀରେ ଟଙ୍କା ଜମାକରି ଥିବା ଜମାକାରୀ ଯୋଗଦେଇ ଥିଲେ । ବିଗତ ନଅ ବର୍ଷ ହେବ ସରକାର ଦୁଇ ଦୁଇ କମିଶନର ଗଠନ କରି ନିର୍ବାଚନ ସମୟରେ ଜମାକାରୀ ମାନଙ୍କ ଠାରୁ ମିଛ ପ୍ରତିଶ୍ରୁତି ଦେଇ ଭୋଟ ଆଦାୟ କରି ଆସୁଛନ୍ତି କିନ୍ତୁ ଜମାକାରୀ ମାନେ ଆଗାମୀ ପଞ୍ଚାୟତ ନିର୍ବାଚନରେ ସରକାରଙ୍କୁ ଭୋଟ ମାଧ୍ୟମରେ ଉଚିତ ଜବାବ ଦେଇ ଆନ୍ଦୋଳନକୁ ତୃଣମୂଳ ସ୍ତରରେ ଆନ୍ଦୋଳନ କରି କୃଷକ ଆନ୍ଦୋଳନ ପରି

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଗଣ ଧାରଣ ଦେବେ ବୋଲି ସରକାରଙ୍କୁ ଚେତାବନୀ ଦେଇଛନ୍ତି । ସେହି ଆନ୍ଦୋଳନ ରେ କେନ୍ଦ୍ରୀୟ ମିଳିତ ମଞ୍ଚ ସଭ୍ୟ ରମେଶ ମହାପାତ୍ର, ଜିଲ୍ଲା ସଂଯୋଜକ ସୁଶାନ୍ତ ମହାପାତ୍ର, ଶତ୍ରୁଘ୍ନ ମହାକୁର, ଲୋକନାଥ ଜାଲ, ସନାତନ ମହାନନ୍ଦ, ଗୋକୁଲା ସାହୁ, ନରେନ୍ଦ୍ର ତରିଆ, ଇନ୍ଦ୍ରମଣି ଦୁବେ, ବିବେକା ବାଗ, ଲୋକନାଥ ଦଣ୍ଡସେନା, ଡୋଲାମଣି  ସାହା, କୃଷ୍ଣ ଚନ୍ଦ୍ର ପଣ୍ଡା, ସୁବାସ ମେହେର ପ୍ରମୁଖ ତଥା ଅଗଣିତ ଜମାକାରୀ ମାନେ ଯୋଗଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026

You Might Also Like