-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଜିଲ୍ଲା

ବୌଦ୍ଧ : ବାଲ୍ୟ ବିବାହ ବନ୍ଦ କଲା ପ୍ରଶାସନ

12-Feb-2022



ବୌଦ୍ଧ(ପ୍ରେରଣା ଖବର) ,,ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଅନ୍ତର୍ଗତ ବଡ଼ବନ୍ଧ ଗ୍ରାମରେ ହେବାକୁ ଯାଉଥିବା ବାଲ୍ୟ ବିବାହକୁ ବନ୍ଦ କରିବାକୁ ଯାଇଥିଲେ ହରଭଙ୍ଗା ବ୍ଲକ ସମ୍ମନ୍ୱିତ ଶିଶୁ ବିକାଶ ଅଧିକାରିଣୀ ତଥା ବାଲ୍ୟ ବିବାହ ନିଷେଧ ଅଧିକାରିଣୀ ନିରୁପମା ପାଣି, ପରିଦର୍ଶିକା ପଦ୍ମିନୀ ବାରିକ, ସଂଯୋଜିକା ଚାଇଲଡଲାଇନ ବୌଦ୍ଧ, ବବିନା ନାଏକ, ପୁରୁଣାକଟକ ପୋଲିସ ଏବଂ ଚାଇଲଡଲାଇନ ସଦସ୍ୟ ମାନେ ଖବର ପାଇ ସେଠାକୁ ଯାଇ ବୁଝା ବୁଝି କରିଥିଲେ l ବାଲ୍ୟ ବିବାହ କରିଲେ କେଉଁ କେଉଁ ଅସୁବିଧା ସବୁ ହୋଇ ଥାଏ ସେ ବିଷୟରେ ସଚେତନ କରିଥିଲେ l ଝିଅଟିକୁ 18 ବର୍ଷ ନ ହେବା ପର୍ଯ୍ୟନ୍ତ ବିବାହ ଦେବେନି ବୋଲି ଏକ ଲିଖିତ ଆକାରରେ ଜଣାଇଥିଲେ l ପରେ ଶିଶୁ ମଙ୍ଗଳ ସମିତିରେ ଝିଅ କୁ ହାଜର କରାଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like