-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||     

HOME   ରାଜ୍ୟ

ବହୁଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡ ଘଟଣାରେ ଫାଇନାଲ ଚାର୍ଜସିଟ ଦାଖଲ କଲା ପୋଲିସ

13-Feb-2022



ସିନ୍ଧେକେଲା // ସାରା ଓଡ଼ିଶାର ରାଜନୈତିକ ବାତାବରଣ କୁ ଦୋହଲାଇ ଦେଇଥିବା ମମିତା ମେହେର ହତ୍ୟା ଘଟଣାରେ ବଲାଙ୍ଗୀର ପୋଲିସ ଫାଇନାଲ ଚାର୍ଜସିଟ ଦାଖଲ କରିଛି । ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ଜେଏମଏଫସି କୋର୍ଟ ରେ ଏହି ଚାର୍ଜସିଟ ଦାଖଲ ହୋଇଛି । ଘଟଣାନୁଯାଇ ଗତ ଅକ୍ଟୋବର ୮ ତାରିଖ ୨୦୨୧ ମମିତା ମେହେର ହତ୍ୟାକାଣ୍ଡ ଘଟିଥିଲା। ମମିତା ତାଙ୍କ ଘର ତୁରେକେଲା ବ୍ଲକ ଝରନି ଗ୍ରାମରୁ ମହାଲିଙ୍ଗ ସନସାଇନ ପବ୍ଲିକ ସ୍କୁଲକୁ ଯାଉଥିବା ବେଳେ ସିନ୍ଧେକେଲା ଥାନା ଚାନ୍ଦୋତରା ଛକରୁ ନିଖୋଜ ହୋଇ ଥିଲେ । ପ୍ରଥମେ ପରିବାର ବର୍ଗ ତରଫରୁ ଏକ ନିଖୋଜ ମାମଲା ସିନ୍ଧେକେଲା ଥାନାରେ ଅଭିଯୋଗ କରିଥିଲେ । ପୋଲିସ ତଦନ୍ତ କରି ସନସାଇନ ପବ୍ଲିକ ସ୍କୁଲର ମାଳିକ ଗୋବିନ୍ଦ ସାହୁଙ୍କୁ ଅକ୍ଟୋବର ୧୪ ତାରିଖ ରେ ଗିରଫ କରିଥିଲା। ହେଲେ ୧୭ ତାରିଖ

ରାତିରେ ଟିଟିଲାଗଡ ପୋଲିସ ବ୍ୟାରେକ ରୁ ଫେରାର ହୋଇ ପୁଣୀ ୧୯ ତାରିଖ ଦିନ ସିନ୍ଧେକେଲା ଥାନା ଅନ୍ତର୍ଗତ ବୁଢିପଦର ଗ୍ରାମର ଏକ ଆଖୁ କିଆରିରୁ ଗିରଫ ହେଲା ଗୋବିନ୍ଦ । ୨୦ ତାରିଖ ଦିନ ମହାଲିଙ୍ଗ ଗ୍ରାମର ଷ୍ଟାଡିୟମ ଠାରେ ମାଟିଖୋଲି ମମିତାଙ୍କ ପୋଡା ଶବ ସହ କିଛି ସାମଗ୍ରୀ ପାଇଥିଲା ପୋଲିସ। ଗୋବିନ୍ଦ ର ବୟାନ କୁ ଭିତ୍ତିକରି ଏହି ହତ୍ଯା ଘଟଣାରେ ସହଯୋଗ କରିଥିବା ଗୋବିନ୍ଦ ର ସହଯୋଗୀ ରାଧେଶ୍ୟାମ ଚାଣ୍ଡି ଙ୍କୁ ଗିରଫ କରିଥିଲା ପୋଲିସ। ଏହି ହତ୍ୟାକାଣ୍ଡ ସାରା ଓଡ଼ିଶାର ରାଜନୈତିକ ବାତାବରଣ ଦୋହଲାଇ ଦେଇଥିଲା। ହତ୍ୟାକାଣ୍ଡ କୁ ୧୨୦ ଦିନ ପୁରିଥିଲେ ବି ପୋଲିସ ଚାର୍ଜସିଟ ଦାଖଲ କରିନଥିବା ଦର୍ଶାଇ ବିରୋଧୀ ଦଳ ପୁଣି ଗର୍ଜିଥିଲେ। ତେବେ ଏହାର ଅନ୍ତ ଘଟାଇ ବଲାଙ୍ଗୀର ପୋଲିସ ବଙ୍ଗୋମୁଣ୍ଡା କୋର୍ଟ ରେ ମମିତା ମେହେର ହତ୍ୟାକାଣ୍ଡ ଘଟଣାରେ ଗିରଫ ହୋଇଥିବା ଅଭିଯୁକ୍ତ ଗୋବିନ୍ଦ ସାହୁ ଓ ତା ସହଯୋଗୀ ରାଧେଶ୍ୟାମ ଚାଣ୍ଡିଙ୍କ ବିରୋଧରେ ଓ ଏହି କେସର ସମସ୍ତ ବିବରଣୀ ପ୍ରାୟ ୧୦୦୦ ପୃଷ୍ଠା ସମ୍ବଳିତ ଚାର୍ଜସିଟ ଦାଖଲ କରିଛି ପୋଲିସ । ତେବେ ଦେଖିବାକୁ ବାକି ରହିଲା ଏହି କେଶ ଆଗକୁ କଣ ମୋଡ ନେଉଛି। ତେଣୁ କୋର୍ଟ ର ବିଚାର ଉପରେ ସମସ୍ତଙ୍କ ନଜର ରହିଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026
  ଜିଲ୍ଲା  
ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   04-Oct-2026
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026

You Might Also Like