-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ରାଜ୍ୟ

୩ବର୍ଷ ବୟସରେ ପ୍ରଚଣ୍ଡ ଧୀ’ ଶକ୍ତି ସ୍ୱୟମପ୍ରଜ୍ଞା

30-Sep-2020




କେଶଦୁରାପାଳ: ଆନନ୍ଦପୁର ପୌରପରିଷଦ ୧୪ନଂ ୱାର୍ଡ଼ ଘସିପୁରା ଗ୍ରାମର ମୋନାଲିସା ସାହୁଙ୍କ ଝିଅ ସ୍ୱୟମପ୍ରଜ୍ଞା ସାହୁ। ମାତ୍ର ୩ବର୍ଷ ବୟସରେ ଏହି କୋମଳମତୀ ବାଳିକା ଏବେ ନିଜ ପ୍ରତିଭା ପାଇଁ ସମସ୍ତଙ୍କ ମନ ଜିଣିଛନ୍ତ। ପ୍ରଚଣ୍ଡ ଧୀ’ ଶକ୍ତି ବା ଶ୍ମରଣ ଶକ୍ତି ପାଇଁ ସେ ଏବେ ଆଖପାଖ ଅଞ୍ଚଳରେ ୱାଣ୍ଡର ଗାର୍ଲ ଭାବେ ପରିଚିତ ହୋଇଛନ୍ତି। ସ୍କୁଲରେ ପାଦ ଥାପି ନ ଥିବା ସ୍ୱୟମପଜ୍ଞାଙ୍କ ଜିଭ ଆଗରେ ରହିଛି ଶହଶହ ପ୍ରଶ୍ନର ଉତ୍ତର। ଅଧ୍ୟାତ୍ମିକ, ସହିତ୍ୟିକ କିମ୍ବା ସାଧାରଣ ଜ୍ଞାନ ପ୍ରଶ୍ନ ନ ଶରୁଣୁ ଉତ୍ତର ଦେବାରେ ପାରଙ୍ଗମ ସେ। ପ୍ରାୟ ୫ଶହରୁ ଅଧିକ ଇରାଂଜୀ ଶବ୍ଦର ବୀପରିତ ଶବ୍ଦ, ଦେଶର ସମସ୍ତ ରାଜ୍ୟର ରାଜଧାନୀ, କେଉଁ କବିଙ୍କୁ କେଉଁ ଉପାଧି ମିଳିଛି ତାହା ମଧ୍ୟ ସ୍ୱୟମପ୍ରଜ୍ଞା ଅନର୍ଗଳ କହିବାରେ ସକ୍ଷମ। ଏତତ ବ୍ୟତୀତ ସାଧାରଣଜ୍ଞାନ ଓ ବକ୍ତୃତା ରେ ମଧ୍ୟ ସେ ନିଜର ପ୍ରତିିଭା ଦେଖାଉଛନ୍ତି। ସାମାଜିକ ଗଣମାଧ୍ୟମରେ ତାଙ୍କର ଏହି ଅନନ୍ୟ ପ୍ରତିଭା ସମ୍ପର୍କିତ ଭିଡିଓ ଭାଇରାଲ ହେବାରେ ଲାଗିଛି। ତାଙ୍କର ଏଭଳି ପ୍ରତିଭାକୁ ସ୍ଥାନୀୟ ଅଞ୍ଚଳରେ କେହି କେହି ଚମତ୍କାର କହୁଛନ୍ତି। ତାଙ୍କ ମାଆ ମୋନାଲିସା ସାହୁ କିନ୍ତୁ ଝିଅର ଏଭଳି ପ୍ରତିଭାକୁ ଭଗବାନଙ୍କ ଆଶିର୍ବାଦ ବୋଲି କହିଛନ୍ତି। ଯାହା ଶୁଣେ ତାହାକୁ ଅବିଳମ୍ବେ ସ୍ମରଣ କରିବା କ୍ଷମତା ଝିଅର ଥିବା ସେ କହିଛନ୍ତି। ଝିଅକୁ ସମାଜରେ ଭଲ ମଣିଷ ଭାବେ ପ୍ରତିଷ୍ଠିତ କରିବାକୁ ମୋନାଲିସା ଆସା ବାନ୍ଧିଥିବା ବେଳେ ନାତୁଣୀର ପ୍ରତିଭା ପାଇଁ ଅଜା ଯୁଧିଷ୍ଠିର ସାହୁ ମଧ୍ୟ ବେଶ୍‍ ଗର୍ବିତ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like