-+91-9937148622 |
prerana_bgr@rediffmail.com |
Friday 19th June 2026 |
R.N.I. Regd No. ODIODI/2010/46693
Breaking News
15-Nov-2020
ଭୁବନେଶ୍ବର, (ପ୍ରେରଣା ଖବର) -ରାଜ୍ଯରେ ପୁଣି ତଳକୁ ଖସିଲା କରୋନା ଗ୍ରାଫ୍। ଗତ ୨୪ ଘଣ୍ଟା ମଧ୍ୟରେ ୭୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ।ଏହି ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୪୩୪ ଓ ଲୋକାଲ କଣ୍ଟାକ୍ଟ ୩୧୯। ରାଜ୍ଯରେ ଏଯାବତ୍ ୩,୦୮,୬୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ରାଜ୍ଯ ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା!!*