-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||     

HOME   ଜିଲ୍ଲା

ବିନିକା ୧ନଂ ଜୋନ ବିଜେଡ଼ି ପ୍ରାର୍ଥୀନୀ ଙ୍କୁ ଜିତାଇବା ପାଇଁ ମନ୍ତ୍ରୀଙ୍କ ମାରାଥନ ପ୍ରଚାର

13-Feb-2022



ବିନିକା(ହିମାଂଶୁ ଶେଖର ପୁଟେଲ) ଗତ ୨୦୧୭ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବିନିକା ବ୍ଲକରେ ଥିବା ଦୁଇଟି ଯାକ ଜିଲ୍ଲାପରିଷଦ ଆସନକୁ ବିଜେପି ଛଡ଼ାଇ ନେଇଥିଲା । ଏପରିକି ଜୋନ ୧ନଂ ପ୍ରାର୍ଥୀ ସୁଶାନ୍ତ କୁମାର ପଣ୍ଡା ପ୍ରାୟ ୧୩,୮୦୦ ଭୋଟ ବ୍ୟବଧାନରେ ବିଜେଡ଼ିକୁ ପରାସ୍ତ କରିଥିଲେ ।ଏଥର କିନ୍ତୁ ରାଜନୀତି ପାଣିପାଗ ଭିନ୍ନ ରହିଛି ।ଉଭୟ ଜୋନକୁ କଳେବଳେ କୌଶଳେ ବିଜେଡ଼ି ଅକ୍ତିଆର କରିବା ନେଇ ଦଳ ତରଫରୁ ପ୍ରଚାର ଜୋରସୋର ଭାବେ ଚାଲିଛି ।

ଗତକାଲି ମନ୍ତ୍ରୀ ପଦ୍ମନାଭ ବେହେରା ୨ନଂ ଜୋନ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଥିବା ବେଳେ ଆଜି ୧ନଂ ଜୋନ ଜିଲ୍ଲାପରିଷଦ ବିଜେଡ଼ି ପ୍ରାର୍ଥୀନୀ ଅରୁଣା ହରିପାଲଙ୍କୁ ଜିତାଇବା ପାଇଁ ଜୋରଦାର ଭାବେ ପ୍ରଚାର କରିଛନ୍ତି ।ଏହି ଜୋନର  ବଲାରଙ୍ଗା,ଚେରୁପାଳୀ, ଅରିଗାଁ,ଆଖିଦାଦର,ବାବୁପାଲି,ପଲସାପାଲି,ବାଗଡ଼ିଆ,ଖଇର ମାଳ,କମିରା,ଅଇଲାମୁଣ୍ଡା,ସିଂହିଜୁବା ପ୍ରଭୃତି ଗ୍ରାମରେ ଦଳୀୟ ପ୍ରାର୍ଥୀନିଙ୍କ ପାଇଁ  ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ପ୍ରଚାର କରି ରାଜ୍ୟ ସରକାରଙ୍କ ଲୋକାଭିମୁଖୀ ଯୋଜନା ଓ ବିକାଶଧାରା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇଥିଲେ ।ବିଜେଡ଼ି ପ୍ରାର୍ଥୀନୀ ଅରୁଣା ହରିପାଲଙ୍କୁ ବହୁ ସଂଖ୍ୟାରେ ଭୋଟ ଦେଇ ଜୟଯୁକ୍ତ କରିବାକୁ ନିବେଦନ

କରିଥିଲେ । ଏହି ପ୍ରଚାର କାର୍ଯ୍ୟକ୍ରମରେ ବିନିକା ବ୍ଳକ ସଭାପତି ଦ୍ବାରିକାନାଥ ସାହୁ,ନଗର ସଭାପତି ସୋମନାଥ ମିଶ୍ର,ବ୍ଳକ ସମ୍ପାଦକ ଟଙ୍କଧର ମେଲ୍ଲି,ପୂର୍ବତନ ଜିଲ୍ଲାପରିଷଦ ସଦସ୍ୟା ପୁଷ୍ପାଞ୍ଜଳି ପଣ୍ଡା,ପୂର୍ବତନ ଏନଏସି ଉପାଧକ୍ଷା ତପସ୍ଵିନୀ ମେହେର,ଅଦ୍ବେତ ପଣ୍ଡା,ମାନସ ବେହେରା,କୃଷ୍ନଚନ୍ଦ୍ର ପଣ୍ଡା, ହୃଷିକେଶ ପଣ୍ଡା,ହାଡୁ ମେହେର,ପୀତବାସ ମେହେର,ବିଜୟ ବରାଇ,ମହେନ୍ଦ୍ର ସୁନା ପ୍ରମୁଖଙ୍କ ସମେତ ବହୁ ବିଜେଡ଼ି କର୍ମୀ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026
  ଜିଲ୍ଲା  
ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   04-Oct-2026
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026

You Might Also Like