-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||     

HOME   ରାଜ୍ୟ

ଟ୍ରକ୍ ପଛରେ ଧକ୍କା ଦେଲା କାର୍; ୪ ମୃତ, ୫ ଗୁରୁତର

13-Feb-2022



କନ୍ଧମାଳ:(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଫୁଲବାଣୀ ସଦର ଥାନା ଲାହାବାଡିରେ ସଡକ ଦୁର୍ଘଟଣା । ଭ୍ୟାନକୁ ପିଟିଲା ଟ୍ରକ ଅକାଳରେ ଚାଲିଗଲା ୪ ଜୀବନ । ୮ ଜଣ ଭ୍ୟାନରେ ତାଳପଡାରୁ ବାଡିସୁଗାକୁ ଫେରୁଥିବା ସମୟରେ ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୪ ଜଣଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ରହିଛି । ସମସ୍ତ ଗୁରୁତରଙ୍କୁ ଏମକେସିଜି ହସ୍ପିଟାଲକୁ ସ୍ତାନାନ୍ତରଣ କରାଯାଇଛି ।ଭୋଜି ଖାଇ ଫେରୁଥିବା ବେଳେ ଏହି ଅଘଟଣ ଘଟିଛି । ଟ୍ରକକୁ ପଛରୁ ଏକ ମାରୁତି ଓମନି ଧକ୍କା ଦେବା ଫଳରେ ୪ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ୨ ଜଣ ଶିଶୁ ଥିବା ସୂଚନା ମିଳିଛି । ମୃତକମାନେ ହେଲେ ସଦର ଥାନା ଅନ୍ତର୍ଗତ ଗୁମାଗଡ଼ ଗାଡିଶୂଗା ଗ୍ରାମର ରୋଜାଲିନ ଦିଗାଲ (୧୨), ଭଗିଆ ଦିଗଲ(୧୦),ବବି ପ୍ରଧାନ(ଗାଡି ଚାଳକ) ଓ ପୂର୍ଣ୍ଣ ମିଶ୍ର (୪୨) । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ସମସ୍ତ ଗୁରୁତଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛି । ପ୍ରଥମେ ଫୁଲବାଣୀ ମେଡିକାଲ ଓ ଅବସ୍ଥା ସଙ୍କଟାପନ୍ନ ହେବାରୁ ଗୁରୁତରମାନଙ୍କୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି l ସୂଚନାଅନୁସାରେ, ଏକ ଜନ୍ମଦିନ ଭୋଜି ଖାଇବା ପାଇଁ ତାଳପଡା ଗାଁ ଯାଇ ଫେରୁଥିବା ବେଳେ ଦୁର୍ଘଟଣା ଘଟିଥିଲା। ରାତି ପ୍ରାୟ ୧୨ ଟା ପାଖାପାଖି ଏକ ମାରୁତି ଓମନି ଗାଡ଼ିରେ ଗୋଟିଏ ପରିବାରର ୮ ଜଣ ଘରକୁ ଫେରୁଥିବାବେଳେ ବଇଡା ଲାହାବାଡି ନିକଟରେ ଟ୍ରକ ପଛରେ ମାରୁତି ଓମନି ପିଟି ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026
  ଜିଲ୍ଲା  
ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   04-Oct-2026
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026

You Might Also Like