-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||     

HOME   ଜିଲ୍ଲା

*ଜାତୀୟ କୃମିନାଶକ ଦିବସ ପାଇଁ ବ୍ଲକସ୍ତରୀୟ ପ୍ରଶିକ୍ଷଣ ଶିବିର

13-Feb-2022



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
ନାଇକେନପାଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ତାଲିମ ଗୃହରେ ଜାତୀୟ କୃମିନାଶକ ଦିବସ ପାଇଁ ବ୍ଲକସ୍ତରୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ଅଧିନରେ କାର୍ଯ୍ୟରତ ସମସ୍ତ ମହିଳା ସ୍ଵାସ୍ଥ୍ୟକର୍ମୀ ଏବଂ ସ୍ଵାସ୍ଥ୍ୟ ପରିଦର୍ଶକ ମାନଙ୍କୁ ଏହି ଅବସରରେ ତାଲିମ ପ୍ରଦାନ କରାଯାଇଥିଲା। ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ଅଧୀକ୍ଷକ ଡାକ୍ତର ସଂଗୀତା ଚୌଧୁରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ଏହି ଶିବିରରେ ଜନସ୍ଵସ୍ଥ୍ୟ ସଂପ୍ରସାରଣ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ସାହୁ ପ୍ରଶିକ୍ଷକ ଦାୟିତ୍ଵ ତୁଲାଇଥିବା ବେଳେ ବ୍ଲକ କାର୍ଯ୍ୟକ୍ରମ ପରିଚାଳକ ଅଶୋକ ମିଶ୍ର କାର୍ଯ୍ୟକ୍ରମ ଆୟୋଜନରେ ସହଯୋଗ କରିଥିଲେ। ଏଠାରେ ସୂଚନାଯୋଗ୍ୟ ଯେ, ଆଗାମୀ ୧୦ ଫେବୃୟାରୀରୁ ୧୬ ଫେବୃୟାରୀ ମଧ୍ୟରେ ଆଶା, ଅଙ୍ଗନବାଡି କର୍ମୀ ଏବଂ ମହିଳା ସ୍ଵାସ୍ଥ୍ୟକର୍ମୀମାନେ ଘରକୁ ଘର ବୁଲି ୧ ବର୍ଷରୁ ୨ ବର୍ଷ ମଧ୍ୟରେ ଥିବା ସମସ୍ତ ଶିଶୁଙ୍କୁ କୃମିନାଶକ ଔଷଧ ଖୁଆଇବେ। ଏବଂ ୧୪ ମାର୍ଚ୍ଚରୁ ୨୩ ମାର୍ଚ୍ଚ ମଧ୍ୟରେ ୨ ବର୍ଷରୁ ୧୯ ବର୍ଷ ବୟସର ହିତାଧିକାରୀଙ୍କୁ  ଡିଇସି ବଟିକା ସହିତ କୃମିନାଶକ ଔଷଧ ଖୁଆଯିବ। ଏହି ଅବସରରେ ସ୍ଵାସ୍ଥ୍ୟକାନ୍ଥ, ମେଗାଫୋନ ଏବଂ ସାମାଜିକ ଗଣମାଧ୍ୟମ ଦ୍ଵାରା ଲୋକଙ୍କ ନିକଟକୁ ବ୍ୟାପକ ସ୍ଵାସ୍ଥ୍ୟବାର୍ତ୍ତା ପହଞ୍ଚାଇବାକୁ ପ୍ରଶିକ୍ଷାର୍ଥୀମାନଙ୍କୁ କୁହାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026

You Might Also Like