-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||     

HOME   ଜିଲ୍ଲା

ଅତାବିରା ସଡକ ଦୁର୍ଘଟଣା ରେ ୩ ଗୁରୁତର, ୩ ବର୍ତ୍ତିଲେ

13-Feb-2022



ବରଗଡ଼, ଅତାବିରା:(ନିରଞ୍ଜନ ତ୍ରିପାଠୀ) -ବରଗଡ଼ ଜିଲ୍ଲା ଅତାବିରା ଥାନା ଅନ୍ତର୍ଗତ ମୁଖ୍ୟ ୫୩ନଂ ଜାତୀୟ ରାଜପଥ ରେ ପୃଥକ୍ ପୃଥକ୍ ଭାବରେ ଦୁଇଟି ଦୁର୍ଘଟଣା ରେଙ୍ଗାଲି କେମ୍ପ ଛକ ରେ ସ୍କୁଟି ଓ କଣ୍ଟେନର ଧକ୍କା ରେ ଜଣେ ଗୁରୁତର ହୋଇପଡ଼ିଥିବା ବେଳେ ଦୁଇ ଜଣ ବର୍ତ୍ତି ଯାଇଥିଲେ।ସୂଚନା ଯୋଗ୍ୟ ଯେ ଭେଡେନ ତଳି ପଡ଼ା ରୁ ସିଂହ ପାଲି

ମାଙ୍ଗଳିକ ଯିବା ସମୟରେ ରେଙ୍ଗାଲି କେମ୍ପ ଛକ ପାରି ହୋଇ ବରଗଡ଼ - ସମ୍ବଳପୂର ଅଭିମୁଖେ ଯାଉଥିବା ଆର୍ ଜେ ୩୯ ଜି ଏ ୩୬୯୦ଏକ କଣ୍ଟେନର କୁ ସ୍କୁଟି ଚାଳକ କୁଞ୍ଜ ବିହାରୀ ମେହେର (୫୭) ଓଡ଼ି ୧୭ଏମ୍ ୯୦୬୭ ଧକ୍କା ଦେବା ଫଳରେ ସ୍କୁଟି ଚାଳକ ଧକ୍କା ଦେଇ ନିଜେ ଛିଟିକି ପଡ଼ି ଗୁରୁତର ହୋଇ ପଡ଼ିଥିଲେ।ସଙ୍ଗେ ସଙ୍ଗେ ସ୍ଥାନୀୟ ଲୋକଙ୍କ ସହାୟତାରେ ଅତାବିରା ଡାକ୍ତରଖାନା ରେ ପ୍ରାରମ୍ଭିକ ଚିକିତ୍ସା କରାଇ ଗୁରୁତର ଅଧିକ ଚିକିତ୍ସା ପାଇଁ ବରଗଡ଼ ପଠାଇ ଦିଆଯାଇ ଥିବା ଜଣାପଡିଛି।ଗୁରୁତର ସ୍କୁଟି ଚାଳକ କୁଞ୍ଜ ବିହାରୀ ଙ୍କ ସ୍ତ୍ରୀ ଓ ପୁଅ ବାବୁ ଅନ୍ୟ ଗାଡ଼ି ରେ ଆସୁଥିବା ବେଳେ ଅଳ୍ପକେ ବର୍ତ୍ତି ଯାଇଥିବା ଜଣାପଡିଛି।ଠିକ୍ ସେହିପରି   ଚକୁଳି ଫାର୍ମ ସତୀ ଯୁରିଆ ଜୋର ନିକଟରେ ସ୍କୁଟି କୁ ଧକ୍କା ଦେଲା ବାଇକ୍,ବାଇକ୍ ଆରୋହୀ ସମେତ ବାଇକ୍ ରେ ବସିଥିବା ଜଣେ ବୃଦ୍ଧ ଗୁରୁତର ହୋଇ ପଡ଼ିଥିବା ଜଣାପଡ଼ିଛି।ଅସମ୍ପୂର୍ଣ୍ଣ ତଥା ତ୍ରୁଟି ପୂର୍ଣ୍ଣ ସମ୍ବଲପୁର - ବରଗଡ଼ ୱେ ୫୩ନଂ ଜାତୀୟ ରାଜପଥ ରେ ଗୋଡଭଗା ପଟୁ ଆସୁଥିବା ସ୍କୁଟି ଗାଡ଼ି ନଂ ଓଡ଼ି ୧୭ଏସ୍କ

୨୨୯୮ କୁ ଏଚ ଏଫ୍ ଡିଲସ୍କ ଗାଡି ନଂ ଓଡ଼ି ୧୭ପି ୬୮୨୬ ପଛ ପଟୁ ଧକ୍କା ଦେବା ଫଳରେ ରାଜରାସ୍ତା ଉପରେ ସ୍କୁଟି ଆରୋହୀ ସମେତ ଡିଲସ୍କ ଆରୋହୀ ଦୁଇ ଜଣ ଛିଟିକି ପଡ଼ିଥିବା ବେଳେ ସ୍କୁଟି ଆରୋହୀ ଅଳ୍ପକେ ବର୍ତ୍ତି ଯାଇଥିଲେ ଓ ଛିଟିକି ପଡ଼ିଥିବା ଡିଲସ୍କ ଆରୋହୀ ଦୁଇଜଣ ଗୁରୁତର ହୋଇ ପଡିଥିଲେ।ଏନେଇ ସ୍ଥାନୀୟ ତଥା ଯିବା ଆସିବା ଲୋକଙ୍କ ସହାୟତା ରେ ପୋଲିସ କୁ ଖବର ଦେଇ ଗୁରୁତର ବାଇକ୍ ଆରୋହୀ ଦୁଇ ଜଣ ଙ୍କୁ ଏବୁଲେନ୍ସ ଯୋଗେ ବୁର୍ଲା ବଡ଼ ଡ଼ାକ୍ତରଖାନା କୁ ପଠାଇ ଦିଆଯାଇ ଥିଲା।ଏନେଇ ଗୋଡଭଗା ଫାଣ୍ଡି ପୋଲିସ ଓ ଅତାବିରା ପୋଲିସ ଦୁର୍ଘଟଣା ଗ୍ରସ୍ତ ଦୁଇ ଗାଡ଼ି ଜବତ କରି ଅଧିକ ରୁ ଅଧିକ ତଦନ୍ତ ଜାରି ରଖିଥିବା ଜଣାପଡିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026

You Might Also Like