-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||     

HOME   ଜିଲ୍ଲା

ଆଶା ନର୍ସିଙ୍ଗ ହୋମ ଆଣିଦେଲା ରୋଗୀ ଙ୍କ ପାଈଁ ନୂତନ ଆଶା ର କିରଣ* - *ଦୀର୍ଘ ତିନିମାସ ଯାଏ ବ୍ଲଡ଼ ପ୍ରେସର, ସୁଗାର, ଓ ଅକ୍ସିଜେନ ର ମାଗଣା ପରୀକ୍ଷା ହେବ

14-Feb-2022



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) ଗତ  ୮ତାରିଖ ରେ ସୁବର୍ଣ୍ଣପୁର କଲେକ୍ଟର ଅଫିସ ରୋଡ଼ ରେ ଆଶା ନର୍ସିଙ୍ଗ ହୋମ  ର ଶୁଭାରମ୍ଭ ହୋଇଯାଇଛି l  କଣ୍ଟାମାଳ ତଥା ସୋନପୁର  ଅଞ୍ଚଳ ର ବିଶିଷ୍ଠ ସମାଜସେବୀ ଶ୍ରୀକାନ୍ତ ମିଶ୍ର ଏହାର ପରିଚାଳନା ନିର୍ଦ୍ଧେଶକ ଥିବା ବେଳେ ଶ୍ରୀ ମିଶ୍ର  ଙ୍କ  ପୂଜନୀୟ ବାପା ମାଆ ଏହି ଘରୋଇ ନର୍ସିଙ୍ଗ ହୋମ ଓ  ଆମ୍ବୁଲାନ୍ସ ସେବା କୁ ଶୁଭ ଉଦଘାଟନ କରିଥିଲେ l ଏବଂ ସୁବର୍ଣ୍ଣପୁର ଓ ମନମୁଣ୍ଡା ସହର ଓ ଉଭୟ ଜ଼ିଲ୍ଲା ବାସୀ  ଙ୍କ  ପାଈଁ ଆଉ ଏକ ଖୁସି  ଖବର ଆଣିଛି  ଆଜି ଆଶା ନର୍ସିଙ୍ଗ ହୋମ l ପ୍ରଥମ ଥର ଏଇ ସୁବିଧା ପାଇ ପାରିବେ ସହର ବାସୀ ଓ ସାଧାରଣ ଜନତା  ଯାହାକି ମାଗଣା ରେ ବ୍ଲଡ଼ ପ୍ରେସର , ଅକ୍ସିଜେନ, ଓ ସୁଗାର ପରୀକ୍ଷା ସମେତ ନିଜ ଓଜନ ମଧ୍ୟ ମାପି ପାରିବେ  ସାଧାରଣ ଜନତା,ଏହି ଆଶା ନର୍ସିଙ୍ଗ ହୋମ ଠାରେ l 
ଏହି ସବୁ ମାଗଣା ଚିକିତ୍ସା ସେବା ଦୀର୍ଘ ତିନି ମାସ ଯାଏ ଜାରି ରହିବ  ଓ ବିଶେଷ କରି  ବରିଷ୍ଠ ନାଗରିକ ଙ୍କ ପାଈଁ  ପ୍ରଥମେ ଏ ସେବାର ଅଗ୍ରାଧିକାର ଦିଆଯିବ ଓ ସବୁ ବିଭାଗ ର  ଅଭିଜ୍ଞ ଡାକ୍ତର ଙ୍କ ଦ୍ୱାରା  ଉତ୍ତମ ଚିକିତ୍ସା ର ସୁବିଧା ସମେତ  ନିମ୍ନ ଓ ସାଧାରଣ ବର୍ଗ ର  ଲୋକେ ମଧ୍ୟ ସ୍ୱଳ୍ପ ଖର୍ଚ୍ଚ ରେ ଏଠାରେ  ଚିକିତ୍ସା ର ସୁବିଧା ସୁଯୋଗ ପାଇ ପାରିବେ ବୋଲି ଶ୍ରୀ ମିଶ୍ର ମତ ରଖିଛନ୍ତି l  ଏବଂ  ରକ୍ତ ଦାନ ପାଈଁ ନୁଆଁ ଯୁବକ ମାନଙ୍କୁ ଏଠାରେ ପ୍ରଶିକ୍ଷଣ ଦିଆଯିଵା ସହିତ  ରୋଗୀ ଓ ସହାୟକ ମାନଙ୍କୁ ଯୋଗ ପ୍ରଶିକ୍ଷଣ ଦିଆଯିବ ବୋଲି ଶ୍ରୀ ମିଶ୍ର ପ୍ରକାଶ କରିଛନ୍ତି l ଆଜି ସ୍ୱଚ୍ଛ ଭାରତ ସଂଗଠନ ର ସଭାପତି ଲଷ୍ମୀ ନାରାୟଣ ମେହେର ଙ୍କ ସମେତ ସମସ୍ତ ସଭ୍ୟ  ପ୍ରଥମେ ଏହି  ହସ୍ପିଟାଲ ରେ  ମାଗଣା ରେ ସୁଗାର, ବି ପି, ଅକ୍ସିଜେନ ସମେତ  ସମସ୍ତେ ସ୍ୱାସ୍ଥ୍ୟ ପରୀକ୍ଷା କରି  ଏହି ମେଡିକାଲ କୁ ପରିଦର୍ଶନ କରିଥିଲେ l ଏମ -ଡି ଶ୍ରୀ ଶ୍ରୀକାନ୍ତ ମିଶ୍ର ଙ୍କ ସମେତ ଡା, ପ୍ରକାଶ ପ୍ରହରାଜ, ରୁଦ୍ର ନାରାୟଣ ପଟ୍ଟନାୟକ, ବୃନ୍ଦାବନ ମଲ୍ଲିକ, ଏଲ ଟି ଚିକୁ ସାହୁ, ବି ଏସ ସି ନର୍ସିଙ୍ଗ ପ୍ରତୀକ୍ଷା ମିଶ୍ର, ପ୍ରକୃତି ମିଶ୍ର, ଏ ଏନ ଏମ ଝୁଲଣା ସୁନା ସ୍ୱାସ୍ଥ୍ୟ ପରୀକ୍ଷା ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026

You Might Also Like