-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||     

HOME   ଜିଲ୍ଲା

ପ୍ରେମଦିବସ ଅବସରରେ ଦମ୍ପତି( ସ୍ୱାମୀ/ସ୍ତ୍ରୀ) ରକ୍ତଦାନ ଶିବିର 

14-Feb-2022



କଣ୍ଟାବାଞ୍ଜି(ଆନନ୍ଦ ମୋଟେ) : ଆଜିର ଯୁଗରେ ବୁନ୍ଦାଏ ରକ୍ତ ପାଇଁ ଲୋକଙ୍କ ଜୀବନ ଚାଲି ଯାଉଛି। ଠିକ ସମୟରେ ଯଦି ରକ୍ତ ମିଳିପାରିବ ତାହେଲେ ଅନେକ ଲୋକଙ୍କ ଜୀବନ ବଂଚିଯାଇପାରିବ । ରକ୍ତ ଭଣ୍ଡାର ମାନଙ୍କରେ  ଯଦି ରକ୍ତ ସବୁବେଳେ ମହଜୁଦ ରହିବ ତାହେଲେ ଆମେ ଅନେକ ଜୀବନ ବଞ୍ଚାଇ ପାରିବା । ତେଣୁ ଆମେ ସମସ୍ତେ ମିଶି ରକ୍ତଦାନ କରିବା ପାଇଁ ଆଗକୁ ଆସିବା । ରକ୍ତଦାନ ମହତ ଦାନ ଏହି ସ୍ଲୋଗାନ କୁ ନେଇ  ଆଜି ସ୍ଥାନୀୟ ରୋଡ଼ ନ-୩ କଣ୍ଟାବାଞ୍ଜି ହରିଭବନ ଠାରେ  ହମାରେ ପଡୋଶୀ ସଂଗଠନ ତରଫରେ ଦମ୍ପତି ମାନଙ୍କୁ ନେଇ  ଷଷ୍ଠ ବର୍ଷ ଏକ ରକ୍ତଦାନ ଶିବିର ଆୟୋଜନ

କରାଯାଇଛି । ଏହି ଶିବିର ପ୍ରତ୍ୟେକ ବର୍ଷ ଫେବ୍ରୁଆରୀ ୧୪ ରେ ରକ୍ତଦାନ କରିବା ପାଇଁ ହମାରେ ପଡୋଶୀ ସଂଗଠନ ତରଫରୁ ଆୟୋଜନ କରାଯାଏ । ଡକ୍ଟର ରାକେଶ ପଣ୍ଡିତ ଏହି ଶିବିର କୁ ଉଦଘାଟନ କରିଥିଲେ  । ଆନଂଦ ମୋଟେ, ସଚିନ ଜିନ୍ଦଲ, ମନିଶ ଅଗ୍ରୱାଲ, ସନ୍ଦୀପ ଅଗ୍ରୱାଲ, ଗୋବିନ୍ଦ ଖଣ୍ଡେଲବାଲ, ଅରୁଣ ଶର୍ମା, ସୁଶୀଲ ଶର୍ମା ସହ ଅନ୍ୟ ମାନଙ୍କ ସହ ବ୍ଲଡ଼ ରକ୍ତଦାନ ପରିଚାଳନା ସମିତି ସଦସ୍ୟ ଆଶିଷ ଖେତାନ,ରୋଗୀ କଲ୍ୟାଣ ସମିତି ସଦସ୍ୟ ପ୍ରବଜିତ ସିଂହ ସାଲୁଜା ସହ ମେଡିକାଲ ଦଳ ଶିବ ସାହୁ, କୁନାଲ ଦାସ, ସୁନିତା ଭୋଇ, ପ୍ରଶାନ୍ତ ସାହୁ, ଗୁରୁବାରୁ ରଣା  ଉପସ୍ଥିତି ଥିଲେ । ୬୧ରୁ ଉର୍ଦ୍ଧ୍ବ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026

You Might Also Like