-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||     

HOME   ଜିଲ୍ଲା

ଅସାଧୁ ଧାନ ବେପାରୀ ଙ୍କ ଉପରେ ହେବ କଡା କାର୍ଯ୍ୟାନୁଷ୍ଠାନ - ଜିଲ୍ଲାର ମଣ୍ଡି ମାନଙ୍କ ରେ ପ୍ରକୃତ ଚାଷୀଙ୍କ ଦ୍ଵାରା ସୁବିଧାରେ ଧାନ ବିକ୍ରୟ ଉପରେ ଜିଲ୍ଲାପାଳଙ୍କ ଗୁରୁତ୍ବାରୋପ

14-Feb-2022



ସୁବର୍ଣ୍ଣପୁର ,ଜିଲ୍ଲାର କୃଷକମାନଙ୍କ ହିତ ଦୃଷ୍ଟିରୁ  ସମସ୍ତ ମଣ୍ଡି ମାନଙ୍କରେ ସୁବିଧାରେ ଧାନ କ୍ରୟ ବିକ୍ରୟ କରିବା ପ୍ରକ୍ରିୟା ତଦାରଖ କରିବା ପାଇଁ ଜିଲ୍ଲାପାଳ ଶ୍ରୀମତୀ ଅବୋଲି ସୁନୀଲ ନରୱଣେ ତହସିଲଦାର ମାନଙ୍କୁ ନିର୍ଦ୍ଦେଶ ଦେବା ସହ ଅସାଧୁ ବେପାରୀଙ୍କ ଜରିଆରେ ନିମ୍ନ ମାନର ଧାନ ଆସୁଥିବା ଅଭିଯୋଗ ଉପରେ  ଜିଲ୍ଲାପାଳ ସୁବର୍ଣ୍ଣପୁର କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ସତର୍କ କରିଛନ୍ତି l ବୀରମହାରାଜପୁର ତହସିଲ ଅନ୍ତର୍ଗତ ଉଫୁଲା ପ୍ୟାକ୍ସ ରେ ଅସାଧୁ ବ୍ୟବସାୟିଙ୍କ ଦ୍ୱାରା ଜମା ହେଉଥିବା ନିମ୍ନ ମାନର ଧାନ ଏବଂ ପ୍ରକୃତ ଚାଷୀ ଧାନ ବିକ୍ରି କରିବା ପାଇଁ ଅସୁବିଧାର ସମ୍ମୁଖୀନ ହେଉଥିବା ଉପରେ ଏକାଧିକ ଅଭିଯୋଗ ଆସିବାପରେ ଜିଲ୍ଲାପାଳ ସ୍ଥାନୀୟ ତହସିଲଦାରଙ୍କୁ ଏହାର ତଦନ୍ତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି I ଆହୁରି ମଧ୍ୟ ଏଠାରେ ନିର୍ଦ୍ଧାରିତ ମାନ ନଥିବା ଧାନ ସବୁ ଜମା ହୋଇ ରହିଥିବା  ଯଦ୍ୱାରା ଭଲ ମାନର ଧାନ ରଖିଥିବା ପରବର୍ତ୍ତୀ ଚାଷୀମାନେ ଧାନ ବିକ୍ରି କରି ନ ପାରି ବିଭିନ୍ନ ସମସ୍ୟା ର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି l ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଏଠାରେ ଜମା ଥିବା ଧାନର ମାନ ନିର୍ଦ୍ଧାରଣ କରିବା ପାଇଁ ସମ୍ପାଦକ ନିୟନ୍ତ୍ରିତ ବଜାର କମିଟି , ବୀରମହାରାଜପୁର ଏବଂ ଏଆରସିସ୍  ଙ୍କ ଅଧୀନରେ ଏକ ସ୍ୱତନ୍ତ୍ରଦଳ ଉଫୁଲା ମଣ୍ଡି ରେ ପହଞ୍ଚିଛି I ନିର୍ଦ୍ଧାରିତ ମାନ ନ ଥିବା ଧାନ ସବୁ କେଉଁ ପରିସ୍ଥିତିରେ  ଏଠାରେ  ଜମାହୋଇ ରହିଛି ତାର କୈଫିୟତ ଉଫୁଲା ସମ୍ପାଦକ ଙ୍କୁ ମାଗିବା ପାଇଁ ଜିଲ୍ଲାପାଳ  ଏଆରସିସ୍ ଙ୍କୁ ନିଦ୍ଦେର୍ଶ ଦେଇଛନ୍ତି l ଉଫୁଲା ପ୍ୟାକ୍ସ ସହିତ ବୀରମହାରାଜପୁର ର ସମସ୍ତ ମଣ୍ଡି ଉପରେ ତୀକ୍ଷ୍ଣ ନଜର ରଖି ଯେଭଳି ଭାବରେ ଅସାଧୁ ବ୍ୟବସାୟିଙ୍କ ଦ୍ୱାରା ଧାନ ସବୁ ମଣ୍ଡି ମାନଙ୍କରେ ଜମା ନ ହେବ ଏବଂ  ପ୍ରକୃତ ଚାଷୀ ଧାନ ବିକ୍ରୟ ସମୟରେ କୌଣସି ଅସୁବିଧାର ସମ୍ମୁଖୀନ ନ ହେବ ତା ଉପରେ ଦୃଷ୍ଟି ଦେବାପାଇଁ  ଜିଲ୍ଲାପାଳ ତହସିଲଦାର ବୀରମହାରାଜପୁର ଙ୍କୁ ନିର୍ଦ୍ଦେଶ ଦେଇଥିବା ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ସୁରେଶ ପାଣିଗ୍ରାହୀ ସୂଚନା ପ୍ରଦାନ କରଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026

You Might Also Like