-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||     

HOME   ଜିଲ୍ଲା

ଗ୍ରାହକ ବେଶରେ ମାଡ଼ିବସିଲା ବନବିଭାଗର ସ୍ବତନ୍ତ୍ର ଟିମ୍ : ଗୋଟିଏ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର, ଦୁଇଜଣ ଗିରଫ

14-Feb-2022



ବାଲିଗୁଡ଼ା,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବନାଞ୍ଚଳରୁ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର । ତୁମୁଡ଼ିବନ୍ଧ ବନାଞ୍ଚଳର କୁର୍ତ୍ତମଗଡ଼ ସେକ୍ସନର ମାଙ୍ଗାପାଙ୍ଗା ଅଞ୍ଚଳରୁ ଏକ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କରିବାସହ ଘଟଣାରେ ୨ ଜଣ ବ୍ୟବସାୟୀଙ୍କୁ ଗିରଫ କରିଛି ବନବିଭାଗ । ସୂଚନା ପ୍ରକାରେ ତୁମୁଡିବନ୍ଧ ବନାଞ୍ଚଳର ମାଙ୍ଗାପାଙ୍ଗା ଅଞ୍ଚଳର କିଛି ଲୋକ ଏକ ବଜ୍ରକାପ୍ତା ବିକ୍ରୀ କରିବାକୁ ଯାଉଥିବା ଖବର ପାଇଥିଲା ବନବିଭାଗ । ଏହାପରେ ଏକ ସ୍ବତନ୍ତ୍ର ଟିମ୍ ଗଠନ କରାଯାଇଥିଲା । ସେହି ଟିମ୍ ବେପାରୀ ସାଜି ଅତି ଚତୁରତା ସହ ବଜ୍ରକାପ୍ତା ଟିକୁ ଜବତ କରିବା ସହ ଦୁଇଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଥିଲେ l ବଜ୍ରକାପ୍ତାର ଓଜନ ୧୦ କିଲୋରୁ ଉର୍ଦ୍ଧ୍ବ ହେବ ଏବଂ ଲମ୍ବ ସାଢ଼େ ତିନିଫୁଟ ହେବ ବୋଲି ବନବିଭାଗ ପକ୍ଷରୁ ସୂଚନା ମିଳିଛି । ସେପଟେ ବଜ୍ରକାପ୍ତାକୁ ବିକ୍ରୀ କରିବାକୁ ନେଉଥିବା ବେଳେ ବନବିଭାଗର ସ୍ବତନ୍ତ୍ର ଟିମ୍ ଗ୍ରାହକ ବେଶରେ ଲଣ୍ଡରୁଗୁଡ଼ା ଗ୍ରାମ ନିକଟରେ ଦେଢ଼ ଲକ୍ଷ ଟଙ୍କାର ଜୀବନ୍ତ ବଜ୍ରକାପ୍ତାକୁ ଉଦ୍ଧାର କରିବ ସହ ଦୁଇଜଣ ବ୍ୟବସାୟୀଙ୍କୁ ଗିରଫ କରିଛି ବନବିଭାଗ l ଗିରଫ ଦୁଇ ଅଭିଯୁକ୍ତ ରାଜିକାନ୍ତ ମାଝି ଏବଂ ଟିବିର ମାଝି ହୋଇଥିବା ଜଣାପଡ଼ିଛି । ଉଭୟଙ୍କୁ ଡାକ୍ତରୀ ମାଇନା ପରେ କୋର୍ଟ ଚାଲାଣ କରାଯାଇଥିବା ଜଣାପଡ଼ିଛି l ସେପଟେ ଦିନକୁ ଦିନ ଜଙ୍ଗଲ ତସ୍କର ଙ୍କ ପ୍ରାଦୁର୍ଭାବ ବଢୁଥିବାରୁ ଅଞ୍ଚଳରେ ପେଟ୍ରୋଲିଂ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିବା ବନବିଭାଗ ପକ୍ଷରୁ ସୂଚନା ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026

You Might Also Like