-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||     

HOME   ଜିଲ୍ଲା

କସ୍ତୁରବା ଗାନ୍ଧୀ ବାଳିକା ଆବାସିକ ବିଦ୍ୟାଳୟ ଓ ଜିଲ୍ଲା ସମାଜ ମଙ୍ଗଳ ବିଭାଗ ର ମିଳିତ ସହଯୋଗ ରେ ବାଲ୍ୟ ବିବାହ ବନ୍ଦ କରାଗଲା

14-Feb-2022



 ବୌଦ୍ଧ(ପ୍ରେରଣା ଖବର): ଆଜି ସରସରା ଗ୍ରାମ ଠାରେ ଗୋଟିଏ ପରିବାରର ଦୁଇଟି ନାବାଳିକା କନ୍ୟାର ବିବାହ ବୌଦ୍ଧ ଜିଲ୍ଲା ପ୍ରଶାସନର ଉଦ୍ୟମରେ ବନ୍ଦ କରାଯାଇଛି l ସୂଚନା ଅନୁସାରେ ଜନୈକ ବିଧବା ମହିଳା ନିଜର ୧୭ ବର୍ଷ ଓ ୧୪ ବର୍ଷ ବୟସର ଦୁଇ ନାବାଳିକା କନ୍ୟା ର ବିବାହ ନିମନ୍ତେ ନିର୍ବନ୍ଧ ଘର କରି ବନ୍ଧୁ ପରିଜନଙ୍କ ସହିତ ଭୋଜିଭାତ ର ଆୟୋଜନ କରୁଥିବା ବେଳେ ଜିଲ୍ଲା ବାଳିକା ଶିକ୍ଷା ସଂଯୋଜିକା ଶ୍ରୀମତୀ ରାଜଲକ୍ଷ୍ମୀ ପଣ୍ଡା ଓ ପୁରୁଣା କଟକ ଆବାସିକ ବିଦ୍ୟାଳୟର ହଷ୍ଟେଲ ପରିଚାଳିକା ଶ୍ରୀମତୀ ଆରତୀ ହୋତା କୌଣସି ସୂତ୍ରରୁ ଖବର ପାଇ ଜିଲ୍ଲା ପରାମର୍ଶ ଦାତ୍ରୀ ପ୍ରବିଜ୍ଞା ଦାସଙ୍କ ସହିତ ଯୋଗାଯୋଗ କରିବା ପରେ ପ୍ରୋଗ୍ରାମ ଅଫିସର ଶର୍ମିଷ୍ଠା ହୋତା ଓ ସେକ୍ଟର ସୁପର ଭାଇଜର ବାସନ୍ତୀ ମହାକୁଡ଼ ଓ ଶିକ୍ଷା ବିଭାଗ ଦ୍ୱାରା ଘଟଣା ସ୍ଥଳରେ ପହଂଚି ପରିବାର ସହିତ ଆଲୋଚନା କରି ନିର୍ବନ୍ଧ ଉତ୍ସବ ବନ୍ଦ କରି ନାବାଳିକା କନ୍ୟା ଦୁଇ ଜଣଙ୍କୁ ସୁପରଭାଇଜରଙ୍କ ଦ୍ୱାରା ଶିଶୁ ମଙ୍ଗଳ ସମିତିରେ ହାଜର କରାଇଥିଲେ l ଯୋଜନା ସଂଯୋଜକ ଦେବାଶିଷ ଦେହୁରୀ ଓ ସରସରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବସନ୍ତ ସାହୁଙ୍କ ଉଦ୍ୟମ ବେଶ ପ୍ରଶଂସୀୟ ଅଟେ l ଉକ୍ତ ପରିବାରର ୪ ଟି ଶିଶୁ ଆଶୀର୍ବାଦ ଯୋଜନା ରେ ଅନ୍ତର୍ଭୁକ୍ତ ହୋଇ ଗତ ଜାନୁଆରୀ ମାସରୁ ପ୍ରତ୍ୟେକ ୧୫୦୦ଟଙ୍କା ଲେଖାଏଁ ଭତ୍ତା ପାଉଛନ୍ତି l ପରିବାର ର ନିଜସ୍ୱ ଇନ୍ଦିରା ଆବାସ ଘର ଥିବା ବେଳେ ଏପର୍ଯ୍ୟନ୍ତ ସେ ବିଧବା ଭତ୍ତା ପାଇ ପାରି ନାହାନ୍ତି ସୂଚନାରୁ ପ୍ରକାଶ ଯେ ନିର୍ବନ୍ଧ ସରିବା ପରେ ନାବାଳିକା ଦୁଇ ଜଣଙ୍କୁ ବିବାହ ପାଇଁ ଅନ୍ୟତ୍ର ପଠାଇ ଦିଆ ଯିବାର ଯୋଜନା ଚାଲିଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026

You Might Also Like