-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||     

HOME   ଜିଲ୍ଲା

ଫୁଲୱାମା ଶହୀଦଙ୍କୁ "ସେବା" ପକ୍ଷରୁ ଶ୍ରଦ୍ଧାଞ୍ଜଳି

14-Feb-2022



ସମ୍ବଲପୁର(ସଞ୍ଜୀବ କୁମାର ପାଣିଗ୍ରାହୀ) : ଫୁଲୱାମା ଘଟଣାକୁ ଆଜି ୩ ବର୍ଷ ପୁରିଛି I ଆଜିକାର ଦିନରେ ଏହି ଘଟଣାରେ ଶହୀଦ ହୋଇଥିବା ୪୦ ଜଣରୁ ଉର୍ଦ୍ଧ ସିଆରପିଏଫ୍ ଯବାନଙ୍କୁ ଅଗ୍ରଣୀ ସ୍ଵେଚ୍ଛାସେବୀ ଅନୁଷ୍ଠାନ "ସେବା" ପକ୍ଷରୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି I ଆଜି "ସେବା" ର ଅଧକ୍ଷ ଅମର ତାଣ୍ଡିଆ ଙ୍କ ନେତୃତ୍ୱରେ ସଦସ୍ୟ ମାନେ ସ୍ଥାନୀୟ ଭାରତୀୟ ଷ୍ଟେଟ ବ୍ୟାଙ୍କ ମୁଖ୍ୟ ଶାଖା ଠାରୁ ଏକ କ୍ୟାଣ୍ଡେଲ ଶୋଭାଯାତ୍ରାରେ ବାହାରି ନେଲସନ ମଣ୍ଡେଲା ଛକରେ ଥିବା ଶହୀଦ ସ୍ତମ୍ଭରେ ପହଞ୍ଚିଥିଲେ I ଏଠାରେ ଶହୀଦ ଯବାନଙ୍କ ଉଦେଶ୍ୟରେ ଦୀପ ଜାଳି ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା I ଅନୁଷ୍ଠାନର ଉପଦେଷ୍ଟା ଗୌରୀ ଶଙ୍କର ମିଶ୍ର, ଲଷ୍ମୀ ପ୍ରସାଦ ମହାପାତ୍ର, ହୀରାକୁଦ ଲାୟନ୍ସ କ୍ଳବ ସଭାପତି କାର୍ତ୍ତିକ କଲେତ, ବିଳାସିନୀ ନାୟକ, ପ୍ରମୋଦ ସେଠ୍, ସରୋଜ ସାହୁ ଙ୍କ ସମେତ ଅନିଲ ଦାଶ, ଅରବିନ୍ଦ ପାଣିଗ୍ରାହୀ, ସନତ କୁମାର ବେହେରା, ଦେବାଶିଷ ବେହେରା, ଶୁଭମ ଦେହୁରୀ, ମାନସ ସାହୁ, ପ୍ରକାଶ ମୁଣ୍ଡା, ଜ୍ଞାନ ରଞ୍ଜନ ପ୍ରଧାନ, ବିବଶ ପଟେଲ, ଇନ୍ଦ୍ରଜିତ ବାରିକ, ବିଶ୍ୱଜିତ ରାଉତ, ସନ୍ତୋଷ କୁମାର ନାୟକ ପ୍ରମୁଖ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026

You Might Also Like