-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ତରଭା ବ୍ଲକରେ ଜୁନିଅର ରେଡକ୍ରସ କାର୍ଯ୍ୟକ୍ରମ      

15-Feb-2022



ତରଭା(ପ୍ରେରଣା ଖବର)ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍କୁଲରେ ଜୁନିଅର ରେଡକ୍ରସ ୟୁନିଟ ଶାଖା କୁ ସକ୍ରିୟ କରିବାକୁ ଉଦ୍ୟମ କରାଯାଇଅଛି । ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ନିର୍ଦ୍ଦେଶକ୍ରମେ ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ ତରଭା ବ୍ଲକର ବିଭିନ୍ନ ହାଇସ୍କୁଲକୁ ପରିଦର୍ଶନ କରି ଜୁନିଅର ରେଡକ୍ରସର ସେବା ମୂଳକ କାର୍ଯ୍ୟକ୍ରମର ତଦାରଖ କରିବା ସହିତ ପ୍ରାଥମିକ ଚିକିତ୍ସା, ବିପର୍ଯ୍ୟୟ ପରିଚାଳନା, ଶିଶୁ ସୁରକ୍ଷା, ସଡକ ସୁରକ୍ଷା, ସମସ୍ତ ସ୍କୁଲର ରେଡକ୍ରସ ଭିଜିବିଲିଟି ବିଷୟରେ ପ୍ରଧାନଶିକ୍ଷକ ଏବଂ ଜୁନିଅର ରେଡକ୍ରସ ପରାମର୍ଶଦାତା ମାନଙ୍କ ସହିତ କୋଭିଡ ଗାଇଡଲାଇନ ଅନୁପାଳନ କରି ଆଲୋଚନା କରିଥିଲେ । ଆଗାମୀ ଦିନରେ କିଭଳି ଜୁନିଅର ଛାତ୍ରଛାତ୍ରୀମାନେ ସ୍କୁଲରୁ ଜିଲ୍ଲା ତଥା ରାଜ୍ୟ ସ୍ତରରେ ଜୁନିଅର ରେଡକ୍ରସର ବିଭିନ୍ନ କର୍ମଶାଳାରେ ଅଂଶଗ୍ରହଣ କରିବେ  ସେ ବିଷୟରେ ଯୋଜନା ପ୍ରସ୍ତୁତ କରାଯାଇଥିଲା । ତରଭା ବାଳିକା ହାଇସ୍କୁଲର ପ୍ରଧାନଶିକ୍ଷୟତ୍ରୀ ନମିତା ପାଣିଗ୍ରାହି, ଶିଶୁ ବିଦ୍ୟା ମନ୍ଦିରର ପ୍ରଧାନ ଆଚାର୍ଯ୍ୟ ଶ୍ରିବତ୍ସ ମିଶ୍ର, ସରଗଜର ଗୀତାଜଂଳୀ ମେହେର, ଶିବତୁଲାର ସୁହାସୀ ଦଣ୍ଡସେନା, ଶ୍ରୀହରି ବିଦ୍ୟାନିକେତନର ଜିନାରାଣୀ ମେହେର,  ମେଣ୍ଡାର ଭୀମସେନ ମାହାକୁର, ତରଭା ବାଳକ ହାଇସ୍କୁଲର ସୁରଜ କୁମାର ସେଠି,ସିଂହାରୀ ହାଇସ୍କୁଲର ବିଜୟ କୁମାର ପଣ୍ଡା, ଦୁବଲାର ହାରାମାଳୀ ନାଗ, ବ୍ରାହ୍ମଣିର ପ୍ରଶାନ୍ତ କୁମାର ମିଶ୍ର,  ତୁଲଣ୍ଡୀର ମୋହନ ବାରିକ, କମସରା ହାଇସ୍କୁଲର ଗୌରୀଶଙ୍କର ସାହୁ,  କର୍ଲ୍ଲାମୁହାନର ବୀରକିଶୋର ପଣ୍ଡା ଏବଂ କାଉନସିଲର ଖୂଳଣା ପଧାନ, ସସ୍ମିତା ମିଶ୍ର, ମଂଜୁଲତା ଜଗଦଲା,  ମଧୂସୁଦନ ନାଏକ, ଶତୃଘ୍ନ ନାଏକ, ସନ୍ତୋଷ କୁମାର ମିଶ୍ର,  ଅନୁସୟା ସାହୁ, ରମେଶ ଚନ୍ଦ୍ର ମିଶ୍ର, ରାଜକିଶୋର ଗଡତିଆ, ତରଭା ବିସିସି ବିଜୟ କୁମାର ପଣ୍ଡା, ଆଶିଷ କୁମାର ନାଏକ, ଶ୍ରୀହରି ବିଦ୍ୟାନିକେତନର ଏମଡି ରାଜେଶ ମେହେର ପ୍ରମୁଖ ଜୁନିଅର ରେଡକ୍ରସ ପରିଦର୍ଶନ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ସହଯୋଗ କରିଥିଲେ । ଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରୀ ଡା. ରାଧାକାନ୍ତ ଗଡତିଆ, ଏଡିଇଓ ମଞ୍ଜୁଲତା ଭୋଇ, ସଂପାଦକ ହିମାଂଶୁ ଶେଖର କର, ଉପସଭାପତି ଗତିକୃଷ୍ଣ ମିଶ୍ର, ଜିଲ୍ଲା ଶାରୀରିକ ନୀରିକ୍ଷକ ଦୂର୍ଯ୍ୟୋଧନ ରାଉତ,ରାଜ୍ୟ ଜୁନିଅର ରେଡକ୍ରସ ଅଫିସର ଲକ୍ଷ୍ମଣ 


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026

You Might Also Like