-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||     

HOME   ରାଜ୍ୟ

ଦୁର୍ନୀତିଗ୍ରସ୍ତ ଓ ଅପରାଗଙ୍କ ବିରୋଧରେ କଡା ଆଭିମୁଖ୍ୟ: ୫ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର।

15-Feb-2022



ଦୁର୍ନୀତିଗ୍ରସ୍ତ ଓ ଅପରାଗଙ୍କ ବିରୋଧରେ କଡା ଆଭିମୁଖ୍ୟ । ୫ ଜଣ ଅଧିକାରୀଙ୍କୁ ଦିଆଯାଇଛି ବାଧ୍ୟତାମୂଳକ ଅବସର । ସେମାନଙ୍କ ମଧ୍ୟରେ ରହିଛନ୍ତି ଜଣେ ପୋଲିସ ଡିଏସପି, ଜଣେ ଓଏଏସ, ଜଣେ ଇନ୍ସପେକ୍ଟର ଓ ଦୁଇ ଜଣ ମ୍ୟୁନିସିପାଲଟି ଏକଜିକ୍ୟୁଟିଭ ଅଫିସରଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏହାକୁ ମିଶାଇ ୧୫୧ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି  ଏହି ୫ ଜଣଙ୍କ ମଧ୍ୟରୁ କଳାହାଣ୍ଡି ଜିଲ୍ଲା ମହିଳା ବିରୋଧୀ ଅପରାଧ ତଦନ୍ତ କେନ୍ଦ୍ରରେ ଡି.ଏସ୍‌.ପି ଭାବରେ ନିଯୁକ୍ତ ଓଡିଶା ପୋଲିସ ସେବା ଅଧିକାରୀ ରବିନ୍ଦ୍ର କୁମାର ସେଠୀଙ୍କ ବିରୁଦ୍ଧରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ସେ ଜଣେ ଅଭିଯୋଗକାରୀଙ୍କ ଠାରୁ ୫୦୦୦ ଟଙ୍କା ଲାଞ୍ଚ ନେଇ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଧରା ପଡିଥିଲେ ଏବଂ ତାଙ୍କୁ ଗିରଫ କରାଯାଇ ବିଚାର ବିଭାଗୀୟ ହାଜତକୁ ପଠାଯାଇଥିଲା। ଦୁର୍ନୀତି ଓ ଅସାଧୁତା ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।
ସୁନ୍ଦରଗଡ ଜିଲ୍ଲା ବଣାଇର ପୂର୍ବତନ ତହସିଲଦାର ଓଏଏସ୍‌ ଅଧିକାରୀ ସୁଶୀଲ କୁମାର କୁଜୁରଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ଅଛି। ଢେଙ୍କାନାଳ ସଦର ବ୍ଲକ୍‌ରେ ବିଡିଓ ଥିବାବେଳେ ସେ ମନରେଗା ପାଣ୍ଠି ଆତ୍ମସାତ କରିଥିଲେ। ବିଭିନ୍ନ ଗାଁରେ ଜାଲ କାଗଜପତ୍ରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଦର୍ଶାଇ ସରକାରଙ୍କର ୨୪ ଲକ୍ଷ ୨୨ ହଜାର ୫୩୮ ଟଙ୍କା କ୍ଷତି ପହଞ୍ଚାଇଥିଲେ। ତାଙ୍କୁ ଗିରଫ କରାଯାଇ ବିଚାର ବିଭାଗୀୟ ହାଜତକୁ ପଠାଯାଇଥିଲା । ଅପାରଗତା, ଦୁର୍ନୀତି ଓ ଅସାଧୁତା ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।
 ବଲାଙ୍ଗୀର ଜିଲ୍ଲା ର  ବଙ୍ଗୋମୁଣ୍ଡା ଥାନ।ର ପୋଲିସ ଇନ୍‌ସପେକ୍ଟର ବିନୋଦ ବିହାରୀ ନାୟକଙ୍କ ବିରୁଦ୍ଧରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ସେ ବଙ୍ଗୋମୁଣ୍ଡାରୁ କୁଚିଣ୍ଡାକୁ ଏକ ମାରୁତି ସିଆଜ୍‌ କାରରେ ଯାଉଥିବା ବେଳେ ବରଗଡ ଟୋଲଗେଟ୍‌ ନିକଟରେ ଦୁର୍ନୀତି ନିବାରଣ ବିଭାଗର ଏକ ଟିମ୍‌ ଦ୍ବାରା ଧରା ପଡିଥିଲେ। ତାଙ୍କ ଠାରୁ ୨ ଲକ୍ଷ ୬ ହଜାର ୨୨୦ ଟଙ୍କା ଜବତ କରାଯାଇଥିଲା।
ସେହିପରି ଭଦ୍ରକ ଜିଲ୍ଲା ବାସୁଦେବପୁର ମ୍ୟୁନିସପାଲଟିର ପୂର୍ବତନ ଏକଜିକ୍ୟୁଟିଭ ଅଫିସର ତାପସ ରଞ୍ଜନ ଜେନାଙ୍କୁ ତାଙ୍କର ପୌରସେବା କାର୍ଯ୍ୟକାଳ ସମୟରେ ଅପାରଗତା, ଅସାଧୁତା, ଦାୟିତ୍ବରେ ଅବହେଳା, ଆର୍ଥିକ ଅନିୟମିତତା ଆଦି ବିଭିନ୍ନ କାରଣରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।
 ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ଏନଏସିର ପୂର୍ବତନ ଏକଜିକ୍ୟୁଟିଭ ଅଫିସର ବିଜୟକୃଷ୍ଣ ନାୟକଙ୍କୁ ତାଙ୍କର ପୌରସେବା କାର୍ଯ୍ୟକାଳ ସମୟରେ ଅପାରଗତା, ଦାୟିତ୍ବରେ ଅବହେଳା, ନୈତିକ ସ୍ଖଳନ, ମହିଳାଙ୍କ ସହିତ ଅବୈଧ ସଂପର୍କ, ଜନସାଧାରଣଙ୍କୁ ପୌରସେବା ଯୋଗାଇଦେବା କ୍ଷେତ୍ରରେ ଅନାଗ୍ରହ, ସରକାରୀ ନିର୍ଦ୍ଦେଶାବଳୀର ଅବମାନନା ଏବଂ ଓଡିଶା ସରାକାରୀ ସେବା ଆଚରଣ ବିଧି ୧୯୫୫ର ଉଲଙ୍ଘନ ଆଦି ବିଭିନ୍ନ କାରଣରୁ ବାଧ୍ୟତାମୂଳକ ଅବସର ନେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026

You Might Also Like