-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ପୁଇଁନ୍ତଳା ବ୍ଲକର ଭୋଟରଙ୍କୁ ନିବେଦନ କଲେ ନରସିଂହ, ଏକତା ଓ କଂଗ୍ରେସ ଗାଁରେ ବିକାଶ ଆଣିବ- ନରସିଂହ

15-Feb-2022



ବଲାଙ୍ଗିର,(ପ୍ରେରଣା ଖବର)- ପ୍ରତ୍ୟେକ ନିର୍ବାଚନରେ ଉଭୟ କେନ୍ଦ୍ର ଓ ରାଜ୍ୟର ଶାସକ ଦଳ ଆପଣମାନଙ୍କ ଠାରୁ ବହୁ ମୁଲ୍ୟ ଭୋଟ ନେଉଛନ୍ତି । ମିଥ୍ୟା ପ୍ରତିଶୃତି ଦେଇ ନିର୍ବାଚନ ଜିତିଲା ପରେ ଲୋକଙ୍କୁ ଭୁଆଁ ବୁଲାଉଛନ୍ତି ।  କେଉଁ ଦଳକୁ ଭୋଟ ଦେଲେ ଆପଣଙ୍କ ଅଂଚଳ ପ୍ରକୃତରେ ବିକଶିତ ହେବ ସେପ୍ରତି ଆପଣମାନେ ସଚେତନ ହୁଅନ୍ତୁ । ମୋର ଦୃଢ ବିଶ୍ୱାସ ଯେ, ଆପଣଙ୍କ ଏକତା ଓ ସଠିକ ନିର୍ଣ୍ଣୟ ଆପଣଙ୍କ ଅଂଚଳକୁ  ବିକଶିତ କରିବ । ତେଣୁ ସମସ୍ତେ ଏକତ୍ରିତ ହୋଇ ହାତ ଚିହ୍ନରେ ଭୋଟ ଦେଇ କଂଗ୍ରେସ ପ୍ରାର୍ଥିଙ୍କୁ ନିର୍ବାଚିତ କଲେ ଅଂଚଳର ବିକାଶ ସୁନିଶ୍ଚିତ ହେବ ବୋଲି ଆଜି ପୁଇଁନ୍ତଳା ବ୍ଲକ ୧୭ନଂ ଜୋନର କଂଗ୍ରେସ ପ୍ରାର୍ଥି ଶୁଭ୍ରାଂଶୁ ଶେଖର ପଣ୍ଡାଙ୍କ ସହ ନିର୍ବାଚନୀ ପ୍ରଚାର ସମୟରେ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ଲୋକଙ୍କୁ ନିବେଦନ କରିଛନ୍ତି । ଆଜି ପୁଇଁନ୍ତଳା ବ୍ଲକ ଅନ୍ତର୍ଗତ ବୁଣିସିଣ୍ଡଲି, ଜୁହ୍ନାପଦର, ଅଏଁଲାସାର. ଛତାମଖନା ଓ ଲାଦେରବାହାଲ ଆଦି ଗ୍ରାମରେ ପ୍ରଚାର ସମୟରେ ଶ୍ରୀ ମିଶ୍ର ଆହୁରି କହିଛନ୍ତି ଯେ, ଜନତା ଭୋଟ ଦେବା ବେଳେ କାହାରି ଦ୍ୱାରା ପ୍ରଭାବିତ ହୁଅନ୍ତୁ ନାହିଁ । ସରକାରୀ ଦଳର ଗୁଣ୍ଡାମାନେ ଆପଣଙ୍କୁ  ଭୟଭୀତ କରିବାର ଅପଚେଷ୍ଟା କରୁଥିବା ଖବର

ଲଗାତାର ଭାବେ ଆସୁଛି । ବିଜେଡି ଦଳର ବରିଷ୍ଠ ଉପ ସଭାପତି ଯିଏକି ବଲାଙ୍ଗିର ରୁ ଅନେକ ଥର ନିର୍ବାଚିତ ହୋଇ ବିଧାୟକ, ମନ୍ତ୍ରୀ ଓ ସାଂସଦ ହୋଇଛନ୍ତି , ତାଙ୍କ ଦଳର ନିର୍ବାଚନୀ ପ୍ରଚାର ପୁର୍ବରୁ ସେ ଅଂଚଳର ନିରିହ ଆଦିବାସୀମାନଙ୍କ ଉପରେ ପୋଲିସ ଲଗାଇ ଅଯଥା ମାନସୀକ ନିର୍ଯ୍ୟାତନା ଦେଉଥିବା ଏବେ ସର୍ବ ସମ୍ମୁଖକୁ ଆସିଛି । ସେମିତି ବି ପ୍ରଥମରୁ ତାଙ୍କର ବିଜେଡି ସରକାର ଆଦିବାସୀଙ୍କ ନିର୍ବାଚନୀ ସଂରକ୍ଷଣ କାଟି ଆଦିବାସୀମାନଙ୍କୁ ତାଙ୍କର ସାମ୍ବିଧାନିକ ଅଧିକାରରୁ ବଞ୍ଚିତ କରିଛି । ପୁଣି ଏବେ ପୋଲିସ ଲଗାଇ ଗରିବ ଆଦିବାସୀଙ୍କୁ ହଇରାଣ କରିବା ଆରମ୍ଭ କରିଛି । ତେଣୁ ବନ୍ଧୁଗଣ ଏଇ ନିର୍ବାଚନରେ ଆଦିବାସୀ, ଓବିସି ଓ ସାଧାରଣ ବର୍ଗର ଲୋକେ  ଏକବଦ୍ଧ ହୋଇ ଏହି ବିଜେଡି ବିଜେପି ସରକାରଙ୍କୁ ଉଚିତ ଜବାବ ଦିଅନ୍ତୁ । କଂଗ୍ରେସ ଦଳର ହାତ ଚିହ୍ନରେ ଭୋଟ ଦେଇ ନିଜ ଅଂଚଳର ବିକାଶ ସହ ଲୋକଙ୍କ ସାମ୍ବିଧାନିକ ଅଧିକାରକୁ ସୁରକ୍ଷିତ ରଖିବାରେ ଗୁରୁତ୍ୱପୁର୍ଣ୍ଣ ଭୂମୀକା ଗ୍ରହଣ କରନ୍ତୁ । ଆଜିର ଏହି ନିର୍ବାଚନୀ ସଭାରେ ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଉମାଶଙ୍କର ପଣ୍ଡା, ବ୍ଲକ ସଭାପତି ଉମାଶଙ୍କର ସାହୁ, ସାନନ୍ଦ ମିଶ୍ର, ବୁଲୁ ଦାନୀ, ଲୋପନ ମିଶ୍ର, ବିକି ପଣ୍ଡା ଓ ନାସିର ଖାନ ପ୍ରମୁଖ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026

You Might Also Like