-+91-9937148622 |

prerana_bgr@rediffmail.com |

  Thursday 14th May 2026 |

| | | |

R.N.I. Regd No. ODIODI/2010/46693

Breaking News

ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||      ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   (13-May-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    (13-May-2026)       ||      ବିନିକା ପ୍ରିମୀୟର ଲିଗ,ସ୍ମାର୍ଟ୧୧କୁ ହରାଇ ତ୍ରିରଙ୍ଗାର ବିଜୟ ଧାରା ଜାରି   (13-May-2026)       ||      *ସୁବର୍ଣ୍ଣପୁର ରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଦ୍ୱିତୀୟ ଦିବସ*   (13-May-2026)       ||      *ଘର କୁ ଘର ଗ୍ୟାସ ହୋମ ଡେଲିଭରୀ ସେବା ପ୍ରଦାନ କରିବା କୁ ଉପଭୋକ୍ତା ଙ୍କୁ ଦୃଢ ପ୍ରତିଶୁତି ଦେଲେ ଚରଣ ନାଏକ*   (13-May-2026)       ||      କଳାହାଣ୍ଡି ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ନର୍ଲା ଥାନା କାର୍ଯ୍ୟକଳାପ ପାଇଁ ଏକ ନମ୍ୱର୍ ସ୍ଥାନ ଅଧିକାର କରିଥିବା ସୂଚନା !   (13-May-2026)       ||      *ଖୁଟଗୁଡା ରେ ହିନ୍ଦୁ ମହାସଂଘ ପ୍ରମୁଖ ଙ୍କୁ ଭବ୍ୟ ସ୍ଵାଗତ*   (13-May-2026)       ||      ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ପୁରୁଷ ବନ୍ଧୁଙ୍କ ସମେତ ୪ ଗିରଫ   (13-May-2026)       ||      ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ଏଆଇଡିଏସ୍ଓ    (13-May-2026)       ||      ପାଳଲହଡା ଅଞ୍ଚଳରେ ଅବୈଧ ଓ ଅନଧିକୃତ ଲଘୁ ଖଣିଜ ଖନନ ଏବଂ ପରିବହନ ଉପରେ ଚଢାଉ ହାଇବା ଜବତ    (13-May-2026)       ||      ମା ଙ୍କୁ ମନେ ପକାଇଲେ ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟ ର ସଭ୍ୟସଭ୍ୟା    (13-May-2026)       ||      ସାଇଟ କଲେଜରେ ବିଶ୍ୱ ସେବିକା ଦିବସ ପାଳନ   (13-May-2026)       ||      କଟକ ସଦର ବ୍ଲକରେ ଅନ୍ତୋଦୟ ଯୋଜନାରେ ଅନିୟମିତତା    (13-May-2026)       ||      ଦୁଇ ଶିକାରୀ ଙ୍କୁ ଗିରଫ କରିବା ସହ ଦୁଇଟି ଦେଶୀ ବନ୍ଧୁକ ଜବତ   (12-May-2026)       ||      *ସୁବର୍ଣ୍ଣପୁର ଠାରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଉଦ୍ଘାଟନ*   (12-May-2026)       ||      *ସାମ୍ବାଦିକ ସଙ୍ଘ ତରଫରୁ ଡାବୁଗାଁ ଥାନା ନୂତନ ଆଇ.ଆଇ.ସିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା*   (12-May-2026)       ||      ସ୍ୱରାଜ ହସ୍ପିଟାଲ ଏବଂ ରିସର୍ଚ୍ଚ ଇନଷ୍ଟିଟ୍ୟୁଟରେ ଆନ୍ତର୍ଜାତୀୟ ନର୍ସ ଦିବସ ପାଳନ   (12-May-2026)       ||      ଶୋଭନୀୟ ଦେବ କନ୍ୟା ର ବିବାହ   (12-May-2026)       ||     

HOME   ଜିଲ୍ଲା

ଆଜି ହେଉଛି ପ୍ରଥମ ପର୍ଯ୍ୟାୟ ର ମତଦାନ, ତିନି ଜୋନ ରୁ ୭୮ହଜାର ୭୪୪ ମତଦାତା ମତ ସାବ୍ୟସ୍ତ କରିବେ

16-Feb-2022



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଓ କ. ନୂଆଗାଁ ବ୍ଲକ ରେ ତ୍ରି ସ୍ତରୀୟ ପଂଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ ର ଆଜି ଭୋଟ ଗ୍ରହଣ ହେବ | ବାଲିଗୁଡା ବ୍ଲକ ରେ ୧୮୩ବୁଥ ରେ ୩୮୧୩୬ ଜଣ ଭୋଟର ମତଦାନ ସାବ୍ୟସ୍ତ କରିବେ | ବାଲିଗୁଡା ବ୍ଲକ ର ଚଉଦ ପଂଚାୟତ ରେ ୫୦ ଜଣ ସରପଞ୍ଚ ପ୍ରାଥୀ,୩୯ଜଣ ସମିତି ସଭ୍ୟ ପ୍ରାଥୀ ଓ ୩୪ଜଣ ୱାର୍ଡ ମେମ୍ବର ପ୍ରାଥୀ ଙ୍କ ଭାଗ୍ୟ ନିର୍ଧାରଣ ହେବ |ବାଲିଗୁଡା ଦୁଇଟି ଜିଲ୍ଲା ପରିଷଦ ଜୋନ ରେ ୧୫ନମ୍ବର ରେ ୪ଜଣ ଓ ୧୬ ନମ୍ବର ଜୋନ ରେ ୫ ଜଣ ପ୍ରାଥୀଙ୍କ ଭୋଟ ର ଭାଗ୍ୟ ନିର୍ଧାରଣ କରିବେ | ବାଲିଗୁଡା ବ୍ଲକ ରେ ୩୮୧୩୬ ଜଣ ଭୋଟର ୧୪୨ ଜଣ ପ୍ରାଥୀଙ୍କ ପ୍ରଥମ ପର୍ଯ୍ୟୟ ମତଦାନ ରେ ଭାଗ୍ୟ ନିର୍ଧାରଣ କରିବେ | ସେହିପରି କ.ନୂଆଗାଁ ବ୍ଲକ ରେ ପ୍ରଥମ ପର୍ଯ୍ୟାୟ ପଂଚାୟତ ନିର୍ବାଚନ ରେ ଚଉଦ ପଂଚାୟତ ପାଇଁ ୧୭୭ ବୁଥ ରେେ ୪୦୬୦୮  ଜଣ ଭୋଟର ୧୩୩ଜଣ ପ୍ରାଥୀ ସେମାନଙ୍କର ମତଦାନ ସାବ୍ୟସ୍ତ କରିବେ | ସରପଞ୍ଚ ୪୮, ଜଣ, ସମିତି ସଭ୍ୟ ୩୬ ଜଣ, ୱାର୍ଡ ମେମ୍ବର ୪୬ଜଣ ଓ ତିନି ଜଣ ଜିଲ୍ଲା ପରିଷଦ ପ୍ରାଥୀ ଙ୍କ ଭାଗ୍ୟ ନିର୍ଧାରଣ କରିବେ ମୋଟ ୪୦୬୦୮ ମତଦାତା ବୋଲି ଜଣା ପଡିଛି | ବାଲିଗୁଡା ବ୍ଲକ ଓ କ ନୂଆଗାଁ ବ୍ଲକ ର ପ୍ରଥମ ପ୍ରଯ୍ୟାୟ ମତଦାନ ସମସ୍ତ ପ୍ରସ୍ତୁତି ଶେଷ ହୋଇ ଯାଇଛି । ମହିଳା ମାନଙ୍କ ପାଇଁ ପିଙ୍କ ବୁଥ୍ ବ୍ୟବସ୍ଥା ଗ୍ରହଣ କରାଯାଇଛି , ଓ ଦିବ୍ୟାଙ୍ଗ ପାଇଁ ମଧ୍ୟ ସ୍ୱତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି | ତ୍ରି ସ୍ତରୀୟ ପଂଚାୟତ ନିର୍ବାଚନ ର ପ୍ରଥମ ପର୍ଯ୍ୟୟ ମତଦାନ ପାଇଁ ମୁକ୍ତ ଅବାଧ ଓ ନିରପେକ୍ଷ କରିବା ନିମନ୍ତେ କନ୍ଧମାଳ ଜିଲ୍ଲା ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କୁ କଡାକଡି କରାଯାଇଥିବା ବିଷୟ କନ୍ଧମାଳ ଏସପି ସୁଚନା ଦେଇଛନ୍ତି | ମାଓ ପ୍ରଭାବିତ ବୁଥ ଗୁଡିକ ରେ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି | ସୁରକ୍ଷାବାହୀନି ପକ୍ଷରୁ ଯାଞ୍ଚ, ପାଟ୍ରୋଲିଂ  କରିବା ସହିତ କୁମ୍ବିଂ ବ୍ୟବସ୍ଥା କୁ କଡ଼ାକଡ଼ି କରାଯାଇଛି l


News Comment




Photo in News

Advertisment
Lastest News
  ଶି‍କ୍ଷା ଓ ନିଯୁକ୍ତି  
ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି   13-May-2026
  ରାଜ୍ୟ  
ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   13-May-2026
  ଜିଲ୍ଲା  
ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   13-May-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    13-May-2026
  ଜିଲ୍ଲା  
ବିନିକା ପ୍ରିମୀୟର ଲିଗ,ସ୍ମାର୍ଟ୧୧କୁ ହରାଇ ତ୍ରିରଙ୍ଗାର ବିଜୟ ଧାରା ଜାରି   13-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଦ୍ୱିତୀୟ ଦିବସ*   13-May-2026
  ଜିଲ୍ଲା  
*ଘର କୁ ଘର ଗ୍ୟାସ ହୋମ ଡେଲିଭରୀ ସେବା ପ୍ରଦାନ କରିବା କୁ ଉପଭୋକ୍ତା ଙ୍କୁ ଦୃଢ ପ୍ରତିଶୁତି ଦେଲେ ଚରଣ ନାଏକ*   13-May-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ନର୍ଲା ଥାନା କାର୍ଯ୍ୟକଳାପ ପାଇଁ ଏକ ନମ୍ୱର୍ ସ୍ଥାନ ଅଧିକାର କରିଥିବା ସୂଚନା !   13-May-2026
  ଜିଲ୍ଲା  
*ଖୁଟଗୁଡା ରେ ହିନ୍ଦୁ ମହାସଂଘ ପ୍ରମୁଖ ଙ୍କୁ ଭବ୍ୟ ସ୍ଵାଗତ*   13-May-2026
  ଜିଲ୍ଲା  
ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ପୁରୁଷ ବନ୍ଧୁଙ୍କ ସମେତ ୪ ଗିରଫ   13-May-2026
  ଜିଲ୍ଲା  
ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ଏଆଇଡିଏସ୍ଓ   13-May-2026
  ଜିଲ୍ଲା  
ପାଳଲହଡା ଅଞ୍ଚଳରେ ଅବୈଧ ଓ ଅନଧିକୃତ ଲଘୁ ଖଣିଜ ଖନନ ଏବଂ ପରିବହନ ଉପରେ ଚଢାଉ ହାଇବା ଜବତ   13-May-2026

You Might Also Like