-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||     

HOME   ଜିଲ୍ଲା

ନିର୍ବାଚନୀ ସଭା କରି ସମାଲୋଚିତ ହେଲେ କନ୍ଧମାଳ ସାଂସଦ

16-Feb-2022



ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା): ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ଗଣିଆ ବ୍ଳକ ରେ ବିଜେଡି କୁ ମହଙ୍ଗା ପଡି଼ବକି ପଞ୍ଚାୟତ ନିର୍ବାଚନ !! ନିର୍ବାଚନ ପ୍ରଚାର ସମୟରେ ନେତା ମାନେ ବିଭିନ୍ନ ପ୍ରକାର ବିରୋଧ ର ଶିକାର ହେଉଥିବା ଦୃଷ୍ଟି ଗୋଚର ହେଉଛି | ନିକଟ ଅତୀତରେ ନୟାଗଡ଼ ବିଜେଡି ସଭାପତି ତଥା ଦଶପଲ୍ଲା ବିଧାୟକ ଏବଂ କନ୍ଧମାଳ ସାଂସଦ

ଙ୍କ ନୟାଗଡ଼ ଜିଲ୍ଲା ପ୍ରତିନିଧି ତଥା ଗଣିଆ ବ୍ଳକ ବିଜେଡି ସଭାପତି ଙ୍କୁ ପ୍ରଚାର ସମୟରେ ତୀବ୍ର ବିରୋଧ କରିଛନ୍ତି ଜନସାଧାରଣ | କେଉଁଠି କଳାପତାକା ଦେଖାଇଛନ୍ତି କେଉଁଠି ଟାୟାର ଜାଳି ପଥ ଅବରୋଧ କରିଛନ୍ତି ଅନେକ ଅସନ୍ତୁଷ୍ଟ ବିଜେଡି କର୍ମୀ | ମଙ୍ଗଳ ବାର ଅପରାହ୍ନ ରେ ଗଣିଆ ବ୍ଳକ ରେ ପ୍ରଚାର ମୈଦାନ କୁ ଓଲ୍ହାଇ କନ୍ଧମାଳ ସାଂସଦ ଡ଼କ୍ଟର ଅଚୁତ ସାମନ୍ତ ହେଇଛନ୍ତି ସମାଲୋଚନା ର ଶିକାର ରାଜ୍ୟ ନିର୍ବାଚନ ଆୟୋଗ ଙ୍କ ନିୟମାବଳୀ କୁ ଉଲଂଘନ କରି ନିର୍ବାଚନୀ ସଭା କରିଥିବା ବିରୋଧୀ ଦଳ ଆଣିଛନ୍ତି ଅଭିଯୋଗ | ନିର୍ବାଚନୀ ସଭାରେ ଦେଖିବାକୁ ମିଳିଥିଲା ବ୍ଲକ ଅଧକ୍ଷ ସେସଦେବ ସ୍ୱାଇଁ ନୟାଗଡ ଜିଲ୍ଲା ବିଜେଡି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ସାଂସଦ ଙ୍କ ଜିଲ୍ଲା ପ୍ରତିନିଧି ତଥା ଗଣିଆ ବିଜେଡି ସଭାପତି ସଦାଶିବ ମିଶ୍ର ଙ୍କ ମୁଖ ରେ ତୁଣ୍ଡି ନଥିଲା | ଏପରିକି ସଭାରେ ଯୋଗଦେଇଥିବା ଶତାଧିକ ବିଜେଡି କର୍ମୀ ଏବଂ ସମର୍ଥକ ମାସ୍କ ପରିଧାନ କରିନଥିବା

ସହିତ  ସାମାଜିକ ଦୂରତ୍ୱ ନିୟମ କୁ ସମ୍ପୂର୍ଣ ଉଲଂଘନ କରିଥିଲେ | ଏହା ସାଂସଦ ଙ୍କ ଆଖି ଥାଇ ଅନ୍ଧ ନୀତି କି ବୋଲି ଅନେକ ରାଜନୀତିଜ୍ଞ ପ୍ରଶ୍ନ କରିଛନ୍ତି | ଲକ୍ଷଲକ୍ଷ ଆଦିବାସୀ ପିଲାଙ୍କୁ ମାଗଣା ଶିକ୍ଷା ପ୍ରଦାନ ରେ ପ୍ରଶଂସିତ ହେଉଥିବା ଶ୍ରୀଯୁକ୍ତ ସାମନ୍ତ ରାଜ୍ୟ ନିର୍ବାଚନଆୟୋଗ ଙ୍କ ନିୟମାବଳୀ ଉଲଂଘନ କରି ନିଜକୁ ନିଜେ ମୂର୍ଖ ପ୍ରମାଣିତ କରିଛନ୍ତି ବୋଲି ଗଣିଆ ବଜାର ରେ ଚର୍ଚ୍ଚା ଜୋର ଧରିଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026

You Might Also Like