-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||     

HOME   ଜିଲ୍ଲା

ସ୍ବର୍ଗତ ଦେବେନ୍ଦ୍ର ମିଶ୍ର ଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି ସଭା

16-Feb-2022



ସୁବର୍ଣ୍ଣପୁର,, ରାଜ୍ୟର ପ୍ରଥମ ନିର୍ବାଚନ କମିଶନର ତଥା ସୁବର୍ଣ୍ଣପୁର ଜିଲ୍ଲା ର ପ୍ରଥମ ଆଇ ଏ ଏସ ଅଧିକାରୀ ସ୍ବର୍ଗତ ଦେବେନ୍ଦ୍ର କୁମାର ମିଶ୍ର ଙ୍କ ବିୟୋଗ ରେ ସୋନପୁର ମହାରାଜା ହାଇସ୍କୁଲ ଶତାବ୍ଦୀ ସମ୍ବିଳନୀ କକ୍ଷ ଠାରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି l ମହାରାଜା ହାଇସ୍କୁଲ ର ପୁରାତନ ଛାତ୍ର ସଂଘ ଏବଂ ଜିଲ୍ଲା ବରିଷ୍ଠ ନାଗରିକ ସଂଘ ର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ପୁରାତନ ଛାତ୍ର ସଂଘ ର ସଭାପତି ଗୋରେଖନାଥ ସାହୁ ସଭାପତିତ୍ବ କରିଥିଲେ l ପ୍ରାରମ୍ଭରେ ସ୍ବର୍ଗତ ମିଶ୍ର ଙ୍କ ଫୋଟୋ ଚିତ୍ର ରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ ସହ ତାଙ୍କ ସ୍ମୃତି ଚାରଣ କରାଯାଇଥିଲା l ସେ ଜଣେ ପ୍ରତିଭାବାନ ବ୍ୟକ୍ତି ଥିଲେ l ସମଗ୍ର ପଶ୍ଚିମ ଓଡିଶା ବିଶେଷ କରି ସୁବର୍ଣ୍ଣପୁର ଜିଲ୍ଲା ର ସମୂହ ଉନ୍ନତି ସକାଶେ ସ୍ବର୍ଗତ ମିଶ୍ର ସର୍ବଦା ଚେଷ୍ଟିତ ରହିଥିଲେ l ପ୍ରଶାସନିକ କ୍ଷେତ୍ରରେ ମଧ୍ୟ ତାଙ୍କ ଅବଦାନ ବେଶ ଉଲ୍ଲେଖନୀୟ l ଚାକିରୀରୁ ଅବସର ନେବା ପରେ ମଧ୍ୟ ପଶ୍ଚିମ ଓଡିଶା ର ଉନ୍ନତି ସକାଶେ ସେ ପଶ୍ଚିମ ଓଡିଶା ଫୋରମ ଗଠନ କରିଥିଲେ l ଏକ ଉଚ୍ଚ ଶିକ୍ଷିତ ପରିବାରରୁ ଆସିଥିଲେ ମଧ୍ୟ ସେ ସବୁ ବର୍ଗ ଲୋକଙ୍କ ପ୍ରିୟ ଭାଜନ ହୋଇପାରିଥିଲେ l ସେ ଜଣେ କ୍ରୀଡ଼ାବିତ ମଧ୍ୟ ଥିଲେ l ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ ସଂଘ ଉପଦେଷ୍ଟା ଶରତ ଚନ୍ଦ୍ର ମହାନ୍ତି ମୁଖ୍ୟ ଅତିଥି ଏବଂ ପୁରାତନ ଛାତ୍ର ସଂଘ ର କାର୍ଯ୍ୟକାରୀ ସଭାପତି ପ୍ରଫେସର ନାରାୟଣ ପ୍ରସାଦ ରାୟଗୁରୁ, ସାଧାରଣ ସମ୍ପାଦକ ବ୍ୟୋମକେଶ ଦାଶ ଓ ଉପ ସଭାପତି ଇନ୍ଦ୍ରମଣି ଦାଶ ପ୍ରମୁଖ

ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ ସ୍ବର୍ଗତ ମିଶ୍ର ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ସ୍ମୃତି ଚାରଣ କରିଥିଲେ l ଶିକ୍ଷାବିତ ବାଳଗୋପାଳ ମହାପାତ୍ର, ପ୍ରଫେସର ଜ୍ୟୋତିରଞ୍ଜନ ବହିଦାର, ପ୍ରଫେସର ସନ୍ତୋଷ ପାଢ଼ୀ, ବିରଞ୍ଚି ନାରାୟଣ ମହାନ୍ତି, ସାମାଜିକ କର୍ମୀ ମଦନମୋହନ ଦାନୀ, ସାମ୍ବାଦିକ ମନୋରଞ୍ଜନ ତ୍ରିପାଠୀପ୍ରମୁଖ ଙ୍କ ସହ ଅନ୍ୟ ମାନେ ଯୋଗ ଦେଇ ସ୍ବର୍ଗତ ମିଶ୍ର ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ l ଏହି ଅବସରରେ ସ୍ବର୍ଗତ ମିଶ୍ର ଙ୍କ ଆତ୍ମା ର ସଦଗତି କାମନା କରି ନୀରବ ପ୍ରାର୍ଥନା କରାଯାଇଥିଲା l ଶେଷରେ ପଦ୍ମନାଭ କର୍ଣ୍ଣ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026

You Might Also Like