-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ଭୋଟ ପ୍ରଚାର ରେ କମ୍ପୁଛି ମର୍ଦମେଖ ପଂଚାୟତ

16-Feb-2022



ଗଞ୍ଜାମ/ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ଉଠୁଛି ପଡୁଛି ଗାଁ । ଭୋଟରଙ୍କୁ  ମନାଇବାକୁ ଭିନ୍ନ ଭିନ୍ନ ଢଙ୍ଗରେ ନେତା କରୁଛନ୍ତି ପ୍ରଚାର । ଏହିପରି ଆଜି ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ମର୍ଦମେଖ ପଞ୍ଚାୟତରେ ଦେଖିବାକୁ ମିଳିଛି ଜୋରସୋର ପ୍ରଚାର । ପ୍ରାର୍ଥୀ ପ୍ରାର୍ଥୀନୀ ମାନେ ନିଜ ନିଜ ଚିହ୍ନ ର ପ୍ରଚାର କରୁଛନ୍ତି ଏହି ପଞ୍ଚାୟତରେ ସରପଞ୍ଚ ପାର୍ଥୀନୀ ବିଷ୍ଣୁପ୍ରିୟା ଗୌଡ଼  ଓ ସମିତି ସଭ୍ୟ ପାର୍ଥି ପ୍ରଭାକର ନାୟକ।  ନିଜ ସମର୍ଥକଙ୍କ ସହ ଆଜି ବେଲଝରି ଓ କନ୍ଦିୟା ଗ୍ରାମରେ  ପ୍ରଚାର କରିଥିବାବେଳେ ଆସନ୍ତା ୨୪ ତାରିଖରେ ହେବାକୁ ଥିବା ନିର୍ବାଚନରେ କିଭଳି ଜିତିବେ ସେ ନେଇ କସରତ ଆରମ୍ଭ କରିଛନ୍ତି । ଲୋକ ମାନଙ୍କ ଯୋଉ ସବୁ ସମସ୍ୟା ଅଛି ତାହାକୁ ମୁଦା କରି ଭୋଟର ମାନଙ୍କୁ ଭୋଟ ଭିକ୍ଷା କରୁଛନ୍ତି । ଏହି ପ୍ରଚାରରେ ପ୍ରାୟ ୨ ସହ ରୁ ଉର୍ଦ୍ଧ ମହିଳା ଓ ପୁରୁଷ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like