-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ଭୋଟ ଦେଇ ନ ପାରିବାରୁ ସାଢ଼େ ତିନି ଘଣ୍ଟା ଧରି ଭୋଟ ବାକ୍ସ ଗାଡ଼ିକୁ ଅଟକାଇଥିଲେ ଗ୍ରାମବାସୀ

16-Feb-2022



ପାଟଣାଗଡ : ବର୍ତ୍ତମାନ ତ୍ରିସ୍ତରୀୟ ନିର୍ବାଚନ ଚାଲିଥିବା ବେଳେ ଆଜି ପ୍ରଥମ ପର୍ଯ୍ୟାୟ ରେ ପାଟଣାଗଡ଼ ନିର୍ବାଚନ ମଣ୍ଡଳୀ ରେ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି।ରାଜ୍ୟ ସରକାର ସକାଳ ୭:୩୦ ଟାରୁ ଅପରାହ୍ନ ୧ ଟା ପର୍ଯ୍ୟନ୍ତ ମତଦାନ ସମୟ ନିର୍ଦ୍ଧାରଣ କରିଛନ୍ତି। ଯଦିଓ ଭୋଟଦାତା ମାନେ ଲାଇନ୍ ରେ ରହି ନିର୍ଧାରିତ ସମୟ ଅତିକ୍ରମ କରିଯାଉଛି ତାହେଲେ ପ୍ରିଜେଡିଂ ଅଫିସର ଙ୍କ ଦସ୍ତଖତ କରାଇ ଚିରକୁଟ ପ୍ରଦାନ କଲେ ଅଧିକ ସମୟ ପର୍ଯ୍ୟନ୍ତ ମତଦାନ କରି ପାରିବେ। କିନ୍ତୁ ଲୋକେ ଲାଇନ୍ ରେ ଛିଡ଼ା ଥାଇ ଓ ସମୟ ଥାଇ କିଛି ଜଣ ନାଗରିକ ଭୋଟ ଦେବାରୁ ବଞ୍ଚିତ ରହିଛନ୍ତି । ଏଭଳି ଏକ ଦୁଃଖ ର ଘଟଣା ଦେଖିବାକୁ ମିଳିଛି ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଳକ ସଲଣ୍ଡି ପଞ୍ଚାୟତ ଲଥାକେନ୍ଦ ଗାଁ ରେ। ଏଠାରେ ୩ ଟି ବୁଥ ଚାଲିଥିବା ବେଳେ ଗାଁ ରେ ସର୍ବମୋଟ ୮୦୨ ଭୋଟର ଅଛି। କିନ୍ତୁ ୬୪୭ ଭୋଟ ପୁଲିଂ ହୋଇଥିବା ବେଳେ ଆହୁରି ଏକ ଶହ ଭୋଟର ଭୋଟ ଦେବାରୁ ବଞ୍ଚିତ ଥିବା ଗ୍ରାମବାସୀମାନେ ଅଭିଯୋଗ ଆଣିଛନ୍ତି। ଲୋକ ଙ୍କ କହିବା ଅନୁଯାୟୀ ୧୨:୪୦ ରେ ପୋଲିଂ ଅଫିସର ମାନେ ବନ୍ଦ କରିବା ସହ ମାତ୍ର ୨୦ଟି ଚିରକୁଟ ଅଛି କହି ଭୋଟ ବାକ୍ସ ସିଲ୍ କରିଦେଇ ଥିଲେ।ପରେ ଗାଁ ର ସମସ୍ତ ମହିଳା ଓ ପୁରୁଷମାନେ ଭୋଟ ଦେବା ଜିଦ୍ ରେ ଅଟିବସିଥିଲେ ଓ ଭୋଟ ବାକ୍ସ ଗାଡ଼ି ଆଗରେ ଧାରଣା ଦେଇଥିଲେ । ପୋଲିସ ଓ ଜନତା ଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା ଏହାର ଖବର ପାଇ ତହସିଲଦାର ପ୍ରଶାନ୍ତି ପ୍ରଧାନ ଘଟଣା ସ୍ଥଳକୁ ପହଞ୍ଚି ଲୋକଙ୍କୁ ବୁଝାଇ ତମ ଭୋଟ ଦେବାକୁ ବ୍ୟବସ୍ଥା କରିବା ବୋଲି ପ୍ରତିଶ୍ରୁତି ଦେଇ ଭୋଟ ପୋଲିସ ଓ ବାଟାଲିୟନ ଜବାନ ଙ୍କ ସାହାଯ୍ୟରେ ଭୋଟ ବାକ୍ସ ଆଣିଥିଲେ। ସରକାର ଙ୍କ ଏଭଳି ନିଷ୍ପତ୍ତି ପାଇଁ ଅନେକ ଲୋକ ଭୋଟ ଦେବା ରୁ ବଞ୍ଚିତ ରହୁଥିବା ଯୋଗୁଁ ଜନସାଧାରଣ ରେ ଅସନ୍ତୋଷ ଦେଖାଦେଇଛି। ଏଥିପାଇଁ ପ୍ରାର୍ଥୀ ଙ୍କ ପ୍ରତିକ୍ରିୟା ନିଆଯାଇଥିବା ବେଳେ ପ୍ରାର୍ଥୀ ମାନେ ମଧ୍ୟ ଦୃଢ଼ ନିନ୍ଦା କରିଛନ୍ତି।ଏବେ ସତରେ କ'ଣ ଲଥାକେନ୍ଦ ଗାଁ ର ଲୋକଙ୍କୁ ନ୍ୟାୟ ମିଳିବ ନାଁ ପ୍ରତିଶ୍ରୁତି ରେ ରହିଯିବ ।


 


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like