-+91-9937148622 |

prerana_bgr@rediffmail.com |

  Wednesday 6th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||      ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||      ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   (05-May-2026)       ||      ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   (05-May-2026)       ||      କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ    (05-May-2026)       ||      ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   (05-May-2026)       ||      ଚାଷୀ ସଚେତନତା ସମାବେଶ    (05-May-2026)       ||     

HOME   ଜିଲ୍ଲା

ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ପ୍ରାର୍ଥୀ ଭାବେ ଛିଡ଼ା ହୋଇଥିବା ବରଗଡ଼ ଜିଲ୍ଲାର ଆଉ ଜଣେ ସରପଞ୍ଚ ପ୍ରାର୍ଥୀଙ୍କ ଆଜି ହୃଦଘାତରେ ମୃତ୍ୟୁ

16-Feb-2022



ବରଗଡ:- ବରଗଡ଼ ବ୍ଲକ ଗୋବିନ୍ଦପୁର ଗ୍ରାମପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ବାଲ୍ମୀକି ପ୍ରଧାନ ଯିଏକି ସୂର୍ଯ୍ୟ ଚିହ୍ନରେ ପଞ୍ଚାୟତ ନିର୍ବାଚନରେ ଛିଡ଼ା ହୋଇଥିଲେ ତାଙ୍କର ହୃଦଘାତରେ ମୃତ୍ୟୁ ଘଟିଛି ।

ସୂଚନା ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ ପ୍ରାର୍ଥୀ ବାଲ୍ମୀକି ପ୍ରଧାନ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ ଏବଂ ପରେ ତାଙ୍କୁ ତାଙ୍କ ପରିବାର ଲୋକେ ଏକ ଘରୋଇ ଡାକ୍ତରଖାନାକୁ ଚିକିତ୍ସା ପାଇଁ ନେଇଥିଲେ।  ମାତ୍ର ସେଠାରେ ଚିକିତ୍ସିତ

ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ତେବେ ଆଜି ତାଙ୍କର ମୃତ ଦେହ ଗୋବିନ୍ଦପୁର ଗ୍ରାମକୁ ଆଣିବା ପରେ ଗ୍ରାମରେ ଶୋକର ଛାୟା ଖେଳିଯାଇଛି । ବରଗଡ଼ ଜିଲ୍ଲା ଭଟଲି ବ୍ଲକ କେଲେଣ୍ଡାପାଲି ପଞ୍ଚାୟତର  ସରପଞ୍ଚ ପ୍ରାର୍ଥୀଙ୍କ ମଧ୍ୟ ଦୁଇଦିନ ତଳେ ମୃତ୍ୟୁ ହୋଇଯାଇଥିଲା । ତେବେ ଏହି ପଞ୍ଚାୟତ ନିର୍ବାଚନରେ ଉଭୟ ପଞ୍ଚାୟତରେ ସରପଞ୍ଚ ପ୍ରାର୍ଥୀ ପାଇଁ ମତଦାନ ପ୍ରକ୍ରିୟା ବାତିଲ ହୋଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   06-May-2026
  ଜିଲ୍ଲା  
ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   06-May-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026
  ଜିଲ୍ଲା  
ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି   05-May-2026
  ଜିଲ୍ଲା  
ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   05-May-2026
  ଜିଲ୍ଲା  
ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   05-May-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   05-May-2026
  ଜିଲ୍ଲା  
ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   05-May-2026
  ଜିଲ୍ଲା  
ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   05-May-2026

You Might Also Like