-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଶେଷ :ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ବାଲିଗୁଡାରେ ୮୧.୦୨ ପ୍ରତିଶତ ମତଦାନ

16-Feb-2022



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜ଼ିଲ୍ଲା ରେ ପ୍ରଥମ ପର୍ଯାୟ ଭୋଟ ଗ୍ରହଣ ଆରମ୍ଭ ହୋଇଛି l ଏନେଇ ପ୍ରଥମେ ବାଲିଗୁଡା ଓ କ.ନୂଆଗାଁ ବ୍ଳକ ରେ ଭୋଟ ଗ୍ରହଣ ଶେଷ ହୋଇଛି  l ବାଲିଗୁଡାରେ ୮୧.୦୨ ପ୍ରତିଶତ ମତଦାନ ହୋଇଥିବା ବେଳେ କ. ନୂଆଗାଁରେ ୭୧.୬୬ ପ୍ରତିଶତ ହୋଇଥିବା ଜଣାପଡିଛି l ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ

କଡ଼ାକଡ଼ି କରାଯାଇଥିଲା । ବୁଧବାର ସକାଳ ୭ ରୁ ଅପରାହ୍ନ ୧ଘଣ୍ଟ ପର୍ଯ୍ୟନ୍ତ ଭୋଟ ଗ୍ରହଣ ଅନୁଷ୍ଠିତ ହୋଇଥିଲା l  ତେବେ ପ୍ରବଳ ଥଣ୍ଡା ଯୋଗୁଁ ୮ଟା ଯାଏ ଅନେକ ବୁଥ ମାନ୍ଦା ରହିଥିବା ବେଳେ ଆଠଟା ପରେ ଧୀରେଧୀରେ ଭୋଟର ଙ୍କ ଭିଡ ଦେଖିବାକୁ ମିଳିଥିଲା l ବାଲିଗୁଡ଼ା ଓ କ.ନୂଆଗାଁ ବ୍ଳକର ୩ଟି ଜିଲା ପରିଷଦ ଜୋନ ଓ ୨୮ଟି ସରପଞ୍ଚ ଓ ୨୮ ଟି ସମିତି ସଭ୍ୟ ପଦବୀ ପାଇଁ ଆଜି ଭୋଟ ହୋଇଥିଲା  ।ଏଥିପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟ ଗ୍ରହଣ କରାଯାଇଛି ।ଶାନ୍ତି ଶୃଙ୍ଖଳା ର ସହ ଭୋଟ ଗ୍ରହଣ ହୋଇଥିଲା l ଏହି ଦୁଇ ବ୍ଲକ୍ ପାଇଁ ୨୧୬୦ଜଣ କର୍ମଚାରୀ ନିୟୋଜିତ ଥିଲେ  । ପ୍ରଥମ ପର୍ଯ୍ୟାୟରେ ଏହି ଦୁଇ ବ୍ଲକରେ ଯେପରି ମୁକ୍ତ, ଅବାଧ ଓ ନିରପେକ୍ଷ ଭୋଟ ଗ୍ରହଣ ହେଵ ସେଥି ପ୍ରତି ବାଲିଗୁଡ଼ା ବିଡିଓ

ଜଗଦୀଶ ଷଡ଼ଙ୍ଗୀ ଓ କ.ନୂଆଗାଁ ବିଡିଓ ଶରତ ଚନ୍ଦ୍ର ପାତ୍ର ଉପସ୍ଥିତ ରହି ସତର୍କ ନଜର ରଖିଥିଲେ ।ସେହିପରି ଏହି ୨ ବ୍ଳକରେ ମହିଳାମାନଙ୍କ ପାଇଁ ଦୁଇଟି ଲେଖାଏ ୪ଟି ପିଙ୍କ ବୁଥ ମଧ୍ୟ କରାଯାଇଥିଲା  । ଏଥିରେ ସମସ୍ତ ମହିଳା କର୍ମଚାରୀଙ୍କୁ ନିଯୁକ୍ତି ଦିଆଯାଇଥିଲା  । ଏହି ଦୁଇ ବ୍ଲକରେ ନିୟୋଜିତ  ହୋଇଥିବା ନିର୍ବାଚନର ପୋଲିଂ ପାର୍ଟି ଗାଡି ସନ୍ଧ୍ୟା ସୁଦ୍ଧା ସୁରକ୍ଷିତ ଅବସ୍ଥା ରେ ଫେରିଥିବା ଜଣାପଡିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like