-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ସାହୁପଡ଼ା ଅଷ୍ଟପ୍ରହରି ନାମଯଜ୍ଞ ଅନୁଷ୍ଠିତ

17-Feb-2022



ସିନ୍ଧେକେଲା /କରୋନା ସଂକ୍ରମଣ କୁ ନେଇ  କେତେବେଳେ ପୁଜାପାଠ ବନ୍ଦ ହେଉଛି । ତ କେତେବେଳେ କମ ସଂଖ୍ୟକ ଭକ୍ତ ଙ୍କୁ ନେଇ ଚାଳୁଛି ପୁଜାପାଠ। ତେବେ ବର୍ତ୍ତମାନ ତ୍ରିସ୍ତରୀୟ ନିର୍ବାଚନ ପାଇଁ ଚଳଚଞ୍ଚଳ ହୋଇ ଉଠିଛି ଗାଁ ଗଣ୍ଡା। ହେଲେ ଏ ମଧ୍ଯରେ ପାରମ୍ପରିକ ପୁଜାପାଠ ବି ଚାଳିଛି। ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ସିନ୍ଧେକେଲା ସ୍ଥିତ ଶ୍ରୀ ଜଗନ୍ନାଥ ମନ୍ଦିର ଓ ମାଁ ଦ୍ୱାରସେହ୍ନି ମନ୍ଦିର ମଧ୍ୟସ୍ଥ ପାରମ୍ପରିକ ପ୍ରହରୀ ମଣ୍ଡପରେ ସ୍ଥାନୀୟ ସାହୁ ପଡା ଦ୍ୱାରା ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅଷ୍ଟପ୍ରହରି ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଅଛି । ଗତ ସୋମବାର ସନ୍ଧ୍ୟା ରେ ଅଧିବାସ ଦିନ କଳସ ଯାତ୍ରା ଅନୁଷ୍ଠିତ ହୋଇଥିବା ବେଳେ ମଙ୍ଗଳବାର ସକାଳୁ ନାମାରାମ୍ଭ ହୋଇଥିଲା । ରାଜ୍ ପରିବାରର ବିରେନ୍ଦ୍ର ନାରାୟଣ ସିଂଦେଓ ଓ ତାଙ୍କ ପତ୍ନୀ ସଂଯୁକ୍ତା ସିଂଦେଓ କର୍ତ୍ତା ଦାୟିତ୍ୱ ତୁଲାଇଥିବା ବେଳେ ପୂଜକ ଭାବରେ ଭବାନୀ ଶଙ୍କର ତ୍ରିପାଠୀ , ଜପକ ଭାବରେ ଅଭିମନ୍ୟୁ ତ୍ରିପାଠୀ , ପାଚକ ଭାବରେ ରାଜେଶ ତ୍ରିପାଠୀ ପ୍ରମୂଖ ଯୋଗଦେଇ ପୂଜା କାର୍ଯ୍ୟ ସମ୍ପାଦିତ କରିଥିଲେ

। ଆଜି ବୁଧବାର ପୂର୍ଣ୍ଣାହୁତି ହୋଇଥିଲା । କାର୍ଯ୍ୟକ୍ରମ ରେ ସମ୍ପୂର୍ଣ୍ଣ ସାହୁ ପଡାବାସୀ ଙ୍କ ବିଶେଷ ଯୋଗଦାନ ରହିଥିଲା। କମ ଲୋକଙ୍କୁ ନେଇ ସମ୍ପୁର୍ଣ୍ଣ କୋଭିଡ ଆଇନ ଅନୁଯାଇ ପ୍ରହରୀ କାର୍ଯ୍ୟ ହୋଇଥିଲେ ହେଁ ଲୋକେ ଭଗବାନ କୃଷ୍ଣ ଓ ରାମ ଙ୍କ ନାମ ଜପି ପ୍ରଭୁଙ୍କ ନାମ ସଂକୀର୍ତ୍ତନ ରେ ମତୁଆଳା ହୋଇ ଆତ୍ମ ବିଭୋର ହେବାସହ ବେଶ ଖୁସି ଅନୁଭବ କରିବାସହ ନିଜକୁ ପ୍ରଭୁଙ୍କ ଜପରେ ହଜାଇ ଦେଉଥିବା ଦେଖିବାକୁ ମିଳିଥିଲା। 


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like