-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ବଣ୍ଡଗୁଡ଼ା ପଞ୍ଚାୟତବାସୀ ଭୋଟ ବର୍ଜନ କଲେ

17-Feb-2022



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲାର ବାଲିଗୁଡା ଓ କ. ନୂଆଗାଁ ବ୍ଲକ ରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଏପଟେ ଭୋଟ ବର୍ଜନ କରିଛନ୍ତି ଗ୍ରାମବାସୀ । ଏମିତି ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ବଣ୍ଡଗୁଡ଼ା ପଞ୍ଚାୟତ ର ୪ ନମ୍ବର୍ ୱାର୍ଡବାସୀ  । ଗ୍ରାମବାସୀଙ୍କ ଅଭିଯୋଗ ହେଲା କ.ନୂଆଗାଁ ବ୍ଲକର ଦୁଇଗୋଟି ଆଡ଼ମହା ଓ ଜିରିଡିକିଆ ପଞ୍ଚାୟତ ନୂତନ ଭାବେ ଗଠନ ହେଲା । ଆଜିକୁ ପୂର୍ବ ପଞ୍ଚାୟତ ନିର୍ବାଚନ ଠାରୁ ଗ୍ରାମବାସୀ ଏହାକୁ ବିରୋଧ କରି ଆସୁଛନ୍ତି । ପ୍ରଶାସନଙ୍କ ନିୟମ ଅନୁଯାୟୀ ପ୍ରତି ୧୦ କିଲୋମିଟର ରେ ଗୋଟିଏ

ପଞ୍ଚାୟତ ଗଠନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । କିନ୍ତୁ ଏହି ବ୍ଲକରେ ଗୋଟିଏ କିଲୋମିଟର ଦୂରତା ୨ ଟି ପଞ୍ଚାୟତ ଗଠନ କରିଛନ୍ତି । ବାରମ୍ବାର ଜିଲ୍ଲା ପ୍ରଶାସନ , ନିର୍ବାଚନ କମିଶନର ଙ୍କ ପାଖରେ ଦ୍ବାରସ୍ଥ ହେବା ପରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ । ମଗଡିଙ୍ଗିଆ ଗ୍ରାମକୁ ପଞ୍ଚାୟତ ଘୋଷଣା କରାଯାଏ ତାହା ହେଲେ ଏହି ଗ୍ରାମକୁ ଲାଗି ରହିଥିବା ବହୁ ଗ୍ରାମ ଗୁଡ଼ିକ ମୌଳିକ ସୁବିଧା ପାଇପାରିବେ । ବର୍ତମାନ ଗ୍ରାମବାସୀ ମୌଳିକ ସୁବିଧାରୁ ବଞ୍ଚିତ ଅଛନ୍ତି । ଆଗକୁ ଏହାର କିଛି ସମାଧାନ କରାନଯାଏ ତାହା ହେଲେ ସାଧାରଣ ନିର୍ବାଚନ ମଧ୍ୟ ବର୍ଜନ କରିବୁ ବୋଲି ପଞ୍ଚାୟତ ବାସୀ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like