-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||     

HOME   ଜିଲ୍ଲା

ଲ୍ୟାଣ୍ଡମାଇନ ବିସ୍ଫୋରଣ ରେ ସହୀଦ ସାମ୍ବାଦିକ ଙ୍କ ଏକାଦଶାହରେ ଯୋଗଦେଲେ ରାଜ୍ୟର ବିଭିନ୍ନ ଜିଲ୍ଲାର ଗଣ ମାଧ୍ୟମ ପ୍ରତିନିଧି

17-Feb-2022



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) - ଲ୍ୟାଣ୍ଡମାଇନ ବିସ୍ପୋରଣ ରେ ସହିଦ ହୋଇଥିବା କଳାହାଣ୍ଡି ଜ଼ିଲ୍ଲା ମୋହନଗିରି ବ୍ଲକ ର ଧରିତ୍ରୀ ପ୍ରତିନିଧି ସ୍ବର୍ଗତ ରୋହିତ ବିଶ୍ୱାଳ ଙ୍କ ଏକାଦଶାହ କାର୍ଯ୍ୟ ଅବସରରେ ମୋହନଗିରି ଠାରେ ଗତ କାଲି ଗ୍ରାମ ବାସୀ ଙ୍କ ପକ୍ଷରୁ ଏକ ଶୋକ ସଭା ର ଆୟୋଜନ କରାଯାଇଥିଲା l ଓଡିଶା ସାମ୍ବାଦିକ ସଙ୍ଘ ର ରାଜ୍ୟ  ସଭାପତି ଶ୍ରୀ ଶଶୀ ଭୂଷଣ ପ୍ରହରାଜ, ଉପ ସଭାପତି ସୁଶାନ୍ତ ମହାପାତ୍ର, ରାଜ୍ୟ ସମ୍ପାଦକ ରାଜକିଶୋର ତ୍ରିପାଠୀ, ସୁବର୍ଣ୍ଣପୁର ଶାଖା ସଭାପତି ମନୋରଞ୍ଜନ ତ୍ରିପାଠୀ, ସମ୍ପାଦକ ମହାଦେବ ମଲ୍ଲିକ, ଉଗ୍ରେସନ କର୍ମୀ ଙ୍କ ସମେତ ପାଖ ପଡୋଶୀ ଜ଼ିଲ୍ଲା  ତଥା ରାଜ୍ୟ ର ବିଭିନ୍ନ ଜ଼ିଲ୍ଲା ରୁ ବହୁ ସାମ୍ବାଦିକ, ମାନ୍ୟ ଗଣ୍ୟ ବ୍ୟକ୍ତି,  ଓ ସ୍ବର୍ଗତ ବିଶ୍ୱାଳ ଙ୍କ କୁଲତା ସମାଜ ର ଶତାଧିକ ଲୋକେ ସ୍ବର୍ଗତ ବିଶ୍ୱାଳ ଙ୍କ ଫଟୋ ଚିତ୍ର ରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ସ୍ମୃତି ଚାରଣ କରିଥିଲେ l ସ୍ଥାନୀୟ କୁଲତା ସମାଜ ପକ୍ଷରୁ ଶ୍ରୀ ବିଶ୍ୱାଳ ଙ୍କୁ ମରୋରଣାତ୍ତର ସମ୍ମାନ ପ୍ରଦାନ କରିଥିଲେ l ଓଡିଶା ସାମ୍ବାଦିକ ସଂଘ ର ସୁବର୍ଣ୍ଣପୁର ଜ଼ିଲ୍ଲା ଶାଖା  ଓ  ଜ଼ିଲ୍ଲା ର ବିଭିନ୍ନ ଗଣ ମାଧ୍ୟମ ପ୍ରତିନିଧି ଙ୍କ ପକ୍ଷରୁ ସମୁଦାୟ ୧୧.୫୦୦ ଟଙ୍କା,  ଓ ଜେ ୟୁ ଗଞ୍ଜାମ ଜ଼ିଲ୍ଲା ପକ୍ଷରୁ ୧୦ ହଜାର ଟଙ୍କା,  କଳାହାଣ୍ଡି, ବୌଦ୍ଧ, ରାୟଗଡା, ସମ୍ବଲପୁର ଜ଼ିଲ୍ଲା  ପ୍ରମୁଖ ବିଭିନ୍ନ ଜ଼ିଲ୍ଲା ରୁ ଆର୍ଥିକ ସହାୟତା ପ୍ରଦାନ କରି ଶ୍ରୀ ବିଶ୍ୱାଳ ଙ୍କ ପରିବାର କୁ ସମବେଦନା ଜ୍ଞାପନ କରାଯାଇଥିଲା l ସୁବର୍ଣ୍ଣପୁର ଜ଼ିଲ୍ଲା ସାମ୍ବାଦିକ ସଂଘ ସଭାପତି ତଥା ଲେଖକ ଗୋରେଖନାଥ ସାହୁ ବ୍ୟକ୍ତିଗତ ଭାବେ ୫୦୦୦/-  (ପାଞ୍ଚ ହଜର ଟଙ୍କା ) ଚେକ ମାଧ୍ୟମରେ ସହାୟତା ପ୍ରଦାନ କରି ଟେଲିଫୋନ ମାଧ୍ୟମରେ

ସ୍ବର୍ଗତ ବିଶ୍ୱାଳ ଙ୍କ ଶୋକ ସନ୍ତପ୍ତ ପରିବାର କୁ ସମବେଦନା ଜଣାଇବା ସହ ରାଜ୍ୟ ତଥା କେନ୍ଦ୍ର ସରକାର ଙ୍କ ପକ୍ଷରୁ ବିଶ୍ୱାଳ ଙ୍କ ପରିବାର କୁ ୫୦ଲକ୍ଷ ଟଙ୍କା,ପରିବାର ର ଜଣକୁ ଚାକିରୀପ୍ରଦାନ ସହ  ସମସ୍ତ  ସୁବିଧା ଦେବାକୁ ଉଭୟ ସରକାର ଙ୍କୁ ଦୃଢ଼ ଦାବୀ ଜଣାଇବାକୁ ପ୍ରତିଶୁତି ଦେଇଥିଲେ l ପରେ ପରେ     ମଦନପୁର - ରାମପୁର ନିକଟସ୍ଥ ଦୁଲେନ ଛକ ଠାରେ ଗତ ୫ ତାରିଖ ରେ ଘଟିଥିବା ଲ୍ୟାଣ୍ଡ ମାଇନ ବିସ୍ପୋରଣ ଘଟଣା ସ୍ଥଳ କୁ ବିଭିନ୍ନ ଜ଼ିଲ୍ଲା ର ସାମ୍ବାଦିକ ପରିଦର୍ଶନ କରିଥିଲେ l ଯେଉଁ ଜାଗାକୁ କି ଗତ 5 ତାରିଖ ରୁ ଆଜି ଯାଏ  ସି- ଆର- ପି -ଏଫ, ବି -ଏସ -ଏଫ  ର  3  ବ୍ୟାଟେଲିଆନ,  ପୋଲିସ ଅନୁସନ୍ଧାନ କାରୀ ସ୍ୱତନ୍ତ୍ର ସ୍କ୍ୱାର୍ଡ, ଡଗ୍ ସ୍କ୍ୱାର୍ଡ, ବମ ଡିଫି୍ୟୁଜ୍ ସ୍କ୍ୱାର୍ଡ ପ୍ରତିଦିନ ବୁଲି ଅନୁସନ୍ଧାନ ଜାରି ରଖିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026

You Might Also Like