-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||     

HOME   ରାଜନୀତି

ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନରେ ଅନିୟମିତତା ଅଭିଯୋଗ : ବଲାଙ୍ଗିର ଜିଲ୍ଲାପାଳଙ୍କ ଠାରେ ଅଭିଯୋଗ କଲେ ବିଜେପି ର ପ୍ରତିନିଧି ମଣ୍ଡଳୀ

17-Feb-2022



ବଲାଙ୍ଗିର (ପ୍ରେରଣା ଖବର ବ୍ୟୁରୋ) : ଆଜି ଭାରତୀୟ ଜନତା ପାର୍ଟି ତରଫରୁ ଜିଲ୍ଲା ସଭାପତି ଶିବାଜୀ ମହାନ୍ତିଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳୀ ଜିଲ୍ଲାପାଳ ଶ୍ରୀ ଚଞ୍ଚଳ ରାଣା ଙ୍କୁ ସାକ୍ଷାତ କରି ପ୍ରଥମ ପର୍ଯାୟ ପଂଚାୟତ ନିର୍ବାଚନରେ

ହୋଇଥିବା ଅନିୟମିତତା ବିଷୟ ରେ ଲିଖିତ ଅଭିଯୋଗ କରିଛନ୍ତି! ବିଶେଷ କରି  ପ୍ରିଯାଇଣ୍ଡିଙ୍ଗ ଅଧିକାରୀ ମାନେ ପୁଲିଙ୍ଗ ଏଜେଣ୍ଟ ମାନଙ୍କୁ  ୧୧ ନଂ ଫର୍ମ ଦେବାକୁ ମନା କରିବାଟା ଅବାଧ ଓ ନିରପେକ୍ଷ ନିର୍ବାଚନ ର ପରିପନ୍ଥୀ ଅଟେ ତେଣୁ ତୁରନ୍ତ ଏହାର ସମାଧାନ କରିବାକୁ ଦାବି କଲେ, ଅନ୍ୟଥା ଅସାଧୁ ଅଧିକାରୀ ମାନଙ୍କ ସଂଗେ ଶାସକ ଦଳ ର ଲୋକ ମିଶି ଅବ୍ୟବହୃତ ବେଲଟ କାଗଜ କୁ ନିଜ ପ୍ରାର୍ଥୀ ସପକ୍ଷ ରେ  ବ୍ୟବହାର କରିବା ସମ୍ଭାବନା କୁ ଏଡାଇ ଦିଆନଯାଇପାରେ !

କାରଣ ବେଲଟ ବାକ୍ସ ଗୁଡାକ ସପ୍ତାହ ରୁ ଊର୍ଧ୍ୱ ସମୟ ବ୍ଲକ ଅଫିସ ମାନଙ୍କରେ ରହିବ ତେଣୁ ଏହାର ତୁରନ୍ତ ସମାଧାନ ଦାବି କରିଛନ୍ତି, ଜିଲ୍ଲାପାଳ ଏହା ଉପରେ ନିର୍ଭର ପ୍ରତିଶୃତି ଦେବା ସଙ୍ଗେ ସଙ୍ଗେ ୧୧ ନଂ ଫର୍ମ ଦେବାକୁ ରାଜ୍ୟ ନିର୍ବାଚନ କମିଶନଙ୍କ ଠାରୁ ଏକ ଚିଠି ଆସିବା କଥା କହିଲେ ଏବଂ ଚିଠି ର ଏକ କିତା ନକଲ ଦେଇ ତାକୁ ସମସ୍ତ ପ୍ରାର୍ଥୀ ତଥା ପୁଲିଙ୍ଗ ଏଜେଣ୍ଟ ମାନଙ୍କୁ ଦେବା ପାଇଁ ଅନୁରୋଧ କରିଥିଲେ l ପ୍ରତିନିଧି ମଣ୍ଡଳୀରେ ଜିଲ୍ଲା କୋଷାଧକ୍ଷ  ପ୍ରଦୀପ ବଂଶଳ ଓ ଯୁବମୋର୍ଚା ର ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ଟଙ୍କଧର ପୁଟେଲ  ଭାଗ ନେଇଥିଲେ !


News Comment




Photo in News

Advertisment
Lastest News
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026

You Might Also Like