-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||     

HOME   ଜିଲ୍ଲା

ତନୟା ବେହେରାଙ୍କ ପାଇଁ ନରସିଂହଙ୍କ ଜୋରଦାର ନିର୍ବାଚନ ପ୍ରଚାର, ୩୩ ନଂ. ଜୋନର ବିକାଶ ପାଇଁ ହାତ ଚିହ୍ନରେ ଭୋଟ ଦିଅନ୍ତୁ - ନରସିଂହ

17-Feb-2022



ବଲାଙ୍ଗିର, ଲୋଇସିଂହାବାସୀ ଗତ ନିର୍ବାଚନ ମାନଙ୍କରେ ଗୋଟିଏ ଦଳର  ବିଧାୟକ, ସାଂସଦ, ଜିଲ୍ଲା ପରିଷଦଙ୍କ ସପକ୍ଷରେ ଭୋଟଦାନ କରିଥିଲେ । ଆଜି ନିର୍ବାଚନ ଗସ୍ତ ସମୟରେ ଗାଁ ଗୁଡିକରେ ଲୋକେ କହୁଛନ୍ତି ଜନ ପ୍ରତିନିଧିଙ୍କ ଦେଖାନାହିଁ । ଭୋଟ ପାଇ ସାରିଲା ପରେ ସମସ୍ତେ ଉଭାନ । ରାସ୍ତା ଘାଟ, ପାନୀୟ ଜଳ, ଶିକ୍ଷା ସ୍ୱାସ୍ଥ୍ୟ ବିଭାଗ ଅତି ସଙ୍ଗିନ । ୨୫ ବର୍ଷ ପୂର୍ବେ କଂଗ୍ରେସ ଅମଳରେ ଯାହା କିଛି ବିକାଶ ହୋଇଥିଲା ସେତିକି ରେ ଆଜି ପର୍ଯ୍ୟନ୍ତ ଲୋକେ ଚଳୁଛନ୍ତି । ତେଣୁ ଏହି ଜିଲ୍ଲାପରିଷଦ ନିର୍ବାଚନ ପରିବର୍ତ୍ତନ ନିହାତି ଜରୁରି । ଯିଏ କାମ କରିନାହିଁ ଲୋକେ କଦାପି ତାଙ୍କୁ ଭୋଟ ଦିଅନ୍ତୁ ନାହିଁ । ମୋର ଅନୁରୋଧ ଲୋଇସିଂହା ତଥା ୩୩ ନଂ. ଜୋନର ବିକାଶ ପାଇଁ କଂଗ୍ରେସ ଦଳର ପ୍ରାର୍ଥୀ ତନୟା ବେହେରାଙ୍କୁ ହାତ ଚିହ୍ନରେ ଭୋଟ ଦିଅନ୍ତୁ, ଆପଣଙ୍କ ଅଞ୍ଚଳ ନିଶ୍ଚିତ ବିକଶିତ ହେବ ବୋଲି ଆଜି ଏହି ଜୋନର ନିର୍ବାଚନ ପ୍ରଚାର ବେଳେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ନିର୍ବାଚନି ସଭାମାନଙ୍କରେ କହିଛନ୍ତି ।
 

 ୩୩ ନଂ. ଜୋନ ଅନ୍ତର୍ଗତ ଲୋଇସିଂହାର ଖ୍ରୀଷ୍ଟିୟାନପଡା, ଢୋଲ ମହୁଲ, ନୁଆଁପଡା, ତିଅରପଡା, ଡେର୍ଲିମାର୍କେଟ, ଦଳିତ ପଡା, ଦୁର୍ଗାମଣ୍ଡପ ଛକ, ପାନେସରା ଓ ବାଞ୍ଜିପାଲି ଗ୍ରାମରେ ନିର୍ବାଚନ ସଭାମାନଙ୍କରେ ବଲାଙ୍ଗିର ବିଧାୟକ ଶ୍ରୀ ମିଶ୍ର ଆହୁରି ମଧ୍ୟ କହିଛନ୍ତି ଯେ ଅଂଚଳର ଆଦିବାସୀମାନେ ବହୁତ କ୍ଷୁବ୍ଧ ଅଛନ୍ତି । ତାଙ୍କର ଏହି ନିର୍ବାଚନରେ ସାମ୍ବିଧାନିକ ଅଧିକାରକୁ ଛଡେଇ ନିଆଯାଇଛି । ଏଥିରୁ ସରକାରମାନେ ବୁଝିଯିବା ଦରକାର ଆଦିବାସୀମାନେ ନିରୀହ ସତ କିନ୍ତୁ ନିଜର ଅଧିକାର ପାଇଁ ସେମାନେ ମୁହଁ ନିଶ୍ଚୟ ଖୋଲିବେ । ତେଣୁ ଏହି ଆଦିବାସୀ, ପଛୁଆ ବର୍ଗ ବିରୋଧି ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କୁ ଉଚିତ ଜବାବ ଦେବା ପାଇଁ ଏହି ନିର୍ବାଚନ ରେ ଏହି ବର୍ଗର ଲୋକେ ଉଭୟ ଦଳକୁ ବରଖାସ୍ତ କରନ୍ତୁ ଏବଂ କଂଗ୍ରେସର ହାତ ଚିହ୍ନରେ ଭୋଟ ଦେଇ ତନୟ ବେହେରାଙ୍କୁ ବିଜୟୀ କରାନ୍ତୁ । ଆଜି ଏହି ନିର୍ବାଚନି ସଭାମାନଙ୍କରେ ଜିଲ୍ଲା କଂଗ୍ରେସ ସଭାପତି ଦିଲିପ ବେହେରା ଓ ଜିଲ୍ଲା ମହିଳା କଂଗ୍ରେସ ସଭାନେତ୍ରି ମିଲନି ସାହୁ ପ୍ରାର୍ଥିନୀଙ୍କ ସହ ଘରକୁ ଘର ବୁଲି ଭୋଟ ଭିକ୍ଷା କରିବା ସହ ଲୋଇସିଂହାରେ କଂଗ୍ରେସ ବିଧାୟକଙ୍କ ଅମଳରେ ଲୋଇସିଂହାରେ ହୋଇଥିବା ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ବାବଦରେ ଲୋକଙ୍କୁ ସଚେତନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଏହି ନିର୍ବାଚନି ସଭାମାନଙ୍କରେ ବ୍ଲକ କଂଗ୍ରେସ ସଭାପତି ଅରବିନ୍ଦ ସାହୁ, କଂଗ୍ରେସ ଯୁବନେତା ସରୋଜ ବିଶ୍ୱାଲ, ଅଶୋକ ବେହେରା, ରଂଜନ ବେହେରା, ଟିକୁ ପାଣ୍ଡିଆ, ରଂଜିତ ରଏ, ଶିବ ଅଗ୍ରୱାଲ ଏବଂ ମୋହିତ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026

You Might Also Like