-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||     

HOME   ଜିଲ୍ଲା

ଯୁବ ତାଲିମ ଶିବିର

17-Feb-2022



ବଲାଙ୍ଗିର, (ପ୍ରେରଣା ଖବର)  ନେହେରୁ ଯୁବ କେନ୍ଦ୍ର ବଲାଙ୍ଗିର ଆନୁକୁଲ୍ୟରେ ଏବଂ ବୀଣାପାଣି ଶିକ୍ଷା ସୈାଧ ସହଯୋଗରେ ବିଦ୍ୟାଳୟ ପରିସରରେ ଅଂଚଳର ଯୁବକ ସଂଘର ଯୁବ ଗୋଷ୍ଠିଙ୍କୁ ନେଇ ସକରାତ୍ମକ ମାନସିକତା ଏବଂ ସୁସ୍ଥ ଭାରତ ଶିର୍ଷକ ଉପସରେ ଏକ ତାଲିମ ଶିବର ଆୟୋଜିତ ହୋଇଥିଲା । ତାଲିମ ଶିବିରର ମୁଖ୍ୟ ଅତିଥି ବିଦ୍ୟାଳୟର ଅଧ୍ୟକ୍ଷା ବାସନ୍ତୀ ମେହେର ଯୋଗଦାନ କରି ଦେଶ ଗଠନରେ ଯୁବକମାନଙ୍କ ଭୂମିକା ଉପରେ ଆଲୋକପାତ କରିଥିଲେ । ମୁଖ୍ୟବକ୍ତା ବିଜ୍ଞାନ ମଧୂପର ସଂପାଦକ ଡ. ବି.ଏନ୍‌.ଶ୍ରୀକାନ୍ତ ଯୁବ ଓ କିଶୋର ସ୍ୱାସ୍ଥ୍ୟ  ଏବଂ ସନ୍ତୁଳିତ ଖାଦ୍ୟ ଉପରେ ତାଙ୍କର ବକ୍ତବ୍ୟ ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମର ମୁଖ୍ୟ ପ୍ରଶିକ୍ଷକ ଅଶୋକ କୁମାର ମେହେର ଯୁବକମାନଙ୍କ କର୍ତ୍ତବ୍ୟ ଓ ଚାପମୁକ୍ତ ଜିବନଶୈଳି ଉପରେ ତାଲିମ ଦେଇଥିଲେ । ଅନ୍ୟତମ ସାଧନ କର୍ମୀ ଅନ୍ତର୍ଯ୍ୟାମି ସାହୁ ମୌଳିକ ଅଧିକାର ଓ କର୍ତ୍ତବ୍ୟ ଉପରେ ଆଲୋକପାତ କରିଥିଲେ । ତାଲିମ ରେ ସୌମ୍ୟ ରଂଜନ ଦ୍ୱାରା, ମିତ୍ରଭାନୁ ସାହୁ, ତରଣୀ ସାହୁ, ଅନସୂୟା ମନହିରା ପ୍ରମୁଖ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ନେହେରୁ ଯୁବ କେନ୍ଦ୍ରର ବିପିନ ବିହାରୀ ଜେନା ଏବଂ ତାଙ୍କ ସହଯୋଗ କରିଥିଲେ ବଳିୟାର ସିଂହ, କୃପାସିନ୍ଧୁ ଭୋଇ, ସତ୍ୟ ହୋତା ଏବଂ ପ୍ରମୋଦ ବେହେରା । ତାଲିମରେ ୬୨ ଜଣ ଯୁବକ ଅଂଶଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026

You Might Also Like