-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ଜିଲ୍ଲା

ଭୁବନେଶ୍ୱର-ସୁସାହିତ୍ୟିକା, କୋଠଘର ଆମ ସାହିତ୍ୟ ପରିବାରର ପ୍ରତିଷ୍ଠାତା,ସମ୍ପାଦିକା କବୀ ଅମ୍ବିକା ସ୍ବାଇଁଙ୍କର ଦୁଇଟି କବିତା ପୁସ୍ତକ ଉନ୍ମୋଚିତ

17-Feb-2022



ଭୁବନେଶ୍ୱର(ପ୍ରେରଣା ଖବର). ସୁସାହିତ୍ୟିକା, କୋଠଘର ଆମ ସାହିତ୍ୟ ପରିବାରର ପ୍ରତିଷ୍ଠାତା,ସମ୍ପାଦିକା କବୀ ଅମ୍ବିକା ସ୍ବାଇଁଙ୍କର ଦୁଇଟି କବିତା ପୁସ୍ତକ "ଅନୁଭବର ଆକର୍ଷଣ" ଓ"ଅନ୍ତରଙ୍ଗ ଅନୁଭବ" ଶନିବାର ସନ୍ଧ୍ୟାରେ ଉନ୍ମୋଚିତ ହୋଇ ଯାଇଛି । ସମ୍ମାନନୀୟ ବିଶିଷ୍ଟ ସାହିତ୍ୟିକ,ପୂର୍ବତନ ପୋଲିସ ମହା ନିର୍ଦେଶକ ବିପିନ ବିହାରୀ ମିଶ୍ରଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା ।ବିଶିଷ୍ଟ ଗାୟିକା ସୁଶ୍ରୀ ଶୈଳଭାମା ମହାପାତ୍ର ସ୍ଵାଗତ ଭଜନ ପରିବେଷଣ କରିଥିଲେ । ବରଣ୍ୟେ ଆମନ୍ତ୍ରିତ ଅତିଥି ସୁସାହିତ୍ୟିକା,କାଦମ୍ବିନୀର ସମ୍ପାଦିକା ଡଃ ଇତି ସାମନ୍ତ, ବିଶିଷ୍ଟ କବି,ଓଡ଼ିଶା
ସାହିତ୍ୟ ଏକାଡେ଼ମୀର ପ୍ରାକ୍ତନ ସଭାପତି ଡଃ ହୁସେନ ରବି ଗାନ୍ଧୀ ଏବଂ ବହୁ ଚର୍ଚ୍ଚିତ ବାଲ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବାକୁ ଯୋଗ୍ୟ ମନୋନୀତ ଡଃ ଦିଗରାଜ ବ୍ରହ୍ମାଙ୍କ କରକମଳରେ
ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଥିଲା ।ପୁସ୍ତକ ଦୁଇଟିକୁ ସମୀକ୍ଷା କରି ସମସ୍ତ ଅତିଥି ଭୁୟସୀ ପ୍ରଶଂସା କରିଥିଲେ ।ପୁସ୍ତକର ମୁଖବନ୍ଧ ଲେଖିଥିବା ଭାଷାବିଜ୍ଞାନୀ ଡଃ ଦେବାଶିଷ ମହାପାତ୍ର, ଜ୍ଞାନପ୍ରକାଶକ ପବ୍ଲିକେସନ୍ସର ପ୍ରକାଶକ ଜ୍ଞାନଚାନ୍ଦ ଶତପଥି ଏବଂ  ସମସ୍ତ ସମ୍ମାନୀତ ଅତିଥି ପୁସ୍ତକ ବିଷୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରି କହିଥିଲେ ପୁସ୍ତକ ଦୁଇଟି ଖୁଵ ପାଠକୀୟ ଆଦୃତି ଲାଭ କରିବ ଏହି ଆଶା ବିଶ୍ୱାସ ରହିଛି । ପୁସ୍ତକ ଦୁଇଟିର ରଚୟିତା ଅମ୍ବିକା ସ୍ବାଇଁ ଲେଖକୀୟ ବିବରଣୀ ପାଠ କରିଥିଲେ । ଯୁବ ଟିଭି ଉପସ୍ଥାପକ ଶିବାନନ୍ଦ ବାରିକ ଅତି ଚମତ୍କାର ଭାବରେ ଅତିଥି ପରିଚୟ ପ୍ରଦାନ କରିବା ସହ କାର୍ଯ୍ୟକ୍ରମର ପରିଚାଳନା ଖୁଵ ସୁନ୍ଦର ଭାବରେ ନିର୍ବାହ  କରିଥିଲେ। ଯୁବ ସଂଯୋଜକ ସବ୍ୟସାଚୀ ବିଶୋଇଙ୍କ ଚମତ୍କାରୀ ସଂଯୋଜନାରେ କବୀ ସଂଘମିତ୍ରା ରାୟ ଗୁରୁ, ,ଜ୍ୟୋତ୍ରିମୟୀ ସାହୁ, ରାଧାମୋହନ ପାଣିଗ୍ରାହୀ,ବିମଳ ଶଙ୍କରଦାସ,ପ୍ରଶାନ୍ତ କୁମାର ନାଥ
କାଦମ୍ବିନୀ ବେଶ୍ରା, ରାଧାରାଣୀ ସରକାର,ଜ୍ୟୋତି ରଞ୍ଜନ ବାରିକ,ଲିପ୍ସାମୟୀ ଦୁବେ,ବିଶ୍ୱକେସନ ଦାଶ,
ମନୀଷା ବିଶ୍ୱାଳ,ଚିରଞ୍ଜିବୀ ବଡ଼ତ୍ୟା, ସୌମ୍ୟ ରଞ୍ଜନ ଦାଶ,କିଶୋର କୁମାର ଖିର,କାହ୍ନୁ ଚରଣ ସାହୁ,ଅଂଶୁମାନ ସାହୁ ,ଅରୁଣ କୁମାର ମହାନ୍ତି,ପ୍ରଭୃତି ଉନ୍ମୋଚିତ ବହିରୁ
କବିତା ପାଠ କରିଥିଲେ । ଶତାଧିକ ସାହିତ୍ୟପ୍ରେମୀ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲ l ପରିଶେଷରେ କବୀ ମମତା ବାରିକ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like