-+91-9937148622 |

prerana_bgr@rediffmail.com |

  Tuesday 5th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||      ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   (05-May-2026)       ||      ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   (05-May-2026)       ||      କାଲିମେଳା ବ୍ଲକ ଲୁଗେଲ ପଞ୍ଚାୟତରେ ଜିଲ୍ଲାପଳାଙ୍କ ଅଭିଯୋଗ ଶୁଣାଣି : ୬୧ଟି ଆବେଦନ ଗ୍ରହଣ ସହ ସେବା ପ୍ରଦାନ ପାଇଁ ସ୍ବତନ୍ତ୍ର କ୍ୟାମ୍ପ    (05-May-2026)       ||      ଦୀର୍ଘ ଦିନ ଧରି ପାଇପ୍ ମରାମତି ଅଭାବରୁ ପାଇପ୍ ପାଣି ଲିକ୍ ବସୁଧା ପାଣି ପାଇଁ ପାରୁନାହାନ୍ତି ରାଜେନିପ୍ଡିଆ ସାହି ଲୋକ ଅନ୍ତସନ୍ତ ହୋଇ ରହୁଛନ୍ତି ଗ୍ରାମ ବାସୀ   (05-May-2026)       ||      ଚାଷୀ ସଚେତନତା ସମାବେଶ    (05-May-2026)       ||      ରଘୁନାଥ ଜୀଉ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   (05-May-2026)       ||      ଅଧଘଣ୍ଟା ଧରି ପଡି ରହିଲେ ଡାକ୍ତର ଦେଖୁଲେ ନାହିଁ ♦️ ଏଇ ହେଉଛି ବିଶ୍ୱସ୍ତରୀୟ ହସ୍ପିଟାଲ   (05-May-2026)       ||      ଆତ୍ମରକ୍ଷା ପାଇଁ ଜିଲ୍ଳା ପ୍ରଶାସନ ପକ୍ଷରୁ ସନ୍ତରଣ ପ୍ରଶିକ୍ଷଣ   (05-May-2026)       ||      *ସହରାଞ୍ଚଳ ର ସୌନ୍ଦର୍ଜୀ କରଣ କୁ ଅଧିକ୍ ଗୁରୁତ୍ଵ ଦେଉଛି ଆମ ସରକାର*- *ମନ୍ତ୍ରୀ* -   (04-May-2026)       ||     

HOME   ଜିଲ୍ଲା

ଦୀର୍ଘଦିନ ବ୍ୟବଧାନ ପରେ ଶ୍ରୀ ନୃସିଂହନାଥ ଙ୍କ ମହାପ୍ରସାଦ ପାଇ ଭକ୍ତ ଆନନ୍ଦିତ

17-Feb-2022



ପଦ୍ମପୁର(ନିରଞ୍ଜନ ତ୍ରିପାଠୀ) ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଅଧିନସ୍ଥ ପ୍ରସିଦ୍ଧ ତୀର୍ଥ କ୍ଷେତ୍ର ଶ୍ରୀ ଶ୍ରୀ ନୃସିଂହନାଥ ମହାପ୍ରଭୁଙ୍କ ମନ୍ଦିର ପ୍ରାକୃତିକ ସୌନ୍ଦର୍ଯ୍ୟ ଭରା ପରିବେଶ ପାଇଁ ବେଶ ଖ୍ୟାତି ଅର୍ଜନ କରିଛି ।ପ୍ରଭୁଙ୍କ ମହାପ୍ରସାଦ ସମେତ ହରିହର ପଙ୍ଗତ ପାଇଁ ମଧ୍ୟ ସେତିକି ଖ୍ୟାତି ରହିଛି । ମନ୍ଦିର ପରମ୍ପରା ଓ ନୀତି ଅନୁସାରେ ପ୍ରତ୍ୟେକ ଦିନ ସକାଳେ ମହାପ୍ରଭୁଙ୍କ ନିକଟରେ ଖେଚୁଡ଼ି ଭୋଗ , ଦିପହରେ ଅନ୍ନ ଭୋଗ ,ସନ୍ଧ୍ୟା ରେ ଫଳ ଭୋଗ ଓ ରାତ୍ରିରେ ପୁନର୍ବାର ଅନ୍ନ ଭୋଗ ଲାଗି ପ୍ରସାଦ ଶ୍ରଦ୍ଧାଳୁ ମାନଙ୍କୁ ବିତରଣ  କରିଦିଆଯାଏ । ମୁଖ୍ୟତଃ ଦିନ ବାରଟା ସମୟରେ ପ୍ରତ୍ୟେକ ଦିନ ହରିହର ପଙ୍ଗତ ମାଗଣାରେ ହଜାର ହଜାର ଭକ୍ତ, ଶ୍ରଦ୍ଧାଳୁ ମାନଙ୍କୁ ବିତରଣ କରାଯାଏ । ହରିହର ପଙ୍ଗତ ଶ୍ରଦ୍ଧାଳୁ ମାନଙ୍କୁ ମନ୍ଦିର ପରିସରରେ ବସେଇ ପତ୍ରରେ ଖାଇବାକୁ ଦିବା ପରମ୍ପରା ବହୁ ପୁରୁଣା । କିନ୍ତୁ ମହାମାରୀ କୋରୋନା ଋପକ ବ୍ୟାଧି ସକାଶେ ପ୍ରଶାସନ ତରଫରୁ ହରିହର ପଙ୍ଗତ ବିତରଣ ଉପରେ ଅଙ୍କୁଶ ରହିଥିଲା । ଯଦିଓ ଗତ ବର୍ଷ ଜୁଲାଇ ରୁ ସେପ୍ଟେମ୍ବର ର କିଛିଦିନ କଟକଣା ଲାଗୁ କରାଯାଇଥିଲା ।ପରେ ପୁଣି କଟକଣା ଲାଗିଯିବା ପରେ ମହାପ୍ରସାଦ ବିତରଣ   ବନ୍ଦ ରହିଥିଲା । ହେଲେ ଆଜି ମହାପ୍ରଭୁଙ୍କ ଅସୀମ କୃପା ଓ ପ୍ରଶାସନ ର ଆଦେଶ କ୍ରମେ ପୁନର୍ବାର ହରିହର ପଙ୍ଗତ  ଆରମ୍ଭ କରାଯାଇଛି । ଦୀର୍ଘଦିନ ର ବ୍ୟବଧାନ ପରେ ମହାପ୍ରଭୁଙ୍କ ପ୍ରସାଦ ପାଇ ଶ୍ରଦ୍ଧାଳୁ ଭକ୍ତମାନେ ଆତ୍ମସନ୍ତୋଷ ଲାଭ କରିଛନ୍ତି ।  ଶ୍ରଦ୍ଧାଳୁ ଭକ୍ତମାନଙ୍କୁ ପ୍ରସାଦ ପରସି ମନ୍ଦିର ସେବାୟତ ମାନେ ଅତ୍ୟନ୍ତ ଆନନ୍ଦିତ ଭଳି ଲକ୍ଷ କରାଯାଉଛି ।ଏଣେ ବର୍ତ୍ତମାନ ଧୀରେ ଧୀରେ କଟକଣା କୋହଳ ହେଉଥିବା କାରଣରୁ ମନ୍ଦିର ପ୍ରଶାସନ ର କାମ ଓ ସେବା ମଧ୍ୟ ଠିକ ଭାବରେ ସମ୍ପାଦନ କରାଯାଉଛି । ପ୍ରଶାସନ ର ନିର୍ଦେଶ ତଥା ଆବଶ୍ୟକୀୟ ନିର୍ଦ୍ଦେଶନୁଯାୟୀ ଶ୍ରଦ୍ଧାଳୁ , ତୀର୍ଥଯାତ୍ରୀ ଓ ପର୍ଯଟକ ମାନଙ୍କୁ ଠିକ ସେବା ଯୋଗାଇ ଦେବା ପାଇଁ ମନ୍ଦିର ପ୍ରଶାସନ ତରଫରୁ ସମସ୍ତ ପ୍ରସ୍ତୁତି ରହିଛି । ଶ୍ରଦ୍ଧାଳୁ , ତୀର୍ଥଯାତ୍ରୀ ଓ ପର୍ଯଟକ ମାନେ ମଧ୍ୟ ସମସ୍ତ ନିୟମାବଳୀ କୁ ଦୃଷ୍ଟିରେ ରଖି ପ୍ରଭୁଙ୍କ ଦର୍ଶନ କରନ୍ତୁ ବୋଲି ଶ୍ରୀ ଶ୍ରୀ ନୃସିଂହନାଥ ଟ୍ରଷ୍ଟ ବୋର୍ଡ ର କାର୍ଯନିର୍ବାହୀ ଅଧିକାରୀ ଶ୍ରୀ ପୁରୁଷୋତ୍ତମ ପ୍ରଧାନ ଜନସାଧାରଣ ଙ୍କୁ ନିବେଦନ କରିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026
  ଜିଲ୍ଲା  
ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି   05-May-2026
  ଜିଲ୍ଲା  
ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   05-May-2026
  ଜିଲ୍ଲା  
ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   05-May-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   05-May-2026
  ଜିଲ୍ଲା  
ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   05-May-2026
  ଜିଲ୍ଲା  
ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   05-May-2026
  ଜିଲ୍ଲା  
ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   05-May-2026
  ଜିଲ୍ଲା  
ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   05-May-2026
  ଜିଲ୍ଲା  
କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   05-May-2026
  ଜିଲ୍ଲା  
ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   05-May-2026

You Might Also Like